ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ସମ୍ପର୍କରେ ଗ୍ରାମବାସୀଙ୍କ ସହ ଆଲୋଚନା କଲେ ବିଧାୟକ ଗଞ୍ଜାମ,୧୭ା୫(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ପଞ୍ଚାୟତର ବିଭିନ୍ନ ଗ୍ରାମକୁ ଯାଇ ଉନ୍ନୟନ ପ୍ରସଙ୍ଗରେ ଗ୍ରାମବାସୀଙ୍କ ସହ ଆଲୋଚନା କରିଛନ୍ତି ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ। ହୁମ୍ମା ସମିତି ସଭ୍ୟ ତଥା ଭାଜପା ଯୁବ ନେତା ଧ୍ରୁବଚରଣ ପଲାଇ, ଦୁର୍ଯ୍ୟୋଧନ…