ସକାଳ ୮ଟାରୁ ମଧ୍ୟାହ୍ନ ୧ ଟା ପର୍ଯ୍ୟନ୍ତ ଚାଲିବ ଛାତ୍ରୀଛାତ୍ରଙ୍କ ପାଠପଢା ମଥୁରାନଗରୀ,୫।୧(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଏଥର ଦର୍ଶକଙ୍କ ଭିଡ ବଢିବାରେ ଲାଗିଛି। ମହୋତ୍ସବ ସରିବା ପାଇଁ ଆଗକୁ ଆହୁରି ୮ଦିନ ବାକି ରହିଛି। ଫଳରେ ସମ୍ଭାବ୍ୟ ଭିଡ ଏବଂ ଟ୍ରାଫିକ୍ ସମସ୍ୟାକୁ ଦୃଷ୍ଟିରେ ରଖି...