Tag Archives: Dharitri Editorial

କେଉଁଠି ରହିଲା ଭାରତ

ଦ୍ୱିତୀୟ ବିଶ୍ୱଯୁଦ୍ଧ ପରେ ପୃଥିବୀରେ ଶାନ୍ତି ସ୍ଥାପନ ନିମନ୍ତେ ଜାତିସଂଘ ଗଠନ କରାଯାଇଥିଲା। ହେଲେ ବିଭିନ୍ନ ଦେଶ ଭିତରେ ବାରମ୍ବାର ଯୁଦ୍ଧ, ସଂଘର୍ଷ ଦେଖାଦେଉଥିଲେ ମଧ୍ୟ ଜାତିସଂଘ ଏବେ କେବଳ ଏକ ଦନ୍ତହୀନ ସଙ୍ଗଠନ ଭାବେ ରହିଛି। ରୁଷିଆ-ୟୁକ୍ରେନ୍‌ ଏବଂ ଇସ୍ରାଏଲ-ହମାସ…

ଏଇ ଭାରତରେ

ତାମିଲନାଡୁ ତ୍ରିଚିର ପରିବେଶବିତ୍‌ ସୁସ୍କିତା କ୍ରିଷ୍ଣନ୍‌ ପାଣିରେ ଶୀଘ୍ର ବଢ଼ୁଥିବା ଆୟସିନ୍ଥ ଦଳ (ସ୍ଥାନୀୟ ଅଞ୍ଚଳରେ କୁହାଯାଏ ନାଗଦଳ)କୁ ସଂଗ୍ରହ କରି ସେଥିରୁ ସେ କାଗଜ ତିଆରି କରିପାରୁଛନ୍ତି। ଦଳକୁ ସଂଗ୍ରହ କରାଯାଇ ସେଥିରୁ ବହଳିଆ ରସ ପ୍ରସ୍ତୁତ ହେବାପରେ କଗଜ…

ସାମ୍ପ୍ରଦାୟିକତା ଉପରେ ନେତାଜୀଙ୍କ ଦୃଷ୍ଟିକୋଣ

ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୀବନୀ ଭାରତୀୟ ସ୍ବାଧୀନତା ସଂଗ୍ରାମର ସବୁଠାରୁ ପ୍ରେରଣାଦାୟକ କାହାଣୀ ମଧ୍ୟରୁ ଗୋଟିଏ। ସମୟ ଏବଂ ଅଭିଜ୍ଞତା ସହିତ ତାଙ୍କର ବ୍ୟକ୍ତିତ୍ୱ ଧୀରେ ଧୀରେ ପରିପକ୍ୱ ହେଲା ଏବଂ ସେ ଜାତୀୟତାକୁ ଆକାର ଦେବାରେ ଜଣେ ନେତା…

ବାଂଲାଦେଶରେ ହିଂସା

ବାଂଲାଦେଶ ଭାରତର କେବଳ ଏକ ପଡ଼ୋଶୀ ଦେଶ ନୁହେଁ , ଏହା ପରସ୍ପରର ଭାଷା, ଇତିହାସ, ସଂସ୍କୃତି ଓ ସେ ଦେଶର ମୁକ୍ତି ସଂଗ୍ରାମରେ ଗଠିତ ଏକ ନିବିଡ଼ ସମ୍ପର୍କ। ଯଦିଓ ୧୯୭୧ ମସିହାରେ ସ୍ବାଧୀନ ବାଂଲାଦେଶ ଧର୍ମ ନିରପେକ୍ଷତା ଓ…

କ୍ଷୁଧା ଚିନ୍ତା

ବିଶ୍ୱରେ ଏବେ ୮ ବିଲିୟନ (୮୦୦ କୋଟି) ଲୋକଙ୍କୁ ଖାଦ୍ୟ ଦେବା ପାଇଁ ସଂଘର୍ଷ କରିବାକୁ ପଡ଼ୁଥିବାବେଳେ ୨୦୫୦ ସୁଦ୍ଧା ୧୦ ବିଲିିୟନ (୧,୦୦୦ କୋଟି) ଲୋକଙ୍କୁ ଆମେ କିଭଳି ଖାଦ୍ୟ ଯୋଗାଇ ପାରିବା? ବଢ଼ୁଥିବା ଜନସଂଖ୍ୟାର ପୌଷ୍ଟିକ ଆବଶ୍ୟକତା ପୂରଣ…

ଏଇ ଭାରତରେ

ମହାରାଷ୍ଟ୍ର ବିଦର୍ଭ ଅଞ୍ଚଳ ଅତ୍ୟନ୍ତ ମରୁଡ଼ିପ୍ରବଣ। ଏହି ଅଞ୍ଚଳରେ କୃଷି କ୍ଷତିଗ୍ରସ୍ତ ହେଉଥିବାରୁ କୃଷକ ଆତ୍ମହତ୍ୟା ହାର ଅଧିକ। ତେବେ ନିଜ ଗାଁ ଓ ତା’ ଆଖପାଖର ୬ଟି ଗାଁରେ ଜଳାଭାବ ଦୂର କରି କୃଷିକୁ ସହଜ କରିପାରିଛନ୍ତି ଅମୋଲ ଲାଙ୍ଗୋଟେ।…

ଶାଶୁଘର

ଶାଶୁଘର କାହିଁ ? ଏ ପ୍ରଶ୍ନଟି ହୁଏତ ଚମକ ସୃଷ୍ଟି କରିପାରେ, କିନ୍ତୁ ଏହା ଅନେକାଂଶରେ ସତ। ଦିନେ ମହିଳାଙ୍କ ପାଇଁ ଆଜୀବନ କର୍ମଭୂମି ବୋଲାଉଥିବା ଏହି ଶବ୍ଦଟି ତା’ର ଚିରାଚରିତ ଗୌରବ ହରେଇ ଏବେ ଏକ ପ୍ରଶ୍ନବାଚୀ ସ୍ତରକୁ ଚାଲି…

ସାମ୍ପ୍ରତିକ ରାଜନୀତି ଓ ଯୁବପିଢ଼ି

ସାମ୍ପ୍ରତିକ ରାଜନୀତିରେ ଦୁଇ ପ୍ରକାର ଯୁବଗୋଷ୍ଠୀଙ୍କୁ ଦେଖିବାକୁ ମିଳେ। ଗୋଟିଏ ହେଲେ ସୌଖୀନ ନେତା ଓ ଅନ୍ୟଟି ହେଲେ ଅପରାଧ ଘଟାଇବା ପାଇଁ ପ୍ରାୟୋଜିତ ନେତା। ପ୍ରଥମ ଗୋଷ୍ଠୀ ରାଜନୈତିକ ପରିବାରରୁ ଆସିଥିବା ବେଳେ ଦ୍ୱିତୀୟ ଗୋଷ୍ଠୀ କିଛି ଛାତ୍ରନେତା ଏବଂ…

ଅଖାଡୁଆ ବ୍ୟକ୍ତି

ବିଶ୍ୱର ସର୍ବବୃହତ୍‌ ଦ୍ୱୀପ ଗ୍ରୀନ୍‌ଲାଣ୍ଡ ଡେନ୍‌ମାର୍କ ଭିତରେ ଏକ ସ୍ବୟଂଶାସିତ ଅଞ୍ଚଳ ଭାବେ ରହିଛି। ଏହା ମାତୃଦେଶ ଡେନ୍‌ମାର୍କଠାରୁ ପ୍ରାୟ ୩ ହଜାର କିଲୋମିଟର ଦୂରରେ ଅବସ୍ଥିତ। ଗ୍ରୀନ୍‌ଲାଣ୍ଡର ଇତିହାସ ଦେଖିଲେ ଜଣାପଡ଼େ ଯେ, ୧୯୫୩ ମସିହାରେ ତାହା ଡେନ୍‌ମାର୍କର ଏକ…

ଏଇ ଭାରତରେ

ନାଗା ଯୋଦ୍ଧା ଛାକେସାଙ୍କ ଜନଜାତି ଲୋକେ ଶିକାର ଛାଡ଼ିଦେଇ ପରିବେଶ ଓ ପ୍ରାଣୀଙ୍କ ସୁରକ୍ଷା ପାଇଁ ଏବେ କାମ କରୁଛନ୍ତି। ସେମାନେ ଇଣ୍ଡୋ-ବର୍ମା ବାୟୋଡାଇଭର୍ସିଟି ହଟ୍‌ସ୍ପଟରେ ଥିବା ଜେସାମି ଗାଁରେ ରହୁଛନ୍ତି। ଏହି ଜନଜାତିର ଲୋକ ଶିକାର କୌଶଳ ପାଇଁ ଜଣାଶୁଣା।…

ଗଣତନ୍ତ୍ରରେ ନୈତିକ ମୂଲ୍ୟବୋଧ

ଗଣତନ୍ତ୍ର ଗଣଙ୍କର ଶାସନ। ଗଣତନ୍ତ୍ରରେ ସତ୍ତାଧାରୀଙ୍କର କାର୍ଯ୍ୟାବଳୀର ମୂଲ୍ୟାୟନ ଜନତାଙ୍କ ମାଧ୍ୟମରେ ପ୍ରତି ପାଞ୍ଚବର୍ଷରେ ଥରେ ହୁଏ। ତେଣୁ ଚଷା ହୁଡ଼ିଲେ ବରଷେ ପରି ଭୋଟର ହୁଡ଼ିଲେ ପାଞ୍ଚ ବରଷ ପର୍ଯ୍ୟନ୍ତ ଅପେକ୍ଷା କରିବାକୁ ପଡ଼େ। ସତ୍ତା ଦେଶାନୁକୂଳ ଥିଲେ ଗଣ…

ଆମେରିକାର ସାମ୍ରାଜ୍ୟବାଦ

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କଠାରେ ଏବେ ବ୍ୟବସାୟିକ, ଭୂରାଜନୈତିକ ତଥା ବୈଶ୍ୱିକ ଅର୍ଥ ବ୍ୟବସ୍ଥାରେ ପ୍ରଭୁତ୍ୱ ବିସ୍ତାର କରିବାର ପାଗଳାମି ପ୍ରକାଶ ପାଇଛି ଏବଂ ଏହା ପଛରେ ଏକ ରଣନୀତି ରହିଛି। ତାଙ୍କ ପ୍ରଶାସନ ଭେନେଜୁଆଲା ରାଷ୍ଟ୍ରପତି ନିକୋଲାସ୍‌ ମାଦୁରୋଙ୍କୁ ଅପହରଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri