ଧନତେରସରେ ସୁନା କିଣିବେ ନା ରୂପା? ଏକ୍ସପର୍ଟ କହିଲେ ସତ, ଜାଣନ୍ତୁ କେଉଁଥିରେ ମିଳିବ ଅଧିକ ଲାଭ!
ନୂଆଦିଲ୍ଲୀ,୩।୧୧: ଧନତେରସ ଏବଂ ଦୀପାବଳି ଅବସରରେ ସୁନା-ରୂପା କିଣିବା ଶୁଭ ବୋଲି ଧରାଯାଏ। ଏହି କାରଣରୁ ପର୍ୱପର୍ୱାଣି ଆସିବା କ୍ଷଣି ବଜାରରେ ଏହି ଦୁଇଟି ମୂଲ୍ୟବାନ ଧାତୁର ଚାହିଦା ବୃଦ୍ଧି ପାଇଥାଏ। ଏଥର ମଧ୍ୟ ଧନତେରସରେ ଲୋକମାନେ ସୁନା ଏବଂ ରୂପାରେ…

