ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍ବିଆଇ) ଅଟୋମେଟେଡ୍ ଟେଲର ମେଶିନ (ଏଟିଏମ୍)ରୁ ଅର୍ଥ ଉଠାଣ ଉପରେ ଆସନ୍ତା ମେ’ ପହିଲାରୁ ଫି’ ବୃଦ୍ଧି ହେବା ନେଇ ଘୋଷଣା କରିଛି।…
କୌଣସି ବ୍ୟକ୍ତି, ବସ୍ତୁ, ବିଷୟ ଓ ବ୍ୟବସ୍ଥା ପ୍ରତି ଆମର ଆସ୍ଥା ଓ ଭରସାକୁ ବିଶ୍ୱାସ କୁହାଯାଏ। ଏସବୁର ସତ୍ୟତାକୁ ସନ୍ଦେହ କରିବା ହେଉଛି ଅବିଶ୍ୱାସ। ଅନ୍ଧବିଶ୍ୱାସ…
ନେପାଳରେ ମାର୍ଚ୍ଚ ୨୮ରେ ଦେଖାଇଥିବା ରାଜତନ୍ତ୍ର ସପକ୍ଷବାଦୀ ବିକ୍ଷୋଭରେ ଏବେ ସୁଦ୍ଧା ୩ ଜଣଙ୍କର ମୃତ୍ୟୁ ଘଟିବା ସହ ୧୧୦ ଜଣ ଗିରଫ ହୋଇଛନ୍ତି। ନେପାଳରେ ରାଜତନ୍ତ୍ରଠାରୁ…
ବାହାଘରର କିଛି ମାସ ପରେ ଆମେ ଶୁଣୁଛୁ ସ୍ବାମୀ-ସ୍ତ୍ରୀ ଭିତରେ ଝଗଡା ହେଉଛି ଓ ସେମାନେ ଡିଭୋର୍ସ ଫାଇଲ କରିଛନ୍ତି। ଏଭଳି ପରିସ୍ଥିତି ଉଭୟ ଲଭ ମ୍ୟାରେଜ…
ବିଶ୍ୱର ସର୍ବଶ୍ରେଷ୍ଠ ଧନୀମାନଙ୍କର ତାଲିକା ସମୟ ସମୟରେ ଗଣମାଧ୍ୟମରେ ପ୍ରକାଶିତ ହେବା ଆମ ଆଖିରେ ପଡେ। ସେହିପରି ସବୁଠାରୁ ଧନୀ ଦେଶ ହିସାବରେ କୌଣସି ଭୂଖଣ୍ଡ ଆମ…
ତ୍ରୀଛାତ୍ରମାନଙ୍କ ବିଶ୍ୱବିଦ୍ୟାଳୟରୁ ଶିକ୍ଷା ସମାପ୍ତି ପରେ ସ୍ବଗୃହ ପ୍ରତ୍ୟାବର୍ତ୍ତନକୁ ସମାବର୍ତ୍ତନ କୁହାଯାଏ। ଏହି ଉପଲକ୍ଷେ ଯେଉଁ ଉତ୍ସବ ଆୟୋଜିତ ହୁଏ ତାହା ସମାବର୍ତ୍ତନ ଉତ୍ସବ । ଏହା…
ଚଳିତ ବର୍ଷ ଓଡ଼ିଶାରେ ଘଟିଥିବା ଦୁଇଟି ଡିଜିଟାଲ ଠକେଇ ଅତ୍ୟନ୍ତ ଚିନ୍ତାଜନକ। ୨୦୨୫ ଫେବୃଆରୀରେ ସେକ୍ସଟର୍ସନର ଶିକାର ହୋଇ କଟକର ୩୫ ବର୍ଷୀୟା ଜଣେ ମହିଳା ଡାକ୍ତର…
ରୁକୁଳରେ ଶିକ୍ଷା ସମାପ୍ତ ପରେ ଶିକ୍ଷ୍ୟର ଜ୍ଞାନ ପରୀକ୍ଷା ନିମନ୍ତେ ଗୁରୁ ତାଙ୍କ ଶିଷ୍ୟକୁ ପ୍ରଶ୍ନ ପଚାରିଲେ; ୧ରେ ୧ ଯୁକ୍ତ କଲେ ଉତ୍ତର କ’ଣ ହେବ?…
ଉ ଯେତେ ଭାଷା ଶିଖୁଛ ଶିଖ, ନିଜ ମାତୃଭାଷା ମହତ ରଖ! ଏହି ଉକ୍ତିଟିକୁ ଅନୁଶୀଳନକଲେ ମାତୃଭାଷାର ଗୁରୁତ୍ୱ ବିଷୟରେ ଚିନ୍ତାକରିବାକୁ ପ୍ରତ୍ୟେକ ସଚେତନ ବ୍ୟକ୍ତି କିଛି…
ମାର୍ଚ୍ଚ ୧୦ ତାରିଖରେ ଲୋକ ସଭାରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତାମିଲନାଡୁର ଡିଏମ୍କେ ସରକାରଙ୍କୁ ସମାଲୋଚନା କରି କହିଛନ୍ତି ଯେ, ଜାତୀୟ ଶିକ୍ଷାନୀତି (ଏନ୍ଇପି) ଓ…
ତ୍ର ଜୀବନରେ ରାଜନୀତି କରିଥିବା ବ୍ୟକ୍ତିଙ୍କ ମଧ୍ୟରୁ କମ୍ ବାସ୍ତବ ରାଜନୀତିର ଶୀର୍ଷରେ ପହଞ୍ଚତ୍ଥାଆନ୍ତି। ପୁଣି ଯିଏ କ୍ଷମତା ରାଜନୀତିରେ ତିଷ୍ଠି ଯାଆନ୍ତି ଓ ନିଜର ଏକ…
ଗତ ବର୍ଷ ଡିସେମ୍ବର ମଧ୍ୟଭାଗରେ ଗଣମାଧ୍ୟମରେ ଚର୍ଚ୍ଚିତ ଦୁଇଟି ଲୋମହର୍ଷଣକାରୀ ଘଟଣା ଏମିତି ଥିଲା ଯେ, ଯାହା ବାଧ୍ୟ କରିଥିଲା ସାଂସାରିକ ଜୀବନକୁ ନେଇ କିଛି ଲେଖିବାକୁ।…