ଜଳବାୟୁ ପାଣ୍ଠିର ଭୂମିକା
ସାମ୍ପ୍ରତିକ ସମୟର ପ୍ରମୁଖ ଆହ୍ବାନକାରୀ ସମସ୍ୟା ମଧ୍ୟରେ ଅନ୍ତର୍ଭୁକ୍ତ ରହିଛି ବିଶ୍ୱ ତାପମାତ୍ରା ବୃଦ୍ଧି ଏବଂ ଜଳବାୟୁ ପରିବର୍ତ୍ତନ। ଏସବୁ ମାନବ ସ୍ବାସ୍ଥ୍ୟ, ବିଶ୍ୱ ଅର୍ଥନୀତି ଏବଂ ପ୍ରାକୃତିକ ପରିସଂସ୍ଥା ନିମନ୍ତେ ଗମ୍ଭୀର ବିପଦର ସୂତ୍ରପାତ କରୁଛି। ଏହି ପରିବେଶୀୟ ସମସ୍ୟାର…
ଅସୀମ କାର୍ଯ୍ୟକାଳ
ଗୋଟିଏ ସମୟରେ ସେବା ନିବୃତ୍ତ ଅନ୍ୟ କିଛି ବିଷୟକୁ ସୂଚିତ କରୁଥିଲା। ଏବେ ଏହା କାର୍ଯ୍ୟକାଳ ବୃଦ୍ଧି କିମ୍ବା ପୁନଃ ନିଯୁକ୍ତିର ଦିନ ହୋଇଗଲାଣି । କେନ୍ଦ୍ର ସ୍ବରାଷ୍ଟ୍ର ସଚିବ ଗୋବିନ୍ଦ ମୋହନ ଏବେ ଭାରତୀୟ କାର୍ଯ୍ୟକାଳ ବୃଦ୍ଧି କରାଯାଉଥିବା ଅଧିକାରୀ…
ଏଇ ଭାରତରେ
କମ୍ ବୟସରେ ପ୍ରକୃତି ଓ ପ୍ରାଣୀଙ୍କୁ ଭଲପାଇବା ଶିଖାଇଲେ ତାହାର ସକାରାତ୍ମକ ପ୍ରତିଫଳନ ପିଲାଙ୍କଠାରେ ଦେଖିବାକୁ ମିଳେ, ଯାହା ଘଟିଛି ଗୁଜରାଟର ହ୍ରିଧିମା ପଟେଲଙ୍କ ଜୀବନରେ। ହ୍ରିଧିମାଙ୍କ ବୟସ ଏବେ ୪ ବର୍ଷ। ସେ ସାପ, କଇଁଛ ଓ ଅନ୍ୟ ଜୀବଙ୍କୁ…
ବିକାଶ ନାମରେ ବିନାଶ ନ ହେଉ
ଆଧୁନିକ ଯୁଗରେ ବିକାଶ କରିବାକୁ ଗଲାବେଳେ ଆମେ କେତେ ଯେ ବିନାଶର ସମ୍ମୁଖୀନ ହେଉଛୁ ତା’ର ହିସାବ କରିବା କଷ୍ଟକର। ବିକାଶ ଓ ବିନାଶ ଗୋଟିଏ ମୁଦ୍ରାର ଦୁଇପାଖ ଭଳି ପ୍ରତୀୟମାନ ହୁଏ। ଯେତେବେଳେ ଗୋଟିଏ ନୂତନ ଜିନିଷ ଗଢ଼ାଯାଏ ସେତେବେଳେ…
ବର୍ଷାଋତୁରେ ଶିଶୁରୋଗର ପ୍ରତିକାର
ବର୍ଷାଋତୁ ଶିଶୁମାନଙ୍କ ପାଇଁ ସ୍ବାସ୍ଥ୍ୟପ୍ରଦ ହୋଇ ନ ଥାଏ। ଅନ୍ୟ ଋତୁ ଅପେକ୍ଷା ବର୍ଷାଋତୁରେ ରୋଗ ଓ ରୋଗୀ ସଂଖ୍ୟା ଆଶାତୀତ ବୃଦ୍ଧି ପାଇଥାଏ। ଋତୁର ପରିବର୍ତ୍ତନ ହେତୁ ବାୟୁମଣ୍ଡଳରେ ଆର୍ଦ୍ରତା ବଢ଼ିଯାଏ, ଉତ୍ତାପ ଅଧିକ ଥାଏ। ଫଳରେ ଶରୀର ମଧ୍ୟରୁ…
ଭୋକ ଓ ଭୟ
ହିନ୍ଦୁ ପୁରାଣ ବିଶ୍ୱ(ଦୁନିଆ) ଓ ଜୀବନ ମଧ୍ୟରେ ପ୍ରଭେଦ ଦର୍ଶାଏ। ଦୁନିଆ ଭୌତ୍ତିକ ଓ ରସାୟନ ବିଜ୍ଞାନ ଉପରେ ଆଧାରିତ। ଜୀବନ ଜୀବବିଜ୍ଞାନ ସହ ଜଡ଼ିତ। ଜୀବନ ଅଛି ତ ଭୋକ(କ୍ଷୁଧା) ଓ ଭୟ ଅଛି। ବିନା ଭୋକ ଓ ଭୟରେ…
ପୋଲ ନ ଭାଙ୍ଗୁ
ଅବ୍ୟବସ୍ଥିତ ଜୀବନଶୈଳୀ ଓ ଅସ୍ବାସ୍ଥ୍ୟକର ଖାଦ୍ୟ ଜୀବନ ପାଇଁ ବିପଦ ପାଲଟିଲାଣି। ଏହାଯୋଗୁ ବିଭିନ୍ନ ପ୍ରକାର ଅଣ-ସଂକ୍ରାମକ ରୋଗ ଯଥା ମଧୁମେହ, ମେଦବହୁଳତା, ଉଚ୍ଚ ରକ୍ତଚାପ, ହୃଦ୍ଘାତ ଦ୍ରୁତ ଗତିରେ ବଢ଼ିଚାଲିଛି। ଯେତେ ରୋଗ ଭାରତୀୟମାନଙ୍କୁ ପ୍ରଭାବିତ କରୁଛି ତନ୍ମଧ୍ୟରୁ ୫୬%…
ଯେଉଁମାନେ ଡେଉଁଥିଲେ
ବିହାର ବିଧାନସଭା ନିର୍ବାଚନ ଚଳିତବର୍ଷ ନଭେମ୍ବରରେ ହେବାର ଅଛି। ତା’ ପୂର୍ବରୁ ଯେଉଁ ପ୍ରସଙ୍ଗଟି ଏବେ ଦେଶବ୍ୟାପୀ ଏକ ବିତର୍କର ବିଷୟ ପାଲଟିଛି, ତା’ ହେଲା ଭୋଟର ତାଲିକାର ସ୍ପେଶାଲ ଇଣ୍ଟେନ୍ସିଭ୍ ରିଭିଜନ ବା ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍ଆଇଆର୍)। ଭୋଟର…
ଏଇ ଭାରତରେ
ବର୍ତ୍ତମାନ ଶ୍ରବଣ କୁମାରଙ୍କ ଭଳି ମାତାପିତାଙ୍କୁ ଭକ୍ତି ପ୍ରଦର୍ଶନ କଥା ଭାବିଲେ ଅସମ୍ଭବ ମନେହୁଏ। କିନ୍ତୁ ଏଭଳି ଭକ୍ତି ପ୍ରଦର୍ଶନ କରି ଉଦାହରଣ ସାଜିଛନ୍ତି ଉତ୍ତରପ୍ରଦେଶ ବୁଲନ୍ଦସହରର ସିକନ୍ଦରାବାଦ ଅଞ୍ଚଳର ଚାରି ପୁଅ ଓମକାର, ସନି, ନୀରଜ ଓ ହେମନ୍ତ। ଏମାନେ…
ଶ୍ୟାମଳ ପୃଥିବୀର ସ୍ବପ୍ନ
କୃତିକ ସମ୍ପଦରେ ଭରପୂର ଆମ ପ୍ରକୃତି। ମୃତ୍ତିକା, ଜଳ, ଉଦ୍ଭିଦ, ଜୀବଜନ୍ତୁ, ଖଣିଜ ଦ୍ରବ୍ୟ ଇତ୍ୟାଦି ଏହାର ଅନ୍ତର୍ଭୁକ୍ତ। ଆଦିମାନବ ଏହାର ସମ୍ପୂର୍ଣ୍ଣ ବ୍ୟବହାର ଶିକ୍ଷା କରି ନ ଥିଲା। ଶିକ୍ଷା ଓ ସଭ୍ୟତାର ଉନ୍ନତି ହେବା ସଙ୍ଗେ ସଙ୍ଗେ ମଣିଷ…
ମହାମହିମଙ୍କୁ ସ୍ବାଗତମ୍
ଆଜି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କ ଜନ୍ମମାଟି ଓଡ଼ିଶା ଗସ୍ତରେ ଆସିବେ। ଓଡ଼ିଶା ମାଟିରେ ପାଦ ଦେବାର ଅବ୍ୟବହିତ ପୂର୍ବରୁ ଭାରତବର୍ଷର ଏହି ମହାନ୍ ବିଭୂତିଙ୍କୁ ଓଡ଼ିଶାର ଏହି ପବିତ୍ର ମାଟିକୁ ହୃଦୟର ସହ ସ୍ବାଗତ କରୁଛି। ସାଢ଼େ ୪…
ନାଗରିକ ଅସହାୟ
ବାଲେଶ୍ୱର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଇଣ୍ଟିଗ୍ରେଟେଡ୍ ବି.ଏଡ୍. ଦ୍ୱିତୀୟ ବର୍ଷର ଛାତ୍ରୀ ୧୨ ଜୁଲାଇରେ ଅଧ୍ୟକ୍ଷଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଆତ୍ମାହୁତି ଉଦ୍ୟମ କରି ପ୍ରାୟ ୯୦ ପ୍ରତିଶତ ପୋଡ଼ିଯାଇଛନ୍ତି। କଲେଜ ଶିକ୍ଷା ବିଭାଗର ମୁଖ୍ୟ ତାଙ୍କୁ ବାରମ୍ବାର ଯୌନ ତଥା…
Archives


