Tag Archives: Dharitri Editorial

ଭିଡ଼କୁ ଭୟ କରୁଛନ୍ତି କି

ମାନୁ ମାଉସୀଙ୍କୁ ମୁଁ ପୁରୀ ରଥଯାତ୍ରା ଦେଖିଯିବାକୁ କହିଲି। ସେ ମନାକଲେ। କାରଣ ପଚାରିବାରୁ କହିଲେ- ମୁଁ ପିଲାବେଳେ ଥରେ ରଥଯାତ୍ରାକୁ ଯାଇଥିଲି। ଭିଡ଼ରେ ମତେ ଚାରିକଡ଼ୁ ଚାପିଦେଲେ। ସେହି ଦିନଠାରୁ ଭିଡ଼ ଦେଖିଲେ ମତେ ଡର ଲାଗେ। ମୁଁ କହିଲି…

ମୋଦିଜୀ ସୁ-ସ୍ବାଗତମ୍‌

ସାଢ଼େ ଚାରି କୋଟି ଓଡ଼ିଆ ସହିତ ମିଶି ମୁଁ ଜଣେ ଓଡ଼ିଆ ଭାବରେ ଆମର ପ୍ରିୟ ପ୍ରଧାନମନ୍ତ୍ରୀଙ୍କୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କର ଏହି ପବିତ୍ର ମାଟିକୁ ସ୍ବାଗତ କରୁଛି। ଏହା ଭିତରେ ମୋଦିଜୀ ଦେଶର ପ୍ରଧାନମନ୍ତ୍ରୀ ଭାବରେ ଦାୟିତ୍ୱ ସମ୍ଭାଳିବାର ୧୧ ବର୍ଷ…

ସିରିଆବାସୀଙ୍କ ଆଶା

ଅତ୍ୟଧିକ ତଥା ଅନିୟନ୍ତ୍ରିତ ମୁଦ୍ରାସ୍ଫୀତି ଏକ ଶତାବ୍ଦୀ ପୂର୍ବର ଓ୍ବେମର ରିପବ୍ଲିକ୍‌ (ପ୍ରଥମ ବିଶ୍ୱଯୁଦ୍ଧ ପରେ ୧୯୧୮- ୩୩ ମଧ୍ୟରେ ଗଠିତ ଜର୍ମାନୀ) ପାଇଁ ବଡ଼ ସମସ୍ୟାର କାରଣ ପାଲଟିଥିଲା। ସେତେବେଳେ ଜର୍ମାନୀର ଅନେକ ନାଗରିକ ଯେଭଳି ଘର ଛାଡ଼ି ଚାଲିଯାଇଥିଲେ,…

ଏଇ ଭାରତରେ

ପେସାରେ ଡାକ୍ତର, କିନ୍ତୁ ସେ ରହୁଥିବା ଦକ୍ଷିଣ ଦିଲ୍ଲୀର ନବଜୀବନ ବିହାର କଲୋନିକୁ ବର୍ଜ୍ୟମୁକ୍ତ କରିପାରିଛନ୍ତି। ଏହି ମହିଳା ଡାକ୍ତର ଜଣକ ହେଉଛନ୍ତି ଡା. ରୁବି ମାଖିଜା। ସେହି କଲୋନିରେ ୨୮୦ ପରିବାର ରହୁଛନ୍ତି। ସେମାନେ ଘର ସାମ୍ନାରେ ବର୍ଜ୍ୟବସ୍ତୁ ଠୁଳକରି…

ଭବିଷ୍ୟତ କେତେ ସୁରକ୍ଷିତ

ଆମେ ସଭିଏଁ ଜାଣୁ ବୃଦ୍ଧି ଓ ବିକାଶ ସଜୀବର ଏକ ଲକ୍ଷଣ। ପ୍ରାଣୀ ହେଉ କି ଉଦ୍ଭିଦ ଏମାନେ ଛୋଟରୁ ବଡ଼ ହୁଅନ୍ତି। କିନ୍ତୁ ନିର୍ଜୀବର ଏ ଲକ୍ଷଣ ନ ଥାଏ। ଛୋଟ ପଥରଟିଏ ସମୟ କ୍ରମରେ ବଡ଼ ଶିଳା ଖଣ୍ଡରେ…

ସମବାୟରେ କୃଷିର ବିକାଶ

ସ୍ବାଧୀନତା ପରେ ଭାରତ ଖାଦ୍ୟଶସ୍ୟରେ ନିଅଣ୍ଟ ଥିବାରୁ ସମସ୍ତଙ୍କୁ ଦୁଇଓଳି ଖାଦ୍ୟ ଦେବା ପାଇଁ ସରକାର ‘ମାର୍ଶାଲ’ ଯୋଜନାରେ ‘ପିଏଲ୍‌ଏ ୪୮୦’ ଚୁକ୍ତି ଅନୁଯାୟୀ ଦେଶର ବୈଦେଶିକ ମୁଦ୍ରା ବିନିମୟରେ ଆମେରିକାରୁ ବାର୍ଷିକ ୨୦ରୁ ୫୦ ଲକ୍ଷ ଟନ୍‌ ଚାଉଳ ଓ…

ହଇଜା ଆସିଲା

ଚିକିତ୍ସା କ୍ଷେତ୍ରରେ ବ୍ୟାପକ ଯୋଜନା ସତ୍ତ୍ୱେ ବାରମ୍ବାର ଡାଇରିଆ ବ୍ୟାପୁଛି। ଏହାକୁ ନିୟନ୍ତ୍ରଣ କରାଯାଇପାରୁନାହିଁ। ଏବେ ଯାଜପୁର ଜିଲାରେ ଏହାର ସଂକ୍ରମଣ ଉଦ୍‌ବେଗର କାରଣ ହୋଇଛି ଏବଂ ଜିଲାର ବିଭିନ୍ନ ସ୍ଥାନରେ ୧୮ ଜଣଙ୍କର ମୃତ୍ୟୁ ହେବା ସହ ୨୦୦ରୁ ଊର୍ଦ୍ଧ୍ୱ…

ସବୁଥିରେ ବେପାର ନ ହେଉ

ଭାରତରେ ଏଇ କିଛିବର୍ଷ ହେବ ବିକାଶ ନାମରେ ପ୍ରକୃତିଦତ୍ତ ପରିବେଶ ସହ ସାଲିସ କରିଦିଆଯାଉଥିବାରୁ ବିପର୍ଯ୍ୟୟ ମାତ୍ରାଧିକ ହେଲାଣି। ତାହାର ପରିଣାମ ସ୍ପଷ୍ଟ ଦୃଶ୍ୟମାନ ହେଉଥିବା ବେଳେ ସରକାରୀ ବ୍ୟବସ୍ଥା ସେଥିପ୍ରତି ନିଘା ଦେଉନାହିଁ। ଏହା ପଛରେ ରହିଥିବା କାରଣଟିକୁ ଖୋଜିଲେ…

ଜଗନ୍ନାଥ ସଂସ୍କୃତିର ସୁରକ୍ଷା ଲୋଡ଼ା

ସାରା ଜଗତର ପାଳନକର୍ତ୍ତା ପ୍ରଭୁ ଜଗନ୍ନାଥ ଓଡ଼ିଶାରେ କୋଉ ଆଦିମ କାଳରୁ ପୂଜା ପାଇଆସୁଛନ୍ତି । ବାର ଶହ ଶତାବ୍ଦୀରେ ନିର୍ମିତ ଜଗନ୍ନାଥ ମନ୍ଦିରର କାରୁକାର୍ଯ୍ୟ, ସାଂସ୍କୃତିକ ଓ ଆଧ୍ୟାତ୍ମିକ ପରିବେଶ ଭାରତ ଓ ଭାରତ ବାହାରେ ଥିବା ଲକ୍ଷ ଲକ୍ଷ…

ମଣିଷକୁ ଚିହ୍ନିବେ କେମିତି : ଗୀତାରୁ ଶିକ୍ଷା

କଥାରେ ଅଛି, ଯାହା ନାହିଁ ଭାରତେ ତାହା ନାହିଁ ଭାରତେ-ଅର୍ଥାତ୍‌ ଏମିତି କିଛି କଥା ନାହିଁ ଯାହା ମହାଭାରତରେ ନାହିଁ। ଯେହେତୁ ଶ୍ରୀମଦ୍‌ ଭଗବଦ୍‌ ଗୀତା ହେଉଛି ମହାଭାରତର ଏକ ସଂକ୍ଷିପ୍ତ ସଂସ୍କରଣ, ସେଇ ଦୃଷ୍ଟିରୁ ମଣିଷର ଏପରି କିଛି ଆବଶ୍ୟକ…

ଇରାନର ପରମାଣୁ ଶକ୍ତି

ଇସ୍ରାଏଲ ଓ ହମାସ ମଧ୍ୟରେ ଯୁଦ୍ଧ ସରି ନ ଥିବା ବେଳେ ମଧ୍ୟପ୍ରାଚ୍ୟରେ ଆଉ ଏକ ଯୁଦ୍ଧ ଆରମ୍ଭ ହୋଇଯାଇଛି। ସଦ୍ୟ ଯୁଦ୍ଧରେ ଇସ୍ରାଏଲ ଗୋଟିଏ ପକ୍ଷରେ ଥିବା ବେଳେ ଆରପଟେ ଇରାନ। ଏଭଳି ଯୁଦ୍ଧ ଦେଖି ବିଶ୍ୱବାସୀ ଆଶ୍ଚର୍ଯ୍ୟ ହେବାର…

ଏଇ ଭାରତରେ

ତାମିଲନାଡୁର ୪୧ ବର୍ଷୀୟ ଥୋକାପ୍ପିୟାନ ଶିବରାଜ ଜଣେ କନ୍‌ଷ୍ଟେବଲ। ଘର ତାମିଲନାଡୁର ଭିଲ୍ଲୁପୁରମା କପ୍ପୁରରେ। ଶିବରାଜ ତାଙ୍କ ଫାର୍ମଲାଣ୍ଡକୁ ଏକ ଫ୍ରି ଏକାଡେମୀରେ ପରିଣତ କରିଦେଇଛନ୍ତି। ଅର୍ଥନୀତିରେ ସ୍ନାତକୋତ୍ତର ଡିଗ୍ରୀ ପରେ ଆଗକୁ ପଢ଼ିବାକୁ ତାଙ୍କର ଇଚ୍ଛା ଥିଲେ ବି ଅର୍ଥାଭାବ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri