Tag Archives: Dharitri Editorial

ସଙ୍କଟରୁ ପରିବର୍ତ୍ତନର ଆଶା

ଆମେ ଏବେ ଏକ ନିରର୍ଥକ ଯନ୍ତ୍ରଣା ଏବଂ ଆସନ୍ନ ବିନାଶର ପୃଥିବୀରେ ବାସ କରୁଛୁ। ଏଠାରେ ନୈତିକ ବିକାଶ ଧାରଣା ମୂଲ୍ୟହୀନ ହୋଇଯାଇଥିବା ମନେହେଉଛି। ସମସାମୟିକ ସମାଜ ଏବେ ଦୁଇଟି ସଙ୍କଟରେ ପଡ଼ିଯାଇଛି। ଗୋଟିଏ ହେଉଛି ଗଣତନ୍ତ୍ର ବିରୋଧୀ ଶକ୍ତିର ଉତ୍‌ଥାନ…

ଏଇ ଭାରତରେ

ଜଳ ସଙ୍କଟ ଦୂର କରିବା ପାଇଁ ମଧ୍ୟପ୍ରଦେଶ ଉଜ୍ଜୟିନୀ ମ୍ୟୁନିସିପାଲ କର୍ପୋରେଶନ କମିଶନର ଅନଶୁଲ ଗୁପ୍ତାଙ୍କ ପ୍ରୟାସ ପ୍ରଶଂସନୀୟ। ସେ ୧୨୫ ସ୍ବେଚ୍ଛାସେବୀଙ୍କ ସହାୟତାରେ ଉଜ୍ଜୟିନୀର ୟାମ୍‌ ତଲୟା ପୁଷ୍କରିଣୀର ପୁନରୁଦ୍ଧାର କରିପାରିଛନ୍ତି। ଏହି ପୁଷ୍କରିଣୀରେ ଏବେ ଜଳଧାରଣ କ୍ଷମତା ବୃଦ୍ଧି…

ନୀରବତା ଏକ ମୃଗତୃଷ୍ଣା

ଜଡ! ତୁମେ ନିଷ୍କ୍ରିୟ ହୋଇ ପଡ଼ିରହିଛ। ତୁମକୁ ମଣିଷ ହୋଇ ବଞ୍ଚି ରହିବାର କୌଣସି ଅଧିକାର ନାହିଁ। ଅତିଶୟ ଅନ୍ୟାୟର ବଳୟରେ ସୁପ୍ତପ୍ରାୟ ତୁମ ଜୀବନ ଧିକ୍‌ ପ୍ରାୟ। ଯେଉଁଠି ପ୍ରତ୍ୟେକ ହୃଦୟର ସ୍ପନ୍ଦନରେ ପ୍ରାଣ ସଂଚାରର ଅନୁଭୂତି ହେଉଛି, ସେଠି…

ସର୍ଜନଶୀଳ ଓଡ଼ିଶା

ଥିବୀର ଯେକୌଣସି ଗୌରବମୟ ସଂସ୍କୃତି ମଧ୍ୟରେ ଓଡ଼ିଆ ସଂସ୍କୃତି କେବଳ ଅନ୍ୟତମ ନୁହେଁ, ଅନନ୍ୟ। ଓଡ଼ିଆଙ୍କ ଜୀବନ ଦର୍ଶନ, ଚିନ୍ତା ଚେତନା,ଭାବଭାବନା ତଥା ଏ ଜାତିର କାରୁକାର୍ଯ୍ୟ, ପ୍ରଥା ପରମ୍ପରା ଓ ପର୍ବପର୍ବାଣି ଆଦି ସବୁଥିରେ ରହିଛି ସର୍ଜନଶୀଳ ଦୃଷ୍ଟିଭଙ୍ଗୀ। ସ୍ଥାପତ୍ୟ…

ଅନେକ ମେରୁ

ଯେତେବେଳେ ସାଧାରଣ ନାଗରିକ କୌଣସି ଯୁଦ୍ଧରେ ଏକତ୍ରିତ ହୋଇ ଲାଗିପଡ଼ନ୍ତି, ସେହି ଯୁଦ୍ଧ ସମ୍ପୂର୍ଣ୍ଣ ଭିନ୍ନ ରୂପ ନେଇଥାଏ। ତାହା ନାଗରିକଙ୍କ ଯୁଦ୍ଧ ପାଲଟିଯାଇଥାଏ; ଯେତେବେଳେ ନେତୃତ୍ୱ ଉଭାନ ହୋଇଯାଇଥାଏ। ଇରାନ୍‌ ସେହି କଥାକୁ ଏବେ ପ୍ରମାଣିତ କରିଦେଇଛି। ଇସ୍ରାଏଲ ଓ…

ଏଇ ଭାରତରେ

ଅସହାୟ ପିଲାଙ୍କ ଆଶାବାଡ଼ି ପୋର୍ତ୍ତିଆ ପୁଟାଟୁଣ୍ଡା। ସେ ତାଙ୍କ ପିତାଙ୍କ ସ୍ମୃତିରେ ଏକ ଆବାସିକ ସ୍କୁଲ ଖୋଲି ମାଗଣାରେ ପିଲାମାନଙ୍କୁ ପଢାଉଛନ୍ତି। ସେମାନଙ୍କୁ ଖାଦ୍ୟ, ଚିକିତ୍ସା, ପୋଷାକ ମାଗଣାରେ ଯୋଗାଉଛନ୍ତି। ପୋର୍ତ୍ତିକା ଭାରତର ସବୁଠୁ ଉଚ୍ଚ ଗାଁ ହିମାଚଳ ପ୍ରଦେଶର କୋମିକରେ…

ଅଦୃଶ୍ୟ ଈଶ୍ୱରଙ୍କ ଦୃଶ୍ୟ ପ୍ରତିମା

ଭୁ ଯିଶୁଖ୍ରୀଷ୍ଟ ଦୁଇ ହଜାରରୁ ଅଧିକ ବର୍ଷ ତଳେ, ରୋମୀୟ ସାମ୍ରାଜ୍ୟ ସମୟରେ, ନିଜର ପରିଚୟ ଓ ବ୍ୟକ୍ତିତ୍ୱକୁ ଖୋଲାଖୋଲି ଭାବେ ପ୍ରକାଶ କରିଥିଲେ। ତାଙ୍କ ବିରୋଧରେ ରାଜଦ୍ରୋହର ମିଥ୍ୟା ଅଭିଯୋଗ ଆଣି କ୍ରୂଶବିଦ୍ଧ କରାଗଲା। କିନ୍ତୁ ବିଚାରପତିମାନେ ତାଙ୍କଠାରେ କୌଣସି…

ଜନଜାତୀୟ ଖେଳ ପ୍ରତିଭା: ଆମ ଜାତୀୟ ଗୌରବ

ମୁଁ ଦେଖିଛି ଯେ ଆମ ଦେଶର ଗ୍ରାମାଞ୍ଚଳ ଓ ବନାଞ୍ଚଳରେ ପିଲାମାନେ ସେମାନଙ୍କ ଦୈନନ୍ଦିନ ଜୀବନର ଅଧିକାଂଶ ସମୟ ପ୍ରକୃତି କୋଳରେ ଅତିବାହିତ କରିଥା’ନ୍ତି। ସେମାନେ ପ୍ରାକୃତିକ ପରିବେଶରୁ ହିଁ ଖେଳକୁଦର ସହଜ ଉପାୟମାନ ଖୋଜି ନିଅନ୍ତି । ଭୂଇଁରେ ଗାର…

ଆଣବିକ ପ୍ରତିରୋଧ ଓ ମହାଶକ୍ତି

ଆଣବିକ ଅସ୍ତ୍ରଶସ୍ତ୍ର ଯୋଗୁ ମହାଶକ୍ତିଙ୍କ ମଧ୍ୟରେ ଯୁଦ୍ଧର ବିଜୟ ଅସମ୍ଭବ ହୋଇଯାଇଛି। ଅର୍ଥାତ୍‌ ମହାଶକ୍ତିଙ୍କ ନିକଟରେ ଏତେ ଅଣୁ ଅସ୍ତ୍ରଶସ୍ତ୍ର ରହିଛି ଯେ, ଯଦି ସେମାନଙ୍କ ମଧ୍ୟରେ ଯୁଦ୍ଧ ହୁଏ; ତେବେ ବିଜୟ ପରିବର୍ତ୍ତେ ବିନାଶ ସୁନିଶ୍ଚିତ। ତଥାପି ୧୯୪୫ ପରେ…

ଏଇ ଭାରତରେ

ଦନ୍ତ ଚିକିତ୍ସକ ଡ. ଶାନ୍ତି ତୁମ୍ମାଲା ଚାକିରି ଛାଡ଼ି ବେଙ୍ଗାଲୁରୁରେ ବର୍ଜ୍ୟ ସମସ୍ୟାର ସମାଧାନ ପାଇଁ ପଦକ୍ଷେପ ନେଇଛନ୍ତି। ଥରେ ଜଣେ ମହିଳା ଏକ ଅଳିଆଗଦା ନିକଟରେ ଠିଆହୋଇ କିଛି ଜିନିଷ ଖୋଜୁଥିବା ଦୃଶ୍ୟ ସେ ଦେଖିବାକୁ ପାଇଥିଲେ। ସେହି ମହିଳା…

ତଳ ଅଫିସର

ଆଜିର ଦିନରେ ସବୁଠି ଗହଳଚହଳ ଅଧିକ। ହାଟରେ ଯେମିତି ଘୋ ଘୋ, ନାହିଁ ନ ଥିବା ଭିଡ଼, ଠିକ୍‌ ସେମିତି ଭିଡ଼ ଦେଖାଯାଏ ସବୁଠି। ଟ୍ରେନ୍‌ରେ ଯାତ୍ରୀଙ୍କ ଭିଡ଼, ପ୍ଲେନରେ ସେଇ ଯାତ୍ରୀଙ୍କ ଭିଡ଼, ଷ୍ଟେଶନରେ ବି ଯାତ୍ରୀଙ୍କ ଭିଡ଼, ମନ୍ଦିରରେ…

ବିଶ୍ୱ ପାଇଁ ଚେତାବନୀ

ମଣିଷ ବିଜ୍ଞାନ-ସଭ୍ୟତାର ଶୀର୍ଷରେ ପହଞ୍ଚତ୍ଥିଲେ ମଧ୍ୟ ଯୁଦ୍ଧ ଓ ହିଂସାକୁ ଛାଡ଼ିପାରିନାହିଁ। ଏବେ ସମଗ୍ର ବିଶ୍ୱରେ ଯେମିତି ସଂଘର୍ଷ, ହିଂସା, ପ୍ରତିଶୋଧର ବାତାବରଣ ସୃଷ୍ଟି ହୋଇଛି ତାହା ମାନବ ସମାଜକୁ କେବଳ ବ୍ୟଥିତ କରିନାହିଁ,ବରଂ ଏକ ନୂତନ ଚେତନାର ବାଟ ଫିଟାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?