ଶ୍ରୀମନ୍ଦିର ସୁରକ୍ଷା ଉପରେ ପ୍ରଶ୍ନବାଚୀ, ଆନନ୍ଦବଜାରରେ ମୋବାଇଲରେ କଥା ହେଲେ ଶ୍ରଦ୍ଧାଳୁ ପୁରୀ,୧୫।୧(ଅଜିତ୍ କୁମାର ମହାନ୍ତି): ପୁଣି ଶ୍ରୀମନ୍ଦିର ସୁରକ୍ଷାରେ ତ୍ରୁଟି ଦେଖିବାକୁ ମିଳିଛି । ପୋଲିସର ସୁରକ୍ଷା ବଳୟକୁ ଭେଦ କରି ଜଣେ ବ୍ୟକ୍ତି ଶ୍ରୀମନ୍ଦିର ଆନନ୍ଦବଜାର ପରିସରରେ ମୋବାଇଲ୍ରେ କଥା ହେଉଥିବା ଦେଖିବାକୁ ମିଳିଛି । ତେବେ ବ୍ୟକ୍ତି ଜଣଙ୍କ କିପରି…