ଏକାଗ୍ରତା ଆଣେ ସଫଳତା: ସୁରେଶଙ୍କ ସହ ସ୍ବତନ୍ତ୍ର ସାକ୍ଷାତ୍କାର ହାଇଟେକ୍ ଗ୍ରୁପ୍ ଅଫ୍ ଇନ୍ଷ୍ଟିଚ୍ୟୁଶନର ମ୍ୟାନେଜିଂ ଟ୍ରଷ୍ଟି ତଥା ସିଇଓ ସୁରେଶ କୁମାର ପାଣିଗ୍ରାହୀ ଜଣେ ଉଦ୍ୟୋଗୀ ଏବଂ ଶିକ୍ଷାବିତ୍ ଭାବରେ ଅନୁଷ୍ଠାନ ଆରମ୍ଭରୁ ଏହାର ଭିତ୍ତିଭୂମିକୁ ସୁଦୃଢ଼ କରିବା ସହ ସମଗ୍ର ଓଡ଼ିଶାରେ ଏହାର ଉପସ୍ଥିତିକୁ ବିସ୍ତାର କରିପାରିଛନ୍ତି। ଦୃଢ଼…