୩୭ ବର୍ଷର ପୁରୁଣା ରେକର୍ଡ ଭାଙ୍ଗିଲେ ରୋହିତ ଶର୍ମା, ଧର୍ମଶାଳାରେ ଇତିହାସ ରଚି… ଧର୍ମଶାଳା,୧୩ା୬: ରୋହିତ ଶର୍ମା ଏବେ ଆନୁଷ୍ଠାନିକ ଭାବରେ ଭାରତୀୟ କ୍ରିକେଟ୍ ଦଳ ପାଇଁ ଓଡିଆଇ ଖେଳିଥିବା ସବୁଠାରୁ ବୟସ୍କ ଖେଳାଳି ହୋଇପାରିଛନ୍ତି। ସେ ମୋହିନ୍ଦର ଅମରନାଥଙ୍କ ୩୭ ବର୍ଷର ପୁରୁଣା ରେକର୍ଡ ଭାଙ୍ଗିଛନ୍ତି। ଧର୍ମଶାଳାରେ ଖେଳାଯାଉଥିବା ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ…