Tag Archives: Dharitri Editorial

ଟିକା ବିରୋଧୀ ଦୃଷ୍ଟିକୋଣ

୨୦୨୫ରେ ଆମେରିକାରେ ଦୁଇ ପିଲାଙ୍କ ସମେତ ୩ ଜଣ ମିଳିମିଳାରେ ମୃତ୍ୟୁବରଣ କରିଥିଲେ। ସେମାନଙ୍କ ମୃତ୍ୟୁକୁ ରୋକାଯାଇପାରିଥାଆନ୍ତା। ଗତବର୍ଷ ଆମେରିକାରେ ୨,୨୬୭ ଲୋକ ମିଳିମିଳାରେ ଆକ୍ରାନ୍ତ ହୋଇଥିଲେ, ଯାହା ୨୦୨୪ଠାରୁ ୨୮୫ ଜଣ ବେଶି। ଏହି ଆକ୍ରାନ୍ତଙ୍କ ସଂଖ୍ୟା ୩୦ ବର୍ଷ…

ଭାରତରେ ଇସ୍‌ଲାମ ପ୍ରବେଶ

ଆରବରେ ଇସ୍‌ଲାମ ଧର୍ମ ସପ୍ତମ ଶତାବ୍ଦୀରେ ସୃଷ୍ଟି ହୋଇ ପୃଥିବୀର ବିଭିନ୍ନ ଅଞ୍ଚଳକୁ ବ୍ୟାପିଥିଲା। ପଶ୍ଚିମରେ ଭୂମଧ୍ୟସାଗରୀୟ ଅଞ୍ଚଳ ଏବଂ ପୂର୍ବକୁ ପର୍ସିଆ ବା ପାରସ୍ୟ (ଏବକାର ଇରାନ)କୁ ବିସ୍ତାର ହୋଇଥିଲା। ଅଷ୍ଟମ ଶତାବ୍ଦୀ ସୁଦ୍ଧା ଏହା ସ୍ପେନ୍‌ରୁ ଆରମ୍ଭ କରି…

ଏଇ ଭାରତରେ

ପଶ୍ଚିମବଙ୍ଗ ବାଙ୍କୁଡ଼ା ସେନଜୁତି ମାହାତୋ ଓ ଅଭିଷେକ ଚୌଧୁରୀ ସେହି ଅଞ୍ଚଳର ଖଜୁରି ଗୁଡ଼ ଉତ୍ପାଦନ କରି ସେଠାକାର ଏହି ପାରମ୍ପରିକ ଉତ୍ପାଦକୁ ବଞ୍ଚାଇ ରଖିବା ପାଇଁ ଚେଷ୍ଟା ଜାରି ରଖିଛନ୍ତି। ସେନଜୁତି ଜବାହରଲାଲ ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ସ୍ନାତକୋତ୍ତର ଡିଗ୍ରୀ…

କୃଷିଭିତ୍ତିିକ ଶିଳ୍ପର ସ୍ଥିତି

ଓଡ଼ିଶାରେ ପୁରୁଣା ସରକାର ଯିବା ପରେ ନୂଆ ସରକାରଙ୍କ ଆଗମନ ପରେ ଅନେକ ଯୋଜନା ଓ କାର୍ଯ୍ୟକ୍ରମ ଚାଲିଛି, ହେବା ମଧ୍ୟ ସ୍ବାଭାବିକ। ତେବେ ଏସବୁ ଭିତରେ ଗୋଟିଏ ଛୋଟିଆ ପ୍ରସଙ୍ଗ ଉପରେ ମୁଁ ଆଲୋଚନା ରଖୁଛି। ବର୍ତ୍ତମାନର ବଜାର ଦରକୁ…

ଇନ୍ଦୋର: ସ୍ବଚ୍ଛ ଭାରତର ଦୁଃଖ

ମଧ୍ୟପ୍ରଦେଶର ଇନ୍ଦୋର ସହରରେ ପ୍ରଦୂଷିତ ଜଳ ପିଇ ଜାନୁଆରୀ ମାସରେ ୧୦ ଜଣ ବ୍ୟକ୍ତିଙ୍କର ପ୍ରାଣହାନି ଘଟିବା ସହ ବହୁ ଅସୁସ୍ଥ ହୋଇ ଡାକ୍ତରଖାନାରେ ଭର୍ତ୍ତି ହେଲେ। ଏହି ଘଟଣା ପରିପ୍ରେକ୍ଷୀରେ ସରକାର ଇନ୍ଦୋର ମହାନଗର ନିଗମ କମିଶନରଙ୍କୁ ବଦଳି ଓ…

ସ୍ବାସ୍ଥ୍ୟ ପାଇଁ ୦.୫%

କ୍ରମାଗତ ୯ମ ଥର ପାଇଁ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଫେବୃଆରୀ ୧ରେ ୨୦୨୬-୨୭ ଆର୍ଥିକ ବର୍ଷ ସକାଶେ ବଜେଟ ଉପସ୍ଥାପନ କରିଛନ୍ତି। ଅର୍ଥମନ୍ତ୍ରୀଙ୍କ ଭାଷଣ ପରେ ହଠାତ୍‌ ଶେୟାର ବଜାର ସେନ୍‌ସେକ୍ସ ୧୮୦୦ରୁ ଊର୍ଦ୍ଧ୍ୱ ପଏଣ୍ଟ ହ୍ରାସ ପାଇଥିଲା। ଆର୍ଥିକ…

କେଉଁଠି ରହିଲା ଭାରତ

ଦ୍ୱିତୀୟ ବିଶ୍ୱଯୁଦ୍ଧ ପରେ ପୃଥିବୀରେ ଶାନ୍ତି ସ୍ଥାପନ ନିମନ୍ତେ ଜାତିସଂଘ ଗଠନ କରାଯାଇଥିଲା। ହେଲେ ବିଭିନ୍ନ ଦେଶ ଭିତରେ ବାରମ୍ବାର ଯୁଦ୍ଧ, ସଂଘର୍ଷ ଦେଖାଦେଉଥିଲେ ମଧ୍ୟ ଜାତିସଂଘ ଏବେ କେବଳ ଏକ ଦନ୍ତହୀନ ସଙ୍ଗଠନ ଭାବେ ରହିଛି। ରୁଷିଆ-ୟୁକ୍ରେନ୍‌ ଏବଂ ଇସ୍ରାଏଲ-ହମାସ…

ଏଇ ଭାରତରେ

ତାମିଲନାଡୁ ତ୍ରିଚିର ପରିବେଶବିତ୍‌ ସୁସ୍କିତା କ୍ରିଷ୍ଣନ୍‌ ପାଣିରେ ଶୀଘ୍ର ବଢ଼ୁଥିବା ଆୟସିନ୍ଥ ଦଳ (ସ୍ଥାନୀୟ ଅଞ୍ଚଳରେ କୁହାଯାଏ ନାଗଦଳ)କୁ ସଂଗ୍ରହ କରି ସେଥିରୁ ସେ କାଗଜ ତିଆରି କରିପାରୁଛନ୍ତି। ଦଳକୁ ସଂଗ୍ରହ କରାଯାଇ ସେଥିରୁ ବହଳିଆ ରସ ପ୍ରସ୍ତୁତ ହେବାପରେ କଗଜ…

ସାମ୍ପ୍ରଦାୟିକତା ଉପରେ ନେତାଜୀଙ୍କ ଦୃଷ୍ଟିକୋଣ

ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୀବନୀ ଭାରତୀୟ ସ୍ବାଧୀନତା ସଂଗ୍ରାମର ସବୁଠାରୁ ପ୍ରେରଣାଦାୟକ କାହାଣୀ ମଧ୍ୟରୁ ଗୋଟିଏ। ସମୟ ଏବଂ ଅଭିଜ୍ଞତା ସହିତ ତାଙ୍କର ବ୍ୟକ୍ତିତ୍ୱ ଧୀରେ ଧୀରେ ପରିପକ୍ୱ ହେଲା ଏବଂ ସେ ଜାତୀୟତାକୁ ଆକାର ଦେବାରେ ଜଣେ ନେତା…

ବାଂଲାଦେଶରେ ହିଂସା

ବାଂଲାଦେଶ ଭାରତର କେବଳ ଏକ ପଡ଼ୋଶୀ ଦେଶ ନୁହେଁ , ଏହା ପରସ୍ପରର ଭାଷା, ଇତିହାସ, ସଂସ୍କୃତି ଓ ସେ ଦେଶର ମୁକ୍ତି ସଂଗ୍ରାମରେ ଗଠିତ ଏକ ନିବିଡ଼ ସମ୍ପର୍କ। ଯଦିଓ ୧୯୭୧ ମସିହାରେ ସ୍ବାଧୀନ ବାଂଲାଦେଶ ଧର୍ମ ନିରପେକ୍ଷତା ଓ…

କ୍ଷୁଧା ଚିନ୍ତା

ବିଶ୍ୱରେ ଏବେ ୮ ବିଲିୟନ (୮୦୦ କୋଟି) ଲୋକଙ୍କୁ ଖାଦ୍ୟ ଦେବା ପାଇଁ ସଂଘର୍ଷ କରିବାକୁ ପଡ଼ୁଥିବାବେଳେ ୨୦୫୦ ସୁଦ୍ଧା ୧୦ ବିଲିିୟନ (୧,୦୦୦ କୋଟି) ଲୋକଙ୍କୁ ଆମେ କିଭଳି ଖାଦ୍ୟ ଯୋଗାଇ ପାରିବା? ବଢ଼ୁଥିବା ଜନସଂଖ୍ୟାର ପୌଷ୍ଟିକ ଆବଶ୍ୟକତା ପୂରଣ…

ଏଇ ଭାରତରେ

ମହାରାଷ୍ଟ୍ର ବିଦର୍ଭ ଅଞ୍ଚଳ ଅତ୍ୟନ୍ତ ମରୁଡ଼ିପ୍ରବଣ। ଏହି ଅଞ୍ଚଳରେ କୃଷି କ୍ଷତିଗ୍ରସ୍ତ ହେଉଥିବାରୁ କୃଷକ ଆତ୍ମହତ୍ୟା ହାର ଅଧିକ। ତେବେ ନିଜ ଗାଁ ଓ ତା’ ଆଖପାଖର ୬ଟି ଗାଁରେ ଜଳାଭାବ ଦୂର କରି କୃଷିକୁ ସହଜ କରିପାରିଛନ୍ତି ଅମୋଲ ଲାଙ୍ଗୋଟେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?