IPL 2025: ଅପରେଶନ ସିନ୍ଦୁର ପରେ ଧର୍ମଶାଳାରୁ ମୁମ୍ବାଇକୁ ସ୍ଥାନାନ୍ତରଣ ହେଲା ଆଇପିଏଲ ମ୍ୟାଚ୍ ମୁମ୍ବାଇ, ୭।୫: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୫ (ଆଇପିଏଲ ୨୦୨୫)ର ପଞ୍ଜାବ କିଙ୍ଗସ (ପିବିକେଏସ) ବନାମ ମୁମ୍ବାଇ ଇଣ୍ଡିଆନ୍ସ (ଏମଆଇ) ମ୍ୟାଚ ହିମାଚଳ ପ୍ରଦେଶ କ୍ରିକେଟ ଆସୋସିଏସନ ଷ୍ଟାଡିୟମ, ଧର୍ମଶାଳାରୁ ସ୍ଥାନାନ୍ତର ହେବାର ସମ୍ଭାବନା ରହିଛି। ଭାରତ ଓ ପାକିସ୍ତାନ...