ଆଗାମୀ ଦୁଇ ବର୍ଷରେ ଧରଣୀଧର ବିଶ୍ବବିଦ୍ୟାଳୟକୁ ସ୍ବୟଂସମ୍ପୂର୍ଣ୍ଣ କରାଯିବ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୨ା୮: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଲୋକସଭା ଭବନ ଠାରେ ଧରଣୀଧର ବିଶ୍ବବିଦ୍ୟାଳୟ, କେନ୍ଦୁଝରର ଭିତ୍ତିଭୂମି ବିକାଶ, ମାନବ ସମ୍ବଳର ନିଯୁକ୍ତି ଏବଂ ଅନ୍ୟାନ୍ୟ ଅାନୁଷଙ୍ଗିକ ସୁବିଧା ସୁଯୋଗ ବିଷୟରେ ଆଲୋଚନା କରିଛନ୍ତି। 2023 ଫେବୃଆରୀରେ ଧରଣୀଧର ମହାବିଦ୍ୟାଳୟ,...