Dharitri Editorial

ଅଦୃଶ୍ୟ ବନ୍ଧନ

ହି ଚାହାନ୍ତି ନାହିଁ ବନ୍ଧନ। ସମସ୍ତେ ଚାହାନ୍ତି ମୁକ୍ତ ଜୀବନ ବଞ୍ଚତ୍ବା ପାଇଁ। କିନ୍ତୁ ଦେଖିବାକୁ ଗଲେ ଜଡ଼ ହେଉ କି ଜୀବ, ଆରମ୍ଭରୁ ଶେଷ ପର୍ଯ୍ୟନ୍ତ,…

2 months ago

ଲଣ୍ଡା ଚାକୁଣ୍ଡାର ଲୁହ

ହଁ ଆଜ୍ଞା, ମୁଁ ହେଉଛି ଗୋଟେ ଲଣ୍ଡା ବୁଢ଼ା ଚାକୁଣ୍ଡା ଗଛ। ମୋର ବୟସ ପ୍ରାୟ ଶହେ ବର୍ଷରୁ ଊର୍ଦ୍ଧ୍ୱ ହେବ। ମୁଁ କେନ୍ଦ୍ରାପଡ଼ା ଜିଲାର ଆଳି…

2 months ago

ଗମ୍ଭୀର ଭାଗୀଦାରି

ଡୋନାଲ୍ଡ ଟ୍ରମ୍ପ୍‌ ପ୍ରଥମ ଥର ଆମେରିକାର ରାଷ୍ଟ୍ରପତି ହେବା ପରେ ସେ ପାକିସ୍ତାନ ଉପରେ କ୍ରୋଧିତ ଥିଲେ ବୋଲି ୨୦୧୮ରେ ତାଙ୍କର ପ୍ରଥମ ସୋସିଆଲ ମିଡିଆ ପୋଷ୍ଟରୁ…

2 months ago

ଅର୍ଥ-ପରମାର୍ଥ

ଆଜିର ଭୋଗବାଦୀ ଦୁନିଆକୁ ଲକ୍ଷ୍ୟକଲେ ଜଣାଯାଏ, ଅର୍ଥର କୁହୁକ ଓ ମାୟାଜାଲରେ ପ୍ରାୟ ସମସ୍ତେ ବନ୍ଧା। ପେଟ ଭରିବି, ଘର ତୋଳିବି, ପରିବାର ପାଳିବି-ଏମିତି ଅନେକ କିଛି…

2 months ago

ବ୍ରାଜିଲରୁ ଜଳବାୟୁ ବାର୍ତ୍ତା

ଚଳିତ ବର୍ଷ ବ୍ରାଜିଲର ବେଲେମରେ ଅନୁଷ୍ଠିତ ଜାତିସଂଘ ଜଳବାୟୁ ପରିବର୍ତ୍ତନ ସମ୍ମିଳନୀ (କପ୍‌୩୦)ର ନିଷ୍କର୍ଷକୁ ବିଶ୍ୱରେ ସମସ୍ତେ ଉତ୍ସୁକତାର ସହ ଚାହଁିରହିଛନ୍ତି। ଜଳବାୟୁ ପରିବର୍ତ୍ତନର ପ୍ରଭାବ ଆମ…

2 months ago

ଆମେରିକାରେ ନୂତନ ତରଙ୍ଗ

ଯୁକ୍ତରାଷ୍ଟ୍ର ଆମେରିକାର କେବଳ ନୁହେଁ ସମଗ୍ର ବିଶ୍ୱର ପୁଞ୍ଜିର ରାଜଧାନୀ ହେଉଛି ନ୍ୟୁୟର୍କ। ସେଇଠି ରହିଛି ରାଷ୍ଟ୍ରସଂଘର ମୁଖ୍ୟ କାର୍ଯ୍ୟାଳୟ। ୱାର୍ଲଡଷ୍ଟ୍ରିଟର କେନ୍ଦ୍ର। ନ୍ୟୁୟର୍କ ଭିତରେ ବହି…

2 months ago

ପାତ୍ର ଥିଲେ ସିନା

ବିହାର ବିଧାନସଭା ନିର୍ବାଚନ ଫଳ ଭାରତୀୟ ରାଜନୈତିକ ଇତିହାସ ପାଇଁ ଏକ ନୂଆ ପାଣ୍ଡୁଲିପି ଲେଖିଛି। ଦୁଇ ଦଶନ୍ଧି ଧରି ମୁଖ୍ୟମନ୍ତ୍ରୀ ରହିଥିବା ନୀତିଶ କୁମାର ଓ…

2 months ago

ଏଇ ଭାରତରେ

ବର୍ଜ୍ୟ ପରିଚାଳନା କ୍ଷେତ୍ରରେ ଦେଶରେ ଉଦାହରଣ ସୃଷ୍ଟି କରିଛି ଦକ୍ଷିଣ ଦିଲ୍ଲୀର ନବଜୀବନ ବିହାର। ଏଠାରେ ରହନ୍ତି ୨୫୦ ପରିବାର। ପରିବାରଗୁଡ଼ିକରେ ପ୍ରତିଦିନ ରୋଷେଇଘରୁ ବାହାରୁ ଥିବା…

3 months ago

କାର୍ବନ ନିର୍ଗମନ ହ୍ରାସରେ କେତେ ସଫଳ

ର୍ତ୍ତମାନ ପୃଥିବୀ ଜଳବାୟୁ ପରିବର୍ତ୍ତନ ଭଳି ଏକ ସଙ୍କଟମୟ ସ୍ଥିତି ଦେଇ ଗତି କରୁଛି। ଏହାର ପ୍ରଭାବକୁ ନେଇ ସମଗ୍ର ବିଶ୍ୱ ଚିନ୍ତିତ। କାରଣ ଜାଗତିକ ଉଷ୍ଣତା…

3 months ago

ବ୍ରହ୍ମାର୍ପଣ

ସତ୍ୟନାରାୟଣ ବାବୁଙ୍କ ପୁଅ ରବି ନାରାୟଣ ଦିନେ ବାପାଙ୍କୁ ପଚାରିଲା, ”ବାପା! ଦୈନନ୍ଦିନ ଜୀବନରେ ଆମ ଶରୀରକୁ କିଏ ଶକ୍ତି ଯୋଗାଉଛି?“ ବାପା କହିଲେ, ଖାଦ୍ୟ ଆମ…

3 months ago

ଅନ୍ତର୍ଜାତୀୟ ସହାୟତା ଅଭାବ

ଚଳିତ ବର୍ଷ ଜାନୁଆରୀରୁ ଅନ୍ତର୍ଜାତୀୟ ସହାୟତା କ୍ଷେତ୍ରରେ ଆମେରିକା ଭୂମିକାରେ ସମ୍ପୂର୍ଣ୍ଣ ପରିବର୍ତ୍ତନ ଲକ୍ଷ୍ୟ କରାଯାଇଛି। ପଦକ୍ଷେପ କ୍ରମେ ଅନେକ ସଂସ୍ଥାକୁ ବନ୍ଦ କରିଛି, ନୀତିଗୁଡ଼ିକୁ ବଦଳାଇଦେବା…

3 months ago

ଶ୍ରେଣୀ ବିପଦ

ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କ ପୁଅ ପାର୍ଥ ଓ ତାଙ୍କ ବ୍ୟବସାୟିକ ସହଯୋଗୀ ପୁନେର ମୁନ୍ଧଓ୍ବା-କେରୋଗାଁଓ ପାର୍କ ଅଞ୍ଚଳରେ ୪୦ ଏକର ସରକାରୀ ଜମିକୁ ୩୦୦ କୋଟି…

3 months ago