ଯେତିକି ପାରିବ ସେତିକି
ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ବା କୃତ୍ରିମ ବୁଦ୍ଧିମତ୍ତା ଏବେ ମଣିଷର ପ୍ରତିଟି ପଦକ୍ଷେପକୁ ପରିଚାଳନା କଲାଣି। ପରିବେଶ ପରିସଂସ୍ଥାନକୁ ଇକୋସିଷ୍ଟମ ବୋଲି କହିଥାଉ। ଏବେ ଏଆଇ ଇକୋସିଷ୍ଟମ ବିଷୟରେ ଅନେକ ଚର୍ଚ୍ଚା ହେଉଛି। ଯେଉଁ ଦେଶ କୃତ୍ରିମ ବୁଦ୍ଧିମତ୍ତାକୁ ବ୍ୟବହାର କରି…
ଏଇ ଭାରତରେ
ଦିଲ୍ଲୀର କିଡ୍ଓ୍ବାଇ ନଗରରେ ଚାଲୁଛି ଏକ ନିଆରା ସ୍କୁଲ। ଏହି ସ୍କୁଲର ଘର ନାହିଁ କି କୌଣସି ସରକାରୀ ପାଠ୍ୟକ୍ରମ ଅନୁଯାୟୀ ଶିକ୍ଷା ଦିଆଯାଉନାହିଁ। ପିଲାମାନେ ଗଛମୂଳେ ପଢୁଛନ୍ତି, ତାହା ପୁଣି ସପ୍ତାହାନ୍ତରେ ଥରେ। ପିଲାଙ୍କୁ ଏଥିପାଇଁ ପଞ୍ଜୀକୃତ କରିବାକୁ ପଡ଼ୁନାହିଁ।…
ନେତା ହେବାକୁ ଅନୁକୂଳ ପରିବେଶ
ସଭା ସମିତି, ଜଳଖିଆ ଦୋକାନ, ଚା’ ଦୋକାନ, ପାନ ଦୋକାନ ଆଗରେ ଓ ଘରେ ବସି ସାଙ୍ଗସାଥୀ ସହିତ କଥାହେଲା ବେଳେ ଅନେକ ଶିକ୍ଷିତ ଲୋକ କହିଥା’ନ୍ତି, ସବୁ ଅରାଜକତା ଏହି ନେତାଙ୍କ ପାଇଁ ହେଉଛି। ତୁମକୁ ନେତା ହେବାକୁ କିଏ…
ନୈତିକ ମୂଲ୍ୟବୋଧ ଓ ଧର୍ମ
ଯେତେବେଳେ ଆମେ ଜଣେ କରୁଥିବା କାର୍ଯ୍ୟକୁ ‘ନୈତିକ’ ବୋଲି ବିଚାର କରୁ, ତାକୁ ଭଲ ଲୋକ କହୁ ଓ ଅନୈତିକ କାର୍ଯ୍ୟ କରୁଥିବା ଲୋକକୁ ମନ୍ଦ ଲୋକ କହୁ। ଏହାର ଅର୍ଥ ହେଲା ଯାହା ନୈତିକ ତାହା ଭଲ ଓ ଯାହା…
ପାଖ ବିଦେଶ
ବାଂଲାଦେଶ ଜାତୀୟ ନିର୍ବାଚନରେ ଭୋଟ ହୋଇଥିବା ୨୯୯ ଆସନ ମଧ୍ୟରୁ ବାଂଲାଦେଶ ନ୍ୟାଶନାଲିଷ୍ଟ ପାର୍ଟି(ବିଏନ୍ପି) ଏକାକୀ ୨୦୯ ଆସନ ପାଇଥିବା ବେଳେ ସହଯୋଗୀଙ୍କୁ ମିଶାଇଲେ ସଂଖ୍ୟା ୨୧୨ ହୋଇଛି। ଜମାତ-ଇ-ଇସ୍ଲାମୀ ଏକାକୀ ୬୮ ସିଟ୍ ଜିତିଥିବା ବେଳେ ତା’ ସହଯୋଗୀ ମିଶିଲେ…
ଏଇ ଭାରତରେ
ସୁନ୍ଦରବନର ଏକ ଗାଁର ଲୋକେ ଜୀବନ-ଜୀବିକା ସଂଘର୍ଷରେ ବିଜୟୀ ହୋଇଛନ୍ତି। ପଶ୍ଚିମବଙ୍ଗ ସନ୍ଦେଶ୍ଖାଲି ବ୍ଲକ ଜେଲିଆଖଲି ଗାଁକୁ ଅନେକ ଛୋଟ ନଦୀ ଘେରିରହିଛି। କୋଲ୍କାତାଠାରୁ ୭୨ କି.ମି. ଦୂରରେ ଥିବା ୧୨୫୪ ପରିବାରବିଶିଷ୍ଟ ଏହି ଗାଁର ଲୋକସଂଖ୍ୟା ୫୦୮୪। ସମୁଦ୍ର ପାଖ…
ରେଡିଓ: ମନର କଥା କହେ
ରେଡିଓ ଆମ ଜୀବନରେ ଏକ ଅବିଚ୍ଛେଦ୍ୟ ଅଙ୍ଗ ହୋଇରହିଛି। ସେ ସୂଚନା ପ୍ରସାରଣ ହେଉ କି ଆନନ୍ଦ ପ୍ରଦାନ, ରେଡିଓ ସବୁବେଳେ ଆମ ସାଥିରେ ରହିଛି। ମନେପଡୁଛି ସେଇ ଦିନଗୁଡ଼ିକ, ଯେତେବେଳେ ଗାଁ ମୁଣ୍ଡ ବରଗଛ ମୂଳେ ରେଡିଓର ସ୍ବର ଗୁଞ୍ଜରି…
ଆସ୍ଥାର ବଜାରୀକରଣ
ଭାରତୀୟ ସଂସ୍କୃତିର ପ୍ରାଣକେନ୍ଦ୍ର ହେଉଛି ଆଧ୍ୟାତ୍ମିକତା। ଏଠାରେ ଦେବଦେବୀମାନେ କେବଳ ପୂଜାପାଠର ମାଧ୍ୟମ ନୁହନ୍ତି, ବରଂ ସେମାନେ ଆମ ଜୀବନଶୈଳୀ, ସଂସ୍କାର ଏବଂ ନୈତିକତାର ପ୍ରତୀକ। ହିନ୍ଦୁ ଧର୍ମରେ ପ୍ରତିମା ପୂଜାର ଏକ ବୈଜ୍ଞାନିକ ଓ ପାରମାର୍ଥିକ ଦିଗ ରହିଛି। ଶାସ୍ତ୍ର…
ଏକତରଫା ମୂଲଚାଲ
ଦୁଇଦଶନ୍ଧିରୁ ଅଧିକ ସମୟ ଧରି ଭାରତକୁ ଏକ ନିରପେକ୍ଷ ଭାଗୀଦାରି ଭାବେ ଆମେରିକା ବିବେଚନା କରିଆସିଛି। ଭାରତର ବିକାଶଶୀଳ ଶକ୍ତି, ଦକ୍ଷତାସମ୍ପନ୍ନ ମିଲିଟାରି ଏବଂ ଗଣତାନ୍ତ୍ରିକ ପରିଚୟ ଥିବାରୁ ଆମେରିକାର ପ୍ରଶାନ୍ତ ମହାସାଗରୀୟ ରଣନୀତି ପାଇଁ ଭାରତ ଅପରିହାର୍ଯ୍ୟ ହୋଇଛି। ଆମେରିକାର…
ପିଲା ଏବେ ଭାବପ୍ରବଣ
ଗୋଟିଏ ସପ୍ତାହ ଭିତରେ ଦୁଇଟି ଆତ୍ମହତ୍ୟାଜନିତ ଘଟଣା ଏବେ ଦେଶର ବିବେକକୁ ଦୋହଲାଇ ଦେଇଛି। ୪ ଫେବୃଆରୀରେ ଉତ୍ତରପ୍ରଦେଶର ଗାଜିଆବାଦରେ ଏକ ବହୁତଳ ପ୍ରାସାଦର ୯ମ ମହଲାରୁ ୩ ଭଉଣୀ ତଳକୁ ଡେଇଁ ଆତ୍ମହତ୍ୟା କରିଥିଲେ। ୧୨, ୧୪ ଓ ୧୬…
ଏଇ ଭାରତରେ
ଅଜିମ ପ୍ରେମଜୀ ବିଶ୍ୱବିଦ୍ୟାଳୟ ଛାତ୍ରୀଛାତ୍ରଙ୍କ ଏକ ଟିମର ବର୍ଜ୍ୟପରିଚାଳନା ଅତ୍ୟନ୍ତ ପ୍ରଶଂସନୀୟ। କର୍ନାଟକ ବେଙ୍ଗାଲୁରୁ ନିକଟରେ ଥିବା ବିଲାପୁରା ଗାଁକୁ ସମ୍ପୂର୍ଣ୍ଣ ବର୍ଜ୍ୟମୁକ୍ତ କରାଯାଇପାରିଛି। ଦେଖିବାକୁ ଗଲେ ଏହି ଗୋଟିଏ ଗାଁକୁ ନେଇ ବିଲାପୁରା ପଞ୍ଚାୟତ ଗଠନ କରାଯାଇଛି ଏବଂ ଏହାର…
ଦୁଃଖ ଖୋଜୁଥିବା ମଣିଷ
କିଛି ଏମିତି ଅଜବ ଲୋକ ଅଛନ୍ତି, ଆପଣ ବି ଭେଟିଥିବେ କେଉଁଠି କେତେବେଳେ। ଜଞ୍ଜାଳମୁକ୍ତ ହୋଇ ପରିବାରକୁ ନେଇ ନିଜ ଭିତରେ ସୁଖୀ ଥିବା ମଣିଷଟି ସମସ୍ତଙ୍କୁ ଦେଖେଇ ହେଲା ଭଳି ଅନେକ କଥା କହେ। ବିଶେଷକରି ଦୁଃଖୀ ମଣିଷ ନିକଟରେ…

