Tag Archives: Dharitri Editorial

ହାତୀ ସହ ମଣିଷ

ନିୟମିତ ବ୍ୟବଧାନରେ ହାତୀ ମୃତ୍ୟୁ ଖବର ପ୍ରକାଶ ପାଇଆସୁଛି। ସ୍ବାଭାବିକ ମୃତ୍ୟୁ ତୁଳନାରେ ବିଦ୍ୟୁତ୍‌ ଆଘାତ ଓ ଟ୍ରେନ୍‌ ଧକ୍କାରେ ଅଧିକ ହାତୀଙ୍କ ଜୀବନ ଯାଉଛି। ଏହାବ୍ୟତୀତ ଶିକାରୀମାନେ ଦାନ୍ତ ଲୋଭରେ ଏବଂ ହାତୀ ଖାଦ୍ୟ ଖୋଜି ଗ୍ରାମ ଭିତରକୁ ପ୍ରବେଶ…

ଏଇ ଭାରତରେ

ଜ୍ଞାନ ସେଟ୍ଟୀଙ୍କୁ ବୟସ ଏବେ ୨୮ । ସେ ପେସାରେ ଜଣେ ଇଞ୍ଜିନିୟର ଓ ରହୁଛନ୍ତି ମେଙ୍ଗାଲୁରୁରେ । ଏବେ ଚାକିରି ଛାଡ଼ି ଅଗଣାରେ ବଗିଚାଟିଏ କରିଛନ୍ତି। ସେହି ବଗିଚାର ନାମ ଦେଇଛନ୍ତି ‘ନମୋ ବଗିଚା’। ସେ ଘର ଅଗଣା ବଗିଚାରେ…

କହନ୍ତି ଜନତାଙ୍କ ପାଇଁ

ଆମ ଦେଶ ପୃଥିବୀର ସର୍ବବୃହତ୍‌ ଗଣତନ୍ତ୍ର ଦେଶ। ଏଠି ଶାସନ ଡୋର ଧରାଇ ଦିଅନ୍ତି ସାଧାରଣ ଜନତା, ଯେଉଁମାନେ କି ସାବାଳକ, ଭୋଟର। ତେଣୁ ଭୋଟରଙ୍କୁ ନିଜର କରିବାର କଳାଟା ଦଳୀୟ ନେତାଙ୍କର ଜରୁରୀ ହୋଇଥାଏ। ଭାବିଚିନ୍ତି ପ୍ରତ୍ୟେକ ଦଳ ନିଜ…

ଅସଲି ସ୍ବାଧୀନତା

ସ୍ବାଧୀନତା ଏମିତି ଯାହିତାହି କୌଣସି ଚିଜ ନୁହେଁ ଯାହାକି କେବଳ ଆମର ବାହ୍ୟଦେଶରେ ପରିଦୃଷ୍ଟ ହୋଇଥାଏ। ଏଇ ଯେମିତି ଆମ ଆଖିଦ୍ୱୟ ଲମ୍ବିଯାଏ ଆଖପାଖରେ ଥିବା ବିସ୍ତୀର୍ଣ୍ଣ ଖୋଲା ପଡ଼ିଆ ଆଡ଼େ। ତେବେ ଏହି ପ୍ରସଙ୍ଗରେ ଗୋଟିଏ ପ୍ରଶ୍ନ ଉଙ୍କିମାରେ, ମଣିଷର…

ଗଣତାନ୍ତ୍ରିକ ମୂଲ୍ୟବୋଧର ଅବକ୍ଷୟ

ବାଂଲାଦେଶରେ ସେନା ସମର୍ଥନରେ ହୋଇଥିବା ହିଂସାତ୍ମକ ବିଦ୍ରୋହ ଯୋଗୁ ପ୍ରଧାନମନ୍ତ୍ରୀ ଶେଖ୍‌ ହସିନାଙ୍କୁ କ୍ଷମତାଚ୍ୟୁତ କରାଗଲା। ଏହା ପରେ ସେଠାରେ ଅରାଜକତା ଲାଗି ରହିଛି। ଅର୍ଥ ବ୍ୟବସ୍ଥା ନିମ୍ନଗାମୀ ହେବାରେ ଲାଗିଛି। ଇସଲାମ୍‌ ମୌଳବାଦୀଙ୍କ ଶକ୍ତି ବଢ଼ିଚାଲିଛି। ଯୁବକମାନେ ଅଧିକ କଠୋରପନ୍ଥୀ…

ଶିକ୍ଷାରେ ଚୋର

ଓଡ଼ିଶାରେ ପ୍ରଶ୍ନପତ୍ର ପ୍ରଘଟ ଓ ଖାତା ମୂଲ୍ୟାୟନରେ ହେରଫେର ନେଇ ଅତୀତରୁ ଅନେକ ଘଟଣା ଦେଖିଆସୁଛୁ। ଏହା ଦେହସୁହା ହୋଇଗଲା ଭଳି ମନେହେଉଛି। ଅଥଚ ଏହିଭଳି କାର୍ଯ୍ୟ ଘଟାଉଥିବା ବ୍ୟକ୍ତିବିଶେଷମାନେ ନିଜେ ପ୍ରବଳ ମାତ୍ରାର ଅର୍ଥ ଅର୍ଜନ କରିବା ସହିତ ଏହି…

ଖସିଯାଉଛନ୍ତି ଯନ୍ତ୍ରୀ

ଶିକ୍ଷାର ଆଦ୍ୟପୀଠ ସ୍କୁଲ । ପିଲାଙ୍କ ଶିକ୍ଷା, ଆଚରଣ ଓ ସମୟାନୁବର୍ତ୍ତିତାର ମୂଳଦୁଆ ଏହିଠାରୁ ପଡ଼ିଥାଏ। ମାତାପିତା ସେମାନଙ୍କ ପିଲାମାନଙ୍କୁ ପଠାଉଥିବା ସ୍କୁଲ ସବୁ ଦିଗରୁ ସୁରକ୍ଷିତ ଥିବା ଆଶା ରଖିଥାଆନ୍ତି । ହେଲେ ଅନେକ ସମୟରେ ସ୍କୁଲରେ ପିଲାଙ୍କୁ ଦଣ୍ଡ…

ପୁରୁଷ ହେଲେ ମହିଳା

ଦେଶର ବିଭିନ୍ନ ରାଜ୍ୟରେ କଲ୍ୟାଣକାରୀ ଯୋଜନାଗୁଡ଼ିକରେ ହିତାଧିକାରୀ ହେବା ପାଇଁ ଜୀବିତ ବ୍ୟକ୍ତି ମୃତ ହେବା, ବିଧବା ମହିଳା ସଧବା ହେବା ବା ସଧବା ବିଧବା ହେବା କିମ୍ବା ପୁରୁଷ ନିଜକୁ ମହିଳା ଦର୍ଶାଇବା ଭଳି କୌତୂହଳର ଠକେଇ ବାରମ୍ବାର ସାମ୍ନାକୁ…

ହନିଟ୍ରାପ ଭୟ

ଯଦି ଆପଣଙ୍କ ପାସ୍‌ଓ୍ବାର୍ଡ ଏବେଯାଏ ‘୧୨୩୪’ ଅଛି ଏବଂ ଭାବୁଛ ଯେ ବିଳାସମୟ ହୋଟେଲ ରୁମ୍‌ ତୁମ ପାଇଁ ସୁରକ୍ଷିତ, ତେବେ ତୁମେ ଡିଜିଟାଲ ଯୁଗ ଲାଗି ଅଯୋଗ୍ୟ ବୋଲି ବୁଝାପଡ଼ୁଛି। ମହାରାଷ୍ଟ୍ରରେ ହନିଟ୍ରାପ୍‌ରେ ଫସିଥିବା ବ୍ୟକ୍ତିଙ୍କ ସଂଖ୍ୟା ଯାହା ଜଣାପଡ଼ିଛି…

ଏଇ ଭାରତରେ

କାଗଜ ଉତ୍ପାଦନ ପାଇଁ ଗଛ କାଟି ପରିବେଶକୁ ନଷ୍ଟ କରାଯାଉଛି। ଏଣୁ ଗଛ କଟା ହ୍ରାସ କରିବାକୁ କାଗଜ ତିଆରିର ନୂଆ ପଦ୍ଧତି ଆପଣାଇଛନ୍ତି ତାମିଲନାଡୁର ସୁସ୍ମିତା କ୍ରିଷ୍ଣନ। ୨୫ ବର୍ଷୀୟା ସୁସ୍ମିତା ପାଣିରେ ବଢୁଥିବା କଲିକତି ଦଳରୁ କାଗଜ ତିଆରି…

ରାଷ୍ଟ୍ରୀୟ ସ୍ତରରେ ଓଡ଼ିଆ ଅସ୍ମିତା

ଆଜିକାଲି ଓଡ଼ିଶାରେ ଅନେକ ଲୋକ ଅସ୍ମିତା କଥା କହୁଛନ୍ତି। ଏହି ଅସ୍ମିତାରେ ଓଡ଼ିଆ ଶବ୍ଦ ଯୋଡ଼ି ଓଡ଼ିଆଙ୍କ ପ୍ରିୟଭାଜନ ହେବା ପାଇଁ ପ୍ରୟାସ କରୁଛନ୍ତି। କିଏ କିଏ ଭାବନ୍ତି ରାଜ୍ୟର ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗରେ ଓଡ଼ିଆଙ୍କୁ ନିଯୁକ୍ତି ଦେଇଦେଲେ ଓଡ଼ିଆ ଅସ୍ମିତା…

ମାନବ-ମାନବିକତା

ମଣିଷ ଏବେ ଆଧୁନିକ ସଭ୍ୟତାରେ ପଦାର୍ପଣ କରିଛି। ସମୟ ସହିତ ସମାଜର ସଂସ୍କୃତି ଏବଂ ପରମ୍ପରାରେ ମଧ୍ୟ ପରିବର୍ତ୍ତନ ହେବାରେ ଲାଗିଛି। ମଣିଷ ଆଧୁନିକତାର ସ୍ପର୍ଶରେ ବହୁ ଆନନ୍ଦ ଲାଭ କରୁଥିବାର ମଧ୍ୟ ଦେଖାଯାଉଛି। ହେଲେ ଏମିତି ପରିବର୍ତ୍ତନ ଆସୁ ଆସୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri