Tag Archives: dharitei editorial

ବିଷାକ୍ତ ସ୍ପର୍ଶ

ଭାରତରେ ବିଷାକ୍ତ ମଦ ପିଇ ଲୋକଙ୍କ ମୃତ୍ୟୁ ହେବା ଖବର ନିୟମିତ ଶୁଣିବାକୁ ମିଳେ। ଅଧିକାଂଶ କ୍ଷେତ୍ରରେ ଦେଶୀ ମଦ ଅପମିଶ୍ରଣ ମୁଖ୍ୟ କାରଣ ହୋଇଥାଏ। ଏହି ମଦ ପ୍ରସ୍ତୁତ ଭାଟି ଓ ସେଥିରେ ସମ୍ପୃକ୍ତ ବ୍ୟକ୍ତିବିଶେଷଙ୍କ ବିଷୟରେ ପ୍ରାୟତଃ ସ୍ଥାନୀୟ…

କେବଳ ଜୀବାଶ୍ମ ଇନ୍ଧନ ନୁହେଁ

ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଏବେ ଅନୁମାନ କରିଛି ଯେ, ଓଡ଼ିଶାରେ ଆଗାମୀ ୨ ଦିନ ମଧ୍ୟରେ ତାପମାତ୍ରା ଆହୁରି ୨ରୁ ୩ ଡିଗ୍ରୀ ସେଲସିୟସ୍‌ ବୃଦ୍ଧି ପାଇବ। ଅର୍ଥାତ୍‌ ଆସନ୍ତା ୧୫ ତାରିଖରେ ରାଜ୍ୟର କେତେକ ସହରରେ ତାପମାତ୍ରା…

ସଂସାରର ବିଜ୍ଞାନ ତତ୍ତ୍ୱ

ମେ ଆମ ଚାରିପାଖରେ ଯେଉଁସବୁ ଘଟଣା ଦେଖୁଛେ ତାହା ସବୁ ବିଜ୍ଞାନର କିଛି ମୌଳିକ ନିୟମ ଅନୁସାରେ ଘଟିଥାଏ । ସୂର୍ଯ୍ୟଙ୍କ ଉଦୟ ଏବଂ ଅସ୍ତ ହେବା, ଋତୁ ପରିବର୍ତ୍ତନ ହେବା, ଗାଡ଼ିରେ ବ୍ରେକ୍‌ ମାରିବା ପରେ କିଛି ବାଟ ଯାଇ…

ଭୂତଳ ଜଳ ଚିନ୍ତା

କେନ୍ଦ୍ର ଜଳଶକ୍ତି ମନ୍ତ୍ରଣାଳୟ ଦ୍ୱାରା ପ୍ରସ୍ତୁତ ଗ୍ରାଉଣ୍ଡ ଓ୍ବାଟର କ୍ୱାଲିଟି ଇନ୍‌ ଶାଲୋ ଆକ୍ୱିଫାୟର୍ସ ଅଫ୍‌ ଇଣ୍ଡିଆ ସର୍ଭେ ରିପୋର୍ଟ ୨୦୨୩ରେ ପ୍ରକାଶ ପାଇଛି ଯେ, ଓଡ଼ିଶାର ପୁରୀ ସହରରେ କ୍ରମାଗତ ଭାବେ ଭୂତଳ ଜଳ ସ୍ତର ହ୍ରାସ ପାଇବାରେ ଲାଗିଛି।…

ଭାରତୀୟ ଜୀବନଚର୍ଯ୍ୟା

ଜିକାଲି ବିଭିନ୍ନ କାରଣ ହେତୁ ରୋଗୀ ଓ ଭୋଗୀଙ୍କ ସଂଖ୍ୟା ବଢ଼ି ଚାଲିିଛି। ଜୀବନଚର୍ଯ୍ୟାରେ ପରିବର୍ତ୍ତନ ହେତୁ ସାମାଜିକ ବିଶୃଙ୍ଖଳା ସୃଷ୍ଟି ହେବା ସହ ବ୍ୟକ୍ତିଗତ ସମସ୍ୟା ବହୁଗୁଣିତ ହେବାରେ ଲାଗିଛି। ଡାକ୍ତରଖାନାରେ ରୋଗୀଙ୍କ ସଂଖ୍ୟା ବହୁଗୁଣିତ ହୋଇଛି। ସମାଜର ଅଧିକାଂଶ…

ମନୋସାମାଜିକ ଯତ୍ନ ଓ ବିପର୍ଯ୍ୟୟ

ମେ ଜାଣୁ ଯେ ପ୍ରାକୃତିକ ବା ମନୁଷ୍ୟକୃତ ବିପର୍ଯ୍ୟୟ ଯେକୌଣସି ସମୟରେ ଆମ ସାମ୍ନାରେ ଆସି ଉଭା ହୋଇପାରେ। ଏହି ବିପର୍ଯ୍ୟୟ ଏକ ଘଟଣା ବା ଦୁର୍ଘଟଣା ଯାହା ପରିବେଶ, ବ୍ୟକ୍ତି, ପରିବାର, ଗୋଷ୍ଠୀ ଉପରେ ସିଧାସଳଖ ପ୍ରଭାବ ପକାଇଥାଏ। ଯେଉଁଠି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri