ଗଞ୍ଜାମ ଏସ୍ପି ଶୁଭେନ୍ଦୁ କୁମାର ପାତ୍ରଙ୍କୁ ମିଳିବ ସମ୍ମାନଜନକ ‘ଡିଜିପି ଡିସ୍କ ଆୱାର୍ଡ’,ଛୁଟିଛି ଶୁଭେଚ୍ଛାର ସୁଅ ଛତ୍ରପୁର,୧୯।୩(ଦିଲ୍ଲୀପ ସାମଲ): ପୋଲିସ ସେବାରେ ନିଜର ଉଲ୍ଲେଖନୀୟ କୃତିତ୍ୱ ଓ ଦକ୍ଷତା ପାଇଁ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ (SP) ଶୁଭେନ୍ଦୁ କୁମାର ପାତ୍ର ‘ଡିଜିପି ଡିସ୍କ ଆୱାର୍ଡ’ ପାଇଁ ମନୋନୀତ ହୋଇଛନ୍ତି। ୨୦୨୫-୨୬ ବର୍ଷ ପାଇଁ ତାଙ୍କୁ ଏହି ସମ୍ମାନଜନକ ପୁରସ୍କାର…