ଛତ୍ରପୁର, ୧୬/୧୨ (ଦିଲ୍ଲୀପ ସାମଲ): ହିଞ୍ଜିଳିକାଟୁ ନିୟନ୍ତ୍ରିତ ବଜାର କମିଟି ପକ୍ଷରୁ ଛତ୍ରପୁର ସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟରୁ ୨ ଟି ସଚେତନତା ରଥର ଶୁଭାରମ୍ଭ ହୋଇଛି।…