କାଉଡ଼ିଆଙ୍କ ପାଇଁ କଟକଣା: ଧବଳେଶ୍ୱର ପୀଠକୁ ଆଣିପାରିବେନି ପ୍ଲାଷ୍ଟିକ୍ ସାମଗ୍ରୀ କଟକ,୧୮ା୭: ଆସୁଛି ଶ୍ରାବଣ ସୋମବାର। ପ୍ରସିଦ୍ଧ ଶୈବପୀଠ ଧବଳେଶ୍ୱରରେ କାଉଡ଼ିଆଙ୍କ ଭିଡ଼ ଲାଗିବ। ଏହା ପୂର୍ବରୁ ଦେବୋତ୍ତର ବିଭାଗ ଓ ପୂଜକ କମିଟି ବୈଠକରେ କଡ଼ା ନିଷ୍ପତ୍ତି ନିଆଯାଇଛି। କାଉଡ଼ିଆମାନେ କେବଳ ମାଟି ଓ ପିତ୍ତଳ କଳସ ଆଣି ଜଳ ଲାଗି…