ବନ୍ଧୁକ ଛାଡ଼ି ମୁଖ୍ୟସ୍ରୋତରେ ସାମିଲ ହେଲେ ୧୧ ମାଓବାଦୀ, ଆବେଦନ କରି DGP କହିଲେ… ଭବାନୀପାଟଣା,୧୪।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ରିଜର୍ଭ ପୋଲିସ ପଡ଼ିଆଠାରେ ରବିବାର ଏକାସାଙ୍ଗରେ ୧୧ ଜଣ ମାଓବାଦୀ ନିଜ ଅସ୍ତ୍ରଶସ୍ତ୍ର ସହ ଆତ୍ମସମର୍ପଣ କରିଛନ୍ତି। ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ(ଡିଜିପି) ଓ୍ବାଇ୍.ବି ଖୁରାନିଆଙ୍କ ଉପସ୍ଥିତିରେ ସେମାନେ ସାମିଲ ହୋଇଛନ୍ତି। ମାର୍ଚ୍ଚ ୩୧…