Tag Archives: Dharitri Editorial

ନୈତିକ ମୂଲ୍ୟବୋଧ ଓ ଧର୍ମ

ଯେତେବେଳେ ଆମେ ଜଣେ କରୁଥିବା କାର୍ଯ୍ୟକୁ ‘ନୈତିକ’ ବୋଲି ବିଚାର କରୁ, ତାକୁ ଭଲ ଲୋକ କହୁ ଓ ଅନୈତିକ କାର୍ଯ୍ୟ କରୁଥିବା ଲୋକକୁ ମନ୍ଦ ଲୋକ କହୁ। ଏହାର ଅର୍ଥ ହେଲା ଯାହା ନୈତିକ ତାହା ଭଲ ଓ ଯାହା…

ପାଖ ବିଦେଶ

ବାଂଲାଦେଶ ଜାତୀୟ ନିର୍ବାଚନରେ ଭୋଟ ହୋଇଥିବା ୨୯୯ ଆସନ ମଧ୍ୟରୁ ବାଂଲାଦେଶ ନ୍ୟାଶନାଲିଷ୍ଟ ପାର୍ଟି(ବିଏନ୍‌ପି) ଏକାକୀ ୨୦୯ ଆସନ ପାଇଥିବା ବେଳେ ସହଯୋଗୀଙ୍କୁ ମିଶାଇଲେ ସଂଖ୍ୟା ୨୧୨ ହୋଇଛି। ଜମାତ-ଇ-ଇସ୍‌ଲାମୀ ଏକାକୀ ୬୮ ସିଟ୍‌ ଜିତିଥିବା ବେଳେ ତା’ ସହଯୋଗୀ ମିଶିଲେ…

ଏଇ ଭାରତରେ

ସୁନ୍ଦରବନର ଏକ ଗାଁର ଲୋକେ ଜୀବନ-ଜୀବିକା ସଂଘର୍ଷରେ ବିଜୟୀ ହୋଇଛନ୍ତି। ପଶ୍ଚିମବଙ୍ଗ ସନ୍ଦେଶ୍‌ଖାଲି ବ୍ଲକ ଜେଲିଆଖଲି ଗାଁକୁ ଅନେକ ଛୋଟ ନଦୀ ଘେରିରହିଛି। କୋଲ୍‌କାତାଠାରୁ ୭୨ କି.ମି. ଦୂରରେ ଥିବା ୧୨୫୪ ପରିବାରବିଶିଷ୍ଟ ଏହି ଗାଁର ଲୋକସଂଖ୍ୟା ୫୦୮୪। ସମୁଦ୍ର ପାଖ…

ରେଡିଓ: ମନର କଥା କହେ

ରେଡିଓ ଆମ ଜୀବନରେ ଏକ ଅବିଚ୍ଛେଦ୍ୟ ଅଙ୍ଗ ହୋଇରହିଛି। ସେ ସୂଚନା ପ୍ରସାରଣ ହେଉ କି ଆନନ୍ଦ ପ୍ରଦାନ, ରେଡିଓ ସବୁବେଳେ ଆମ ସାଥିରେ ରହିଛି। ମନେପଡୁଛି ସେଇ ଦିନଗୁଡ଼ିକ, ଯେତେବେଳେ ଗାଁ ମୁଣ୍ଡ ବରଗଛ ମୂଳେ ରେଡିଓର ସ୍ବର ଗୁଞ୍ଜରି…

ଆସ୍ଥାର ବଜାରୀକରଣ

ଭାରତୀୟ ସଂସ୍କୃତିର ପ୍ରାଣକେନ୍ଦ୍ର ହେଉଛି ଆଧ୍ୟାତ୍ମିକତା। ଏଠାରେ ଦେବଦେବୀମାନେ କେବଳ ପୂଜାପାଠର ମାଧ୍ୟମ ନୁହନ୍ତି, ବରଂ ସେମାନେ ଆମ ଜୀବନଶୈଳୀ, ସଂସ୍କାର ଏବଂ ନୈତିକତାର ପ୍ରତୀକ। ହିନ୍ଦୁ ଧର୍ମରେ ପ୍ରତିମା ପୂଜାର ଏକ ବୈଜ୍ଞାନିକ ଓ ପାରମାର୍ଥିକ ଦିଗ ରହିଛି। ଶାସ୍ତ୍ର…

ଏକତରଫା ମୂଲଚାଲ

ଦୁଇଦଶନ୍ଧିରୁ ଅଧିକ ସମୟ ଧରି ଭାରତକୁ ଏକ ନିରପେକ୍ଷ ଭାଗୀଦାରି ଭାବେ ଆମେରିକା ବିବେଚନା କରିଆସିଛି। ଭାରତର ବିକାଶଶୀଳ ଶକ୍ତି, ଦକ୍ଷତାସମ୍ପନ୍ନ ମିଲିଟାରି ଏବଂ ଗଣତାନ୍ତ୍ରିକ ପରିଚୟ ଥିବାରୁ ଆମେରିକାର ପ୍ରଶାନ୍ତ ମହାସାଗରୀୟ ରଣନୀତି ପାଇଁ ଭାରତ ଅପରିହାର୍ଯ୍ୟ ହୋଇଛି। ଆମେରିକାର…

ପିଲା ଏବେ ଭାବପ୍ରବଣ

ଗୋଟିଏ ସପ୍ତାହ ଭିତରେ ଦୁଇଟି ଆତ୍ମହତ୍ୟାଜନିତ ଘଟଣା ଏବେ ଦେଶର ବିବେକକୁ ଦୋହଲାଇ ଦେଇଛି। ୪ ଫେବୃଆରୀରେ ଉତ୍ତରପ୍ରଦେଶର ଗାଜିଆବାଦରେ ଏକ ବହୁତଳ ପ୍ରାସାଦର ୯ମ ମହଲାରୁ ୩ ଭଉଣୀ ତଳକୁ ଡେଇଁ ଆତ୍ମହତ୍ୟା କରିଥିଲେ। ୧୨, ୧୪ ଓ ୧୬…

ଏଇ ଭାରତରେ

ଅଜିମ ପ୍ରେମଜୀ ବିଶ୍ୱବିଦ୍ୟାଳୟ ଛାତ୍ରୀଛାତ୍ରଙ୍କ ଏକ ଟିମର ବର୍ଜ୍ୟପରିଚାଳନା ଅତ୍ୟନ୍ତ ପ୍ରଶଂସନୀୟ। କର୍ନାଟକ ବେଙ୍ଗାଲୁରୁ ନିକଟରେ ଥିବା ବିଲାପୁରା ଗାଁକୁ ସମ୍ପୂର୍ଣ୍ଣ ବର୍ଜ୍ୟମୁକ୍ତ କରାଯାଇପାରିଛି। ଦେଖିବାକୁ ଗଲେ ଏହି ଗୋଟିଏ ଗାଁକୁ ନେଇ ବିଲାପୁରା ପଞ୍ଚାୟତ ଗଠନ କରାଯାଇଛି ଏବଂ ଏହାର…

ଦୁଃଖ ଖୋଜୁଥିବା ମଣିଷ

କିଛି ଏମିତି ଅଜବ ଲୋକ ଅଛନ୍ତି, ଆପଣ ବି ଭେଟିଥିବେ କେଉଁଠି କେତେବେଳେ। ଜଞ୍ଜାଳମୁକ୍ତ ହୋଇ ପରିବାରକୁ ନେଇ ନିଜ ଭିତରେ ସୁଖୀ ଥିବା ମଣିଷଟି ସମସ୍ତଙ୍କୁ ଦେଖେଇ ହେଲା ଭଳି ଅନେକ କଥା କହେ। ବିଶେଷକରି ଦୁଃଖୀ ମଣିଷ ନିକଟରେ…

ଉଠିବା ଦରକାର, ଉଡ଼ିବା ପଛକଥା

ପ୍ରଥମ ବିଶ୍ୱଯୁଦ୍ଧ ସମୟର ଇଟାଲୀୟ ଆମ୍ବୁଲାନ୍ସ ଚାଳକ, ପରବର୍ତ୍ତୀ ସମୟରେ ଗୁରୁତର ଆହତ ଅର୍ନେଷ୍ଟ ହେମିଂୱେଙ୍କ କଥା ଆଜି ବି ପାସୋରି ପାରି ନାହାନ୍ତି ଅର୍ଥନୈତିକ ବିଶାରଦଗଣ। ୧୯୫୪ରେ ନିଜ ପୁସ୍ତକ ‘ଫାରୱେଲ ଟୁ ଆର୍ମସ’ ପାଇଁ ନୋବେଲ ପୁରସ୍କାର ନେଉଥିବା…

ଦୋଳି ଦୁର୍ଘଟଣା

ପ୍ରମୋଦ ଉଦ୍ୟାନ କିମ୍ବା ମନୋରଞ୍ଜନର ଖୋରାକ ଯୋଗାଉଥିବା କୌଣସି ମେଳାକୁ ବୁଲିଯିବା ବେଳେ ଆନନ୍ଦ ଲାଭ କରିବା ଥାଏ ମୂଳ ଲକ୍ଷ୍ୟ। କିନ୍ତୁ ତାହା ନିରାନନ୍ଦ ବା ଦୁଃସ୍ବପ୍ନ ପାଲଟିଗଲେ କଥା ସରିଲା। ମେଳା ଭିତରେ ଭଳିକିଭଳି ଦୋଳି ପିଲା ସହ…

ଗୋଟିଏ ଲାଉର ଦୁଇଟି ମଞ୍ଜି

ଯାଯାବର ମଣିଷ ନଦୀକୂଳରେ ବସତି ସ୍ଥାପନ କରି କୃଷିକୁ ଜୀବିକାଭାବେ ଗ୍ରହଣ କଲା। କୃଷି ବଂଶାନୁକ୍ରମିକଭାବେ ଜୀବିକା-ନିର୍ବାହର ସ୍ରୋତ ପାଲଟିଗଲା। ସମୟକ୍ରମେ କୃଷି ସହ ଅନ୍ୟାନ୍ୟ କର୍ମକୁ ଜୀବିକାନିର୍ବାହ ପନ୍ଥାରୂପେ ଗ୍ରହଣ କଲା। ସମୟକ୍ରମେ ବିଜ୍ଞାନ ଓ ବୈଷୟିକ ବିଜ୍ଞାନ ସାହାରାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?