Tag Archives: Dharitri Editorial

ନିଶାମୁକ୍ତ କେନ୍ଦ୍ର

ଓଡ଼ିଶା ସମେତ ଦେଶର ବିଭିନ୍ନ ପ୍ରାନ୍ତରେ ସମୟ ଅନ୍ତରରେ ଖବର ଶୁଣିବାକୁ ମିଳେ ଡି-ଆଡିକ୍‌ଶନ ସେଣ୍ଟର ବା ନିଶା ନିବାରଣ କେନ୍ଦ୍ରରେ ଯୁବକଙ୍କ ମୃତ୍ୟୁ ଘଟିଛି। ଏ କ୍ଷେତ୍ରରେ ଘରଲୋକ ଅଭିଯୋଗ କରିଥାଆନ୍ତି ସେମାନଙ୍କ ପିଲାଙ୍କୁ ନିଶା ମୁକ୍ତ କେନ୍ଦ୍ରର କର୍ମଚାରୀ…

ଏଇ ଭାରତରେ

ଛତିଶଗଡ଼ର ସମୀକ୍ଷା ଚନ୍ଦ୍ରକର ଟମାଟୋ ଓ ଅନ୍ୟାନ୍ୟ ପରିବା ଚାଷକରି ସେଥିରୁ ୨୦୨୩-୨୪ ବର୍ଷରେ ୧.୫ କୋଟି ଟଙ୍କା ରୋଜଗାର କରିଛନ୍ତି। ବିଶେଷକରି ସେ ଟମାଟୋ ଚାଷ ଉପରେ ଅଧିକ ଗୁରୁତ୍ୱ ଦେଉଛନ୍ତି। ଉତ୍ପାଦିତ ଟମାଟୋକୁ ସେ ନୂଆଦିଲ୍ଲୀ, ବେଙ୍ଗାଲୁରୁ, ରାୟପୁର,…

କାଳୀପୂଜା ରକେଟ୍‌ ଓ ଚନ୍ଦ୍ର ଅଭିଯାନ

ରାମାୟଣ ଅନୁସାରେ, ରାବଣଙ୍କୁ ବଧ ସହ ୧୪ ବର୍ଷ ବନବାସ ଶେଷ କରି ଯେତେବେଳେ ପ୍ରଭୁ ଶ୍ରୀରାମଚନ୍ଦ୍ର ଦେବୀ ସୀତା ଓ ଭାଇ ଲକ୍ଷ୍ମଣଙ୍କୁ ଧରି ଅଯୋଧ୍ୟାକୁ ଫେରିଲେ, ରାଜ୍ୟବାସୀ ପ୍ରଦୀପ ଜାଳି ତାଙ୍କୁ ସ୍ବାଗତ କରିଥିଲେ। ବିଜୟୀଙ୍କୁ ପ୍ରଦୀପ ଜାଳି…

ନିଖୋଜ ଶିଶୁ

ଆମ ଦେଶରେ ଶିଶୁମାନଙ୍କ ଶାରୀରିକ ଓ ମାନସିକ ବିକାଶ ପାଇଁ ସରକାର ବିଭିନ୍ନ ଯୋଜନା କରିଛନ୍ତି। ସେମାନଙ୍କ ସୁରକ୍ଷା ପାଇଁ ଅନେକ ଆଇନକାନୁନ ପ୍ରଣୟନ ହୋଇଛି। ଶିକ୍ଷା ଓ ସ୍ବାସ୍ଥ୍ୟର ବିକାଶ ପାଇଁ ମଧ୍ୟ ବିଭିନ୍ନ ଯୋଜନା କରାଯାଇଛି। ଏହା ସତ୍ତ୍ୱେ…

ରାଜାଙ୍କ ପୋଷାକ

ଦ୍ୱିତୀୟ ଥର ଆମେରିକା ରାଷ୍ଟ୍ରପତି ହେବା ପରେ ଡୋନାଲ୍ଡ ଟ୍ରମ୍ପ୍‌ ନେଉଥିବା ନିଷ୍ପତ୍ତି ଅନ୍ତର୍ଜାତୀୟ ସ୍ତରରେ ସମାଲୋଚନାର ଶିକାର ହେଉଥିବା ବେଳେ ଏବେ ନିଜ ଦେଶର ନାଗରିକଙ୍କ ଦ୍ୱାରା ପ୍ରତିବାଦର ସମ୍ମୁଖୀନ ହେଲେଣି। ୧୮ ଅକ୍ଟୋବରରେ ଆମେରିକାର ସମସ୍ତ ୫୦ ରାଜ୍ୟରେ…

ଜୀବନର ଗତିପଥ

ଉ ଯାହା ହେଉ ନ ହେଉ, ଜୀବନର ଗତିପଥ କ୍ୱଚିତ ଏକ ପ୍ରତ୍ୟାଶିତ ସରଳରେଖାରେ ଗତିକରେ। ଯାତ୍ରୀକୁ ମଧୁର ପ୍ରତାରଣା ପ୍ରଦାନ କରିବା ଏହି ଗତିପଥର ପ୍ରମୁଖ ଲକ୍ଷଣ! ଏବେ ସେମିତି କିଛି ପ୍ରତାରଣାର ସ୍ବାଦୁ ଚାଖିବା, ଯାହା ଯାତ୍ରୀ ପାଇଁ…

ନିର୍ଦ୍ଦିଷ୍ଟ ଲକ୍ଷ୍ୟ ନାହିଁ

ଭାରତ ଓ ଜି୨୦ ସମ୍ପର୍କରେ କ’ଣ ମନେଅଛି ବୋଲି ଯଦି ପ୍ରଶ୍ନ କରାଯାଏ, ତେବେ ହୁଏତ ମୋ ଭଳି ଅନେକ ପାଠକ ଉତ୍ତର ଦେବେ ଯେ, ଦୁଇ ବର୍ଷ ପୂର୍ବେ ଭାରତ ଜି୨୦ର ଅଧ୍ୟକ୍ଷତା କରୁଥିଲାବେଳେ ଏ ସମ୍ପର୍କରେ ପ୍ରଚାରପତ୍ର ଓ…

ଏଇ ଭାରତରେ

ହାଇଦ୍ରାବାଦସ୍ଥିତ ମହିନ୍ଦ୍ରା ୟୁନିଭର୍ସିଟିରେ ଇଞ୍ଜିନିୟରିଂ ପଢୁଥିବା ୨୨ ବର୍ଷୀୟ ରାହୁଲ ଆର୍‌ପାକା ରକ୍ଷକ ନାମକ ଏକ ରୋବୋ ନିର୍ମାଣ କରିଛନ୍ତି। ଏହାକୁ ନିର୍ମାଣ କରିବା ପାଇଁ ମହିନ୍ଦ୍ରା କମ୍ପାନୀ ତାଙ୍କୁ ସହଯୋଗ କରିଛି। ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ( ଏଆଇ) ବା କୃତ୍ରିମ ବୁଦ୍ଧିମତ୍ତା…

ଆଢୁଆଳର ଦୁଇ କଥା

ଢ଼ୁଆଳର ଦୁଇ କଥା, ଯାହା ଉପରେ ସାରା ସମାଜ ଛିଡ଼ା ହୋଇଛି କହିଲେ ଅତ୍ୟୁକ୍ତି ହେବ ନାହିଁ। ତାହା ଅତି ଶକ୍ତିଶାଳୀ, ତାହାର ଠିକ୍‌ ଉପଯୋଗ ନ ହେଲେ ସମାଜର ଅନେକ କ୍ଷତି ଘଟାଇବ, ଆମେ ମଧ୍ୟ କହିପାରିବା ସମାଜରେ ଯେତେ…

ଆଶୀର୍ବାଦର ଛାଇ

ସମାଜରେ ଲୋକମାନେ ଯେତେବେଳେ ଜାଣିବାକୁ ପାଆନ୍ତି ଯେ ଝିଅ ବଦଳରେ ପୁଅଟିଏ ଜନ୍ମ ହୋଇଛି, ସେହି ମୁହୂର୍ତ୍ତରେ ସେମାନଙ୍କ ମନ ଆନନ୍ଦର ସବୁ ସୀମାକୁ ଲଙ୍ଘିଯାଇଥାଏ। ପରବର୍ତ୍ତୀ ସମୟରେ, ହାତଧରି ଚାଲି ଶିଖାଇବାଠାରୁ ଆରମ୍ଭ କରି କାନ୍ଧରେ ବସେଇ ଯାନିଯାତ୍ରା ବୁଲାଇବା…

ଅର୍ଥନୀତି ଓ ଅସମାନତା

ଏବେ ଅତ୍ୟନ୍ତ ଭୟାନକ ଓ କଷ୍ଟଦାୟକ ସମୟରେ ଅସମାନତା ବୃଦ୍ଧି ପାଉଛି । ଏହା ଭିତରେ ଅନେକ ଦେଶର ରାଜନେତାମାନେ ଗରିବଙ୍କୁ ଲାଭ ଦେଉଥିବା କାର୍ଯ୍ୟକ୍ରମ ଓ ସେବାକୁ ସୀମିତ କରୁଛନ୍ତି । ଏହା ବ୍ୟତୀତ ପ୍ରବାସୀ ଓ ଶରଣାର୍ଥୀଙ୍କ ବିରୋଧରେ…

ରଦ୍ଦି କାଗଜ

ଭାରତରେ ଗବେଷଣା ସ୍ତର କିଭଳି ରହିଛି ତାହାର ଏକ ନମୁନା ଏବେ ଦେଖିବାକୁ ମିଳିଛି। ଗତ ୪ ମାସ ତଳେ ଇଣ୍ଡିଆନ୍‌ ଏକାଡେମୀ ଅଫ୍‌ ସାଇନ୍ସର ପୂର୍ବତନ ସଭାପତି ପାର୍ଥ ମଜୁମଦାର, ବାଙ୍ଗାଲୋର ବିଶ୍ୱବିଦ୍ୟାଳୟର ପୂର୍ବତନ କୁଳପତି ଏଚ୍‌. ଏ. ରଙ୍ଗନାଥ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?