ଭୁବନେଶ୍ବରରେ ପହଞ୍ଚିଲେ ଏନ୍ଏସ୍ଏ ଅଜିତ ଡୋଭାଲ ଭୁବନେଶ୍ୱର,୨୯ା୧୧: ସର୍ବଭାରତୀୟ ୫୯ତମ ଡିଜି-ଆଇଜି ସମ୍ମିଳନୀ ଭୁବନେଶ୍ୱରରେ ଶୁକ୍ରବାର ଆରମ୍ଭ ହୋଇ ଡିସେମ୍ବର ୧ ପର୍ଯ୍ୟନ୍ତ ତିନିଦିନ ଧରି ଅନୁଷ୍ଠିତ ହେବ। ଏଥିରେ ଯୋଗଦେବା ପାଇଁ ଶୁକ୍ରବାର ଭୁବନେଶ୍ବରରେ ପହଞ୍ଚିଛନ୍ତି ଏନଏସ୍ଏ ଅଜିତ ଡୋଭାଲ। ଏହି ଅବସରରେ କମିଶନରେଟ ପୋଲିସ...