Tag Archives: Dharitri Editorial

ଭାରତୀୟ ଦର୍ଶନରେ କର୍ମବାଦ

ରତୀୟ ସଂସ୍କୃତିରେ ଦର୍ଶନକୁ ତତ୍ତ୍ୱଜ୍ଞାନ ବା ଆଧ୍ୟାତ୍ମିକ ବିଦ୍ୟା ବୋଲି ଅଭିହିତ କରାଯାଏ। ଦର୍ଶନର ଆକ୍ଷରିକ ଅର୍ଥ ହେଉଛି ‘ପ୍ରଜ୍ଞାନୁରାଗ’। ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ମତରେ ଦର୍ଶନ ହେଉଛି ବାସ୍ତବତାର ସମ୍ପର୍କରେ ଏକ ଯୁକ୍ତିଯୁକ୍ତ ସମସ୍ୟା। ଭାରତୀୟ ଦର୍ଶନରେ ମାନସିକ, ସାମାଜିକ, ଆଧ୍ୟାତ୍ମିକ…

ଧ୍ୟାନରତ ମନ

ନୀରବ ସଚେତନ ମନ ହେଉଛି ଧ୍ୟାନର ପ୍ରଥମ ପାହାଚ। ଅର୍ଥାତ୍‌ ମନରେ ଭାବନା ଚାଲି ନ ଥିବ କିନ୍ତୁ ଶରୀର ନୀରବ ନିଶ୍ଚଳ ରହିଥିବ। ଏହିପରି ଅବସ୍ଥା ରାତିରେ ଶୋଇବା ବେଳେ ଘଟିପାରେ। କିନ୍ତୁ ଦିନ ବେଳା ମଧ୍ୟ ଯଦି ଜଣେ…

ନ୍ୟାୟ ପାଇଁ ସଂଗ୍ରାମ

ଅନ୍ତର୍ଜାତୀୟ ନ୍ୟାୟ ବ୍ୟବସ୍ଥାରେ ଥିବା ଆଇନ, ନୀତି ଓ ଏହାସହ ଜଡ଼ିତ ସଂସ୍ଥାଗୁଡ଼ିକ ଗମ୍ଭୀର ଅପରାଧରେ ଲିପ୍ତ ଅପରାଧୀମାନଙ୍କୁ ଉତ୍ତରଦାୟୀ କରିବାରେ ନିଆଯାଉଥିବା ପଦକ୍ଷେପ ସବୁକୁ ମାର୍ଗଦର୍ଶନ କରିଆସିଛି। ବିଶ୍ୱ ମୁଖ୍ୟତଃ ଗଣତନ୍ତ୍ର ଓ ମାନବ ଅଧିକାରକୁ ଅଧିକ ସମ୍ମାନ ଦେବା…

ପୁନର୍ବାର ଚିଲିକା

ଦକ୍ଷିଣ ପ୍ରଶାନ୍ତ ମହାସାଗର ଅଞ୍ଚଳରେ ଅବସ୍ଥିତ ଦି ନ୍ୟୁ କାଲିଡୋନିଆନ୍‌ ବାରିଅର ରିଫ୍‌ ପରେ ଚିଲିକା ହେଉଛି ବିଶ୍ୱର ଦ୍ୱିତୀୟ ବୃହତ୍‌ ଉପକୂଳ ହ୍ରଦ। କ୍ଷାରୀୟ ଜଳର ଏହି ହ୍ରଦ ଜୈବ ବିିବିଧତା ବଜାୟ ରଖିବାରେ ପ୍ରମୁଖ ଭୂମିକା ନିର୍ବାହ କରିଆସିଛି।…

ବିନାଶ ରାସ୍ତାରେ ବିକାଶ

କାଶ ଏବେ ଏକ ବହୁଳ ଉଚ୍ଚାରିତ ଓ ବହୁଳ ଅତ୍ୟାଚାରିତ ଶବ୍ଦ। ସାରା ଭାରତରେ (ଅବଶ୍ୟ ଦକ୍ଷିଣ ଭାରତରେ ଏହାର ପ୍ରତିଶବ୍ଦ ଥିବ) ଏହା ଏତେ ଗୁଞ୍ଜରିତ ଯେ ହୁଏତ ଅନେକେ ଭାବୁଥିବେ ଜୀବନର ମୋକ୍ଷ ପାଇଁ ଉଚ୍ଚାରିତ ମନ୍ତ୍ରର ଏହା…

ବିପଦକୁ ଆମନ୍ତ୍ରଣ

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ବିଶ୍ୱରେ ଏକ ବାଣିଜି୍ୟକ ଯୁଦ୍ଧ ଆରମ୍ଭ କରିଛନ୍ତି। ଏହି କ୍ରମରେ ଆମେରିକାକୁ ବ୍ରାଜିଲ ରପ୍ତାନି କରୁଥିବା ସାମଗ୍ରୀଗୁଡ଼ିକ ଉପରେ ସେ ୫୦% ଟାରିଫ୍‌ ଲାଗୁ କରିଛନ୍ତି। ଟ୍ରମ୍ପ୍‌ ସ୍ପଷ୍ଟ ଭାବେ କହିଛନ୍ତି, ବ୍ରାଜିଲର ନ୍ୟାୟିକ ବ୍ୟବସ୍ଥାକୁ…

ଏଇ ଭାରତରେ

ପ୍ଲାଷ୍ଟିକ୍‌ ପ୍ରଦୂଷଣ ଦୂର କରିବା ଲାଗି ବିଭିନ୍ନ ବର୍ଜ୍ୟରୁ ଏହାର ବିକଳ୍ପ ସାମଗ୍ରୀ ପ୍ରସ୍ତୁତ କରିବାରେ ସଫଳ ହୋଇଛନ୍ତି ରେହା କୋଠାରି ଓ ରିଶିକା ରେଡ୍ଡୀ। ଲକ୍‌ଡାଉନ ସମୟରେ ସମସ୍ତେ ଘରକୁ ସାମଗ୍ରୀ ମଗାଉଥିଲେ ଏବଂ ଏହା ଯୋଗୁ ଘରେ ପ୍ଲାଷ୍ଟିକ୍‌…

ଶାଶ୍ୱତ ସମ୍ପର୍କର ଅବକ୍ଷୟ

ଗୁରୁ-ଶିଷ୍ୟର ସମ୍ପର୍କ ଅତି ମାନବୀୟ ସ୍ତରର। ଏ ନୈସର୍ଗିକ ବନ୍ଧନଟି କାମନାରହିତ ସିନା କିନ୍ତୁ ଭାବାବେଗ ଭରା ସମ୍ବେଦନଶୀଳ। ତ୍ରେତୟା ଯୁଗର ଗୁରୁ ବଶିଷ୍ଠ, ବିଶ୍ୱାମିତ୍ରଙ୍କର ଅନୁଶାସନ ଯେତିକି କଠୋର, ଦ୍ୱାପରର ଗୁରୁ ସନ୍ଦିପନୀ ତଥା ଦ୍ରୋଣାଚାର୍ଯ୍ୟଙ୍କର ଶିଷ୍ୟ ପରୀକ୍ଷା ସେତିକି…

ଭାରତରେ ଆର୍ଯ୍ୟ

ବିଭିନ୍ନ କାହାଣୀକୁ ବ୍ୟବହାର କରି ଇଂରେଜମାନେ ଦୀର୍ଘଦିନ ଧରି ଉପନିବେଶବାଦକୁ ଯୁକ୍ତିଯୁକ୍ତ ସାବ୍ୟସ୍ତ କରିଥିଲେ। ୧୮୫୭ ବିଦ୍ରୋହ ପୂର୍ବରୁ ସେମାନେ କହିଥିଲେ ଯେ, ଇଂରେଜମାନେ ମୁସଲମାନ ଶାସକଙ୍କ ଦମନରୁ ହିନ୍ଦୁଧର୍ମକୁ ରକ୍ଷା କରୁଛନ୍ତି। ଏହା ସହ ମିଛ ପ୍ରଚାର କରୁଥିଲେ ଯେ,…

ଏଇ ଭାରତରେ

ଆନ୍ଧ୍ରପ୍ରଦେଶର ଏକ ଦମ୍ପତି ଜଳ ସଂରକ୍ଷଣ କ୍ଷେତ୍ରରେ କାର୍ଯ୍ୟକରି ଅନ୍ୟମାନଙ୍କ ପାଇଁ ପ୍ରେରଣାର ଉତ୍ସ ପାଲଟିଛନ୍ତି। ଏହି ଦମ୍ପତି ହେଉଛନ୍ତି ଆଇଏଫ୍‌ଏସ୍‌ ବିନୀତ କୁମାର ଓ ରୂପକ ଯାଦବ। ସେମାନେ ଅନନ୍ତପୁର ଜିଲାରେ ପୋଖରୀ ପୁନରୁଦ୍ଧାର କରୁଛନ୍ତି। ଏହିସବୁ ପୁଷ୍କରିଣୀ ବିଭିନ୍ନ…

ମାନସିକତାରେ ପରିବର୍ତ୍ତନ ଜରୁରୀ

ଦେଶରେ ପ୍ରତିଟି କ୍ଷେତ୍ରରେ ଅନେକ ନିୟମ ପ୍ରଣୟନ କରାଯିବା ସହ ଏହାର ସମୟୋଚିତ ସଂଶୋଧନ କରାଯାଉଛି। କିନ୍ତୁ ବିଡ଼ମ୍ବନାର ବିଷୟ ଯେ ଏହାଦ୍ୱାରା ମହିଳାମାନେ ସୁରକ୍ଷିତ ରହିବା କଷ୍ଟକର। ନାରୀ ନିର୍ଯାତନା, ମହିଳା ଓ ନାବାଳିକା ଗଣବଳାତ୍କାର, ଯୌତୁକ ନିର୍ଯାତନା ଜନିତ…

ବୀମାଶିଳ୍ପରେ ଏଫ୍‌ଡିଆଇ ଅନାବଶ୍ୟକ

ଦେଶୀ ବୀମା କମ୍ପାନୀଙ୍କ ସ୍ବାର୍ଥ ପାଇଁ ବୀମା କ୍ଷେତ୍ରରେ ପ୍ରତ୍ୟକ୍ଷ ବିଦେଶୀ ପୁଞ୍ଜିନିବେଶ ବା ଏଫ୍‌ଡିଆଇ ସୀମାକୁ ୭୪%ରୁ ଶତ ପ୍ରତିଶତକୁ ବୃଦ୍ଧି କରିବାକୁ ସରକାର ବଦ୍ଧପରିକର। ଏଥି ପାଇଁ ରିଜର୍ଭ ବ୍ୟାଙ୍କର ଅନୁମୋଦନ ଆବଶ୍ୟକ ପଡ଼ିବ ନାହିଁ, ବରଂ ସିଧାସଳଖ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri