Tag Archives: dharitri editoal

ଗରିବ ହୋଇ ରହିବୁ

ଚଳିତ ସପ୍ତାହରେ ଏକ ବିଦେଶୀ ଗଣମାଧ୍ୟମ ମୋର ସାକ୍ଷାତ୍‌କାର ନେଇଥିଲା। ଏହା ଶେଷ ହେବା ପରେ ସାକ୍ଷାତ୍‌କାର ନେଇଥିବା ଖବରଦାତା କହିଥିଲେ, ଭାରତର ସ୍ଥିତି ଏଭଳି ହୋଇଛି ବୋଲି ସେ ଜାଣି ନାହାନ୍ତି। ସେହି ସାକ୍ଷାତ୍‌କାରରେ ମୋତେ ପଚରାଯାଇଥିବା ପ୍ରଶ୍ନ ଓ…

ୟୁରୋପରେ ଗ୍ରୀଷ୍ମ ତାଣ୍ଡବ

ଶୀତପ୍ରଧାନ ମହାଦେଶ ୟୁରୋପରେ ଅତ୍ୟଧିକ ଉତ୍ତାପଜନିତ ବିପର୍ଯ୍ୟୟ ଯେ କେତେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି କରିପାରେ, ଏହା ଅବିଶ୍ୱସନୀୟ ହେଲେ ମଧ୍ୟ ୨୦୨୬ ମସିହା ଗ୍ରୀଷ୍ମଋତୁ ତାହାର ବାସ୍ତବତା ପ୍ରମାଣିତ କରିଛି। ଚଳିତ ବର୍ଷ ଜୁନ୍‌ରେ ପଶ୍ଚିମ ୟୁରୋପର ହାରାହାରି ତାପମାତ୍ରା…

ଆମ ତୃଷ୍ଣାର କ’ଣ ବିକଳ୍ପ ନାହିଁ

ସାମାଜିକ ଗଣମାଧ୍ୟମର ଭିଡିଓ କ୍ଲିପ୍‌ ଦେଖୁଦେଖୁ ମୋର ନଜର ପଡ଼ିଲା ମଦଜନିତ ବିଶେଷ ଖବର ଉପରେ। ଜିଲା ପ୍ରଶାସନିକ ମୁଖ୍ୟ ଅର୍ଥାତ୍‌ ଜିଲାପାଳମାନେ ବି କେଡ଼େ କୌତୁକିଆ ଚରିତ୍ରରେ ଅଭିନୟ କରିପାରନ୍ତି, ଦେଖିଲେ ବଡ଼ ଆନନ୍ଦ ଲାଗେ। ଗଣମାଧ୍ୟମ ସମ୍ମୁଖରେ ଏକ…

ଭାରତ କ’ଣ ପାଇଲା

ଜୁନ୍‌ ୧୭ରେ ଏକ ଖବର ପ୍ରକାଶ ପାଇଥିଲା, ଆମେରିକା ଇଣ୍ଡୋ-ପାସିଫିକ କମାଣ୍ଡର ନାମ ବଦଳାଇ ପୁଣିଥରେ ‘ପାସିଫିକ କମାଣ୍ଡ’ କରିଦେଇଛି। କଶ୍ମୀରର ଏକ ଭୁଲ୍‌ ମାନଚିତ୍ର ସହିତ ଏହି ଖବର ଆମେରିକାର ଡିପାର୍ଟମେଣ୍ଟ ଅଫ୍‌ ଓ୍ବାର ଦ୍ୱାରା ଘୋଷଣା କରାଯାଇଥିଲା। ସେହିଦିନ…

ନୀତିନିୟମ ବନାମ ମାନସିକତା

କାନାଡା, ନେଦରଲାଣ୍ଡ, ଇସ୍ରାଏଲ୍‌, ଜର୍ମାନୀ, ଅଷ୍ଟ୍ରେଲିଆ ଓ ଆମେରିକାର ଅତ୍ୟାଧୁନିକ କୃଷିପ୍ରଣାଳୀ ହେଉ ବା ଚାଇନାର ବିସ୍ତୃତ ବାଲୁକାଶଯ୍ୟାରେ ସବୁଜିମା ସୃଷ୍ଟିର ଅନନ୍ୟ ଉଦ୍ୟମ, ଅଲିମ୍ପିକ୍ସ ହେଉ ବା ବିଷୟଭିତ୍ତିକ ଗବେଷଣା ସେସବୁ ଏତେ ଉନ୍ନତ ଯେ ଆମଦେଶ ସେମାନଙ୍କଠାରୁ ପଛରେ।…

ଟ୍ରମ୍ପ୍‌ଙ୍କ ଦୁର୍ବଳ ସ୍ଥିତି

ବିଗତ ଦୁଇ ମାସ ମଧ୍ୟରେ ବିତ୍ତୀୟ ନିବେଶକମାନେ ଏକ ନୂଆ ବାଣିଜି୍ୟକ ରଣନୀତି ଆବିଷ୍କାର କରିଛନ୍ତି। ଏହା ଏକ ସରଳ ନିୟମ ଟାକୋ (ଟିଏସିଓ) ବା ଟ୍ରମ୍ପ୍‌ ଅଲ୍‌ଓ୍ବେଜ ଚିକେନ୍ସ ଆଉଟ୍‌କୁ ଆଧାର କରି କରାଯାଇଛି। ଆମେରିକାର ରାଷ୍ଟ୍ରପତି ମିତ୍ର ଓ…

ଏଇ ଭାରତରେ

ଚିପ୍ସ ଖାଇବାକୁ ପ୍ରାୟ ସବୁ ପିଲା ଭଲପାନ୍ତି। ପିଲାଙ୍କର ଏହି ଦୁର୍ବଳତାକୁ ନେଇ ଅନେକ ସମୟରେ ବିକ୍ରେତାମାନେ ଫାଇଦା ନେବାକୁ ଚେଷ୍ଟା କରନ୍ତି। ବେଳେ ବେଳେ ସେମାନଙ୍କର ଏହି ମନୋଭାବ ପିଲାଙ୍କ ଜୀବନ ମଧ୍ୟ ନେଇଯାଏ। ବିଶ୍ୱାସ ହେଉ ନ ଥିଲେ…

ମଣିପୁର ଅଶାନ୍ତ

ମଣିପୁର। ଭାରତର ଉତ୍ତର-ପୂର୍ବାଞ୍ଚଳର ଏକ ରାଜ୍ୟ। ‘ସପ୍ତ ଭଗ୍ନୀର ଦେଶ’। ‘ଭାରତର ସୁଇଜରଲାଣ୍ଡ’। ବଣ ପାହାଡ଼ଘେରା ଉପତ୍ୟକା। ପ୍ରାକୃତିକ ସୌନ୍ଦର୍ଯ୍ୟର ଗନ୍ତାଘର। ମଣିପୁରୀ ନୃତ୍ୟ ବିଶ୍ୱ ବିଖ୍ୟାତ। ଆୟତନ ଓଡ଼ିଶାର ଛଅ ଭାଗରୁ ଭାଗେ। ଲୋକସଂଖ୍ୟା କଟକ ଜିଲାଠାରୁ କମ୍‌। ଅଧିବାସୀମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?