ବାଲାଜୀ ମନ୍ଦିରକୁ ୧୬୦ କୋଟିର ସୁନା ଦାନକେଲ ବ୍ୟବସାୟୀ, ଟ୍ରକ୍ରେ ବୋହି ଆଣିଲେ
ନୂଆଦିଲ୍ଲୀ,୨୬।୧୧: ଆନ୍ଧ୍ରପ୍ରଦେଶର ପ୍ରସିଦ୍ଧ ତିରୁମଳା ତିରୁପତି ବାଲାଜୀ ମନ୍ଦିରକୁ ଜଣେ ଭକ୍ତଙ୍କ ପକ୍ଷରୁ ଦିଆଯିବାକୁ ଯାଉଛି ଏକ ବିରାଟ ସୁନା ଦାନ । ଗୁରୁବାର ଭଗବାନ ବେଙ୍କଟେଶ୍ୱରଙ୍କୁ ୧୨୧ କିଲୋଗ୍ରାମ ଓଜନର ସୁନା ଅଳଙ୍କାର ଅର୍ପଣ କରାଯିବ। ଏହି ଅଳଙ୍କାରଗୁଡ଼ିକର ଆନୁମାନିକ…

