ଜଗନ୍ନାଥ ସଂସ୍କୃତିର ସୁରକ୍ଷା ଲୋଡ଼ା
ସାରା ଜଗତର ପାଳନକର୍ତ୍ତା ପ୍ରଭୁ ଜଗନ୍ନାଥ ଓଡ଼ିଶାରେ କୋଉ ଆଦିମ କାଳରୁ ପୂଜା ପାଇଆସୁଛନ୍ତି । ବାର ଶହ ଶତାବ୍ଦୀରେ ନିର୍ମିତ ଜଗନ୍ନାଥ ମନ୍ଦିରର କାରୁକାର୍ଯ୍ୟ, ସାଂସ୍କୃତିକ ଓ ଆଧ୍ୟାତ୍ମିକ ପରିବେଶ ଭାରତ ଓ ଭାରତ ବାହାରେ ଥିବା ଲକ୍ଷ ଲକ୍ଷ…
ମଣିଷକୁ ଚିହ୍ନିବେ କେମିତି : ଗୀତାରୁ ଶିକ୍ଷା
କଥାରେ ଅଛି, ଯାହା ନାହିଁ ଭାରତେ ତାହା ନାହିଁ ଭାରତେ-ଅର୍ଥାତ୍ ଏମିତି କିଛି କଥା ନାହିଁ ଯାହା ମହାଭାରତରେ ନାହିଁ। ଯେହେତୁ ଶ୍ରୀମଦ୍ ଭଗବଦ୍ ଗୀତା ହେଉଛି ମହାଭାରତର ଏକ ସଂକ୍ଷିପ୍ତ ସଂସ୍କରଣ, ସେଇ ଦୃଷ୍ଟିରୁ ମଣିଷର ଏପରି କିଛି ଆବଶ୍ୟକ…
ଇରାନର ପରମାଣୁ ଶକ୍ତି
ଇସ୍ରାଏଲ ଓ ହମାସ ମଧ୍ୟରେ ଯୁଦ୍ଧ ସରି ନ ଥିବା ବେଳେ ମଧ୍ୟପ୍ରାଚ୍ୟରେ ଆଉ ଏକ ଯୁଦ୍ଧ ଆରମ୍ଭ ହୋଇଯାଇଛି। ସଦ୍ୟ ଯୁଦ୍ଧରେ ଇସ୍ରାଏଲ ଗୋଟିଏ ପକ୍ଷରେ ଥିବା ବେଳେ ଆରପଟେ ଇରାନ। ଏଭଳି ଯୁଦ୍ଧ ଦେଖି ବିଶ୍ୱବାସୀ ଆଶ୍ଚର୍ଯ୍ୟ ହେବାର…
ଏଇ ଭାରତରେ
ତାମିଲନାଡୁର ୪୧ ବର୍ଷୀୟ ଥୋକାପ୍ପିୟାନ ଶିବରାଜ ଜଣେ କନ୍ଷ୍ଟେବଲ। ଘର ତାମିଲନାଡୁର ଭିଲ୍ଲୁପୁରମା କପ୍ପୁରରେ। ଶିବରାଜ ତାଙ୍କ ଫାର୍ମଲାଣ୍ଡକୁ ଏକ ଫ୍ରି ଏକାଡେମୀରେ ପରିଣତ କରିଦେଇଛନ୍ତି। ଅର୍ଥନୀତିରେ ସ୍ନାତକୋତ୍ତର ଡିଗ୍ରୀ ପରେ ଆଗକୁ ପଢ଼ିବାକୁ ତାଙ୍କର ଇଚ୍ଛା ଥିଲେ ବି ଅର୍ଥାଭାବ…
ଶରୀରକୁ ଫିଟ୍ ରଖେ ଦୋଳି
ରଜପର୍ବ ଭିତରେ ଝିଅ ଆଉ ମହିଳାମାନଙ୍କ ସବୁଠାରୁ ଦୁର୍ବଳତା ହେଉଛି ରଜ ଦୋଳି। ରଜ ଦୋଳି ଏଯାବତ କେବଳ ବିଭିନ୍ନ ଗାଁ ଗଣ୍ଡାରେ ନୁହେଁ ସହରରେ ମଧ୍ୟ ଏହାର ଆକର୍ଷଣ ବଢ଼ୁଛି। ତେବେ ଆମେ ଏହି ରଜ ଦୋଳି ଆଲୋଚନା ସମୟରେ…
ଗାଦି ଛାଡ଼ିବାକୁ ପଡ଼ିବ
ତ୍ୟେକ ମଣିଷ ପ୍ରକାରାନ୍ତରେ ଜଣେ ଜଣେ ଉପଭୋକ୍ତା। ଜଣେ ଉପଭୋକ୍ତା ହିସାବରେ ସେ ଚାହେଁ ବଜାରରୁ ଜିନିଷଟିଏ ବାଛିଲା ବେଳେ ବା କିଣିଲା ସମୟରେ ଜମା ଠକାମିରେ ନ ପଡୁ। ଯଦି ଆମେ କିଛି କିଣୁ ଓ ଭୁଲ୍ରେ ଖରାପ ଜିନିଷଟିଏ…
ଲୋହାନିଙ୍କୁ ଦାୟିତ୍ୱ
ଅଶ୍ୱିନୀ ଲୋହାନିଙ୍କୁ ପ୍ରଧାନମନ୍ତ୍ରୀଙ୍କ ସଂଗ୍ରହାଳୟ ଓ ପୁସ୍ତକାଳୟର ନିର୍ଦ୍ଦେଶକ ଭାବେ ନିଯୁକ୍ତ କରାଯାଇଛି। ତାଙ୍କ ନିଯୁକ୍ତି କେବଳ କ୍ୟାରିୟରର ଏକ ମୋଡ଼ ନୁହେଁ, ବରଂ ଅନେକ ଗୁରୁତ୍ୱପୂର୍ଣ୍ଣ ପଦବୀରେ ରହି ଅଭିଜ୍ଞତା ସାଉଁଟିବା ପରେ ଏବେ ସେ ପୂର୍ବ ଦାୟିତ୍ୱକୁ ଫେରିଛନ୍ତି।…
ପ୍ଲାଷ୍ଟିକ ସଙ୍କଟ ଓ ପ୍ରତିକାର
ଏକ ଚମତ୍କାର ସାମଗ୍ରୀ ରୂପେ ପ୍ଲାଷ୍ଟିକ୍ର ବ୍ୟବହାର ଉପରେ ମାନବଜାତିର ନିର୍ଭରଶୀଳତା କ୍ରମଶଃ ଯେତିକି ବୃଦ୍ଧିପ୍ରାପ୍ତ ହେଉଛି, ବୈଜ୍ଞାନିକ ଗବେଷଣାଲବ୍ଧ ତଥ୍ୟସବୁ ଏହାର ନକାରାତ୍ମକ ଦିଗକୁ ସେତେ ସ୍ପଷ୍ଟ ଭାବରେ ଉନ୍ମୋଚିତ କରୁଛି। ଏକ ବୈପ୍ଲବିକ ପରିବର୍ତ୍ତନକାରୀ ସାମଗ୍ରୀ ରୂପେ ବିଂଶ…
ମଣିଷତ୍ୱ ହ୍ରାସ ପାଉଛି
ଭାରତ ଉପରେ ଯେତେବେଳେ ଇଂରେଜ ଶାସନ କରୁଥିଲେ, ସେତେବେଳେ ତାଙ୍କ ନିଜ ସୁବିଧା ଓ ଯାତାୟାତ ପାଇଁ ବମ୍ବେରୁ ଠାଣେ ପର୍ଯ୍ୟନ୍ତ ରେଳ ଲାଇନ୍ ପକାଇ ୧୬ ଏପ୍ରିଲ ୧୮୫୩ରେ ପ୍ରଥମେ ଯାତ୍ରୀବାହୀ ଟ୍ରେନ୍ ଚଳାଚଳ ଆରମ୍ଭ କରିଥିଲେ। ଏବେ ‘ଇଣ୍ଡିଆନ୍…
ଏବେ ଡିଜିପିନ୍
ଭାରତୀୟ ଡାକ ୧ ଅକ୍ଟୋବର ୧୮୫୪ରେ ଇଂରେଜ ଅମଳରେ ପ୍ରତିଷ୍ଠା କରାଯାଇଥିଲା। ଯୋଗାଯୋଗର ପ୍ରମୁଖ ମାଧ୍ୟମ ରହିଆସିଥିବା ଏହି ବିଭାଗର ଗୁରୁତ୍ୱ ପୋଷ୍ଟକାର୍ଡ ଭଳି ଚିଠିପତ୍ର, ମନି ଅର୍ଡର ପରି ଅତ୍ୟାବଶ୍ୟକ ସେବା ଯୋଗାଇ ଲୋକଙ୍କ ପ୍ରିୟ ହୋଇପାରିଥିଲା। ହାତପାଆନ୍ତାରେ ଥିବା…
ଏଇ ଭାରତରେ
ସ୍ବାର୍ଥ ପାଇଁ ବେଳେବେଳେ ରକ୍ତସମ୍ପର୍କୀୟମାନେ ବି ବିଶ୍ୱାସଘାତକତା କରିବାକୁ ପଛାନ୍ତି ନାହିଁ। ହେଲେ ବିଶ୍ୱସ୍ତ ପ୍ରାଣୀ କୁକୁର କିନ୍ତୁ ଆବଶ୍ୟକସ୍ଥଳେ ମାଲିକର ଜୀବନ ରକ୍ଷା କରିବା ପାଇଁ ନିଜ ଜୀବନକୁ ବି ବାଜି ଲଗାଇ ଦେଇଥାଏ। ଠିକ୍ ଏମିତି ଏକ ଉଦାହରଣ…
ମୁଁ ମୂଲିଆ କହୁଛି
ମୂଲିଆ। ମୂଲ ନ ଲାଗିଲେ ଘରେ ଆମର ଚୁଲି ଅଜଳା ରହେ। ଆଉ ସାଧାରଣତଃ ଆମେ ବହୁକୁଟୁମ୍ବୀ। ସହରରେ ମୂଲ ଅଧିକା। କାମ ବି ମିଳେ। କିନ୍ତୁ ଗାଁ ଗହଳିରେ କାମ ମିଳୁଛି ବା କାହାକୁ ! ସମସ୍ତେ ତ ଆମ…
Archives


