୧୭ ବର୍ଷ ପରେ ଫେରିଲେ ‘ଡାର୍କ ପ୍ରିନ୍ସ’, ଢାକା ରାଜନୀତିରେ ଭୂକମ୍ପ, ଭାରତ ପାଇଁ ଆଶା ନା ସତର୍କ ଘଣ୍ଟି? ଜାଣନ୍ତୁ… ଢାକା,୨୫।୧୨: ବାଂଲାଦେଶ ରାଜନୀତିରେ ଏକ ବଡ଼ ଘଟଣାକ୍ରମରେ, ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ମୁଖ୍ୟ ବେଗମ ଖାଲେଦା ଜିଆଙ୍କ ପୁଅ ତାରିକ ରହମାନ ପ୍ରାୟ ୧୭ ବର୍ଷ ଦୀର୍ଘ ଅନୁପସ୍ଥିତି ପରେ ସ୍ବଦେଶ ଫେରିଛନ୍ତି। ତାରିକ ରହମାନଙ୍କ ପ୍ରତ୍ୟାବର୍ତ୍ତନ BNP...