Tag Archives: Dharitri Editorial

ସମାପ୍ତି ହେଉନାହିଁ

ଦକ୍ଷିଣ ବମ୍ବେର ବାଲାର୍ଡ ଇଷ୍ଟେଟରେ ଥିବା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ବିଲ୍ଡିଂ ଗତ ଦଶନ୍ଧିରେ ଚର୍ଚ୍ଚାର କେନ୍ଦ୍ରରେ ରହି ଆସିଛି। ଅନେକ ଗୁରୁତ୍ୱପୂର୍ଣ୍ଣ ବା ହାଇ ପ୍ରୋଫାଇଲ ବ୍ୟକ୍ତିଙ୍କୁ ସମ୍ପୃକ୍ତ କରି ହୋଇଥିବା ମାମଲାଗୁଡ଼ିକର ତଦନ୍ତକୁ ନେଇ ବହୁ ସମୟରେ ଏହା ବିବାଦୀୟ…

କେହି କାହାରିକୁ ଶିଖାନ୍ତି ନାହିଁ

ଗୁରୁ ଟିକିଏ ନିଶ୍ଚୁପ ହୋଇ ନବାଗତଙ୍କ ଆଡ଼େ ଦୃଷ୍ଟିପାତ କରୁଥିଲେ। କିଛିକ୍ଷଣ ପରେ ନୀରବତା ଭଙ୍ଗ କରି ଗୁରୁ କହିଲେ- ବତ୍ସ! ତୁମେ ମୋ ପାଖକୁ ଆସିଛ, ତେଣୁ ମୁଁ ଏହାକୁ କୃପା ବୋଲି ସ୍ବୀକାର କରୁଛି। ଯାହାଙ୍କ ଦ୍ୱାରା ତୁମେ…

ଉଦ୍‌ଘାଟନୀ ଉପକଥା

ଟିଏ ଘଟଣା ବିଷୟରେ ଚିନ୍ତା କରାଯାଉ। ପରିବେଶ ସୁରକ୍ଷା ଉପରେ ରାଜ୍ୟସ୍ତରୀୟ କର୍ମଶାଳା ହେଉଥିବ। ଆବଦ୍ଧ ସଭାଗୃହ ମଧ୍ୟରେ ଭରି ରହିଥିବେ ଦର୍ଶକ। ସାଜସଜ୍ଜା ବେଶ୍‌ ମନଲୋଭା ହୋଇଥିବ। ରଙ୍ଗବେରଙ୍ଗର ଫୁଲରେ ସଜେଇ ହୋଇଥିବ ସଭାମଞ୍ଚ। ସମ୍ମିଳନୀ କକ୍ଷର ପରିବେଶକୁ ଶୀତଳ…

ଫ୍ରାନ୍ସିସ୍‌ଙ୍କ ଯୁଗ

୨୧ ଏପ୍ରିଲରେ ପୋପ୍‌ ଫ୍ରାନ୍ସିସଙ୍କର ୮୮ ବର୍ଷ ବୟସରେ ଦେହାନ୍ତ ହୋଇଛି। ରୋମାନ କାଥୋଲିକ ଚର୍ଚ୍ଚର ୨୦୦୦ ବର୍ଷ ପୁରୁଣା ପୋପ୍‌ ଇତିହାସରେ ଏକ ବିରଳ ବ୍ୟକ୍ତିତ୍ୱର ଅନ୍ତ ଘଟିଛି। ଫ୍ରାନ୍ସିସଙ୍କ ପରେ ଅନ୍ୟ ନଅ ଜଣ ବ୍ୟକ୍ତିଙ୍କର ନାମ ଏବେ…

ଏଇ ଭାରତରେ

ନିନ୍ଦା, ଟାହିଟାପରା କରିବା ଲୋକେ ତ ସମାଜରେ ଅନେକ ମିଳନ୍ତି, କିନ୍ତୁ ଲୋକନିନ୍ଦାକୁ ନିଜର ସାମର୍ଥ୍ୟ କରି ଗଢ଼ି ତୋଳନ୍ତି କ୍ୱଚିତ୍‌। ଏମିତି ଜଣେ ବ୍ୟକ୍ତିତ୍ୱ ହେଉଛନ୍ତି ବିହାର ରାଜ୍ୟ ମୁଜାଫରପୁରର ସଞ୍ଜୟ କୁମାର। ୨୫ ବର୍ଷ ହେଲା ସେ ଦିବ୍ୟାଙ୍ଗମାନଙ୍କୁ…

ବୁଦ୍ଧିଜୀବୀ ବନାମ ରାଜନେତା

ନସାଧାରଣଙ୍କ ପୁଞ୍ଜିରେ ନିର୍ମିତ ବିଭିନ୍ନ ପ୍ରକାର ଲୋକାର୍ପଣ ଉତ୍ସବଗୁଡ଼ିକରେ ଫିତାକଟା ସମୟରେ ଅତିଥି ଭାବରେ ଉପସ୍ଥିତ ବ୍ୟକ୍ତିମାନଙ୍କ ମଧ୍ୟରେ ମୁଖ୍ୟତଃ ରାଜନେତାଙ୍କର ଫଟୋ ଦେଖିବାକୁ ମିଳୁଛି। ଡାକ୍ତର ହିସାବରେ ବିଗତ ୫୦ ବର୍ଷ ଧରି ଦେଖିଆସୁଛି ଯେ ଚିକିତ୍ସାଳୟରେ କୌଣସି ଲୋକାର୍ପଣ…

ମଣିଷ ଦର

ମଗ୍ରିକ ଭାବେ ବିଚାରକଲେ ଦର ହେଉଛି ଏକ ମୂଲ୍ୟ ନିରୂପଣର ମାଧ୍ୟମ। ତେବେ ବସ୍ତୁ, ସାମଗ୍ରୀ ଆଦି ଯଥାର୍ଥରେ ମୂଲ୍ୟ ନିରୂପଣ ଯୋଗ୍ୟ ବା କରିବା ବିଧେୟ, ଯେଉଁଥିରେ ନିହିତ ଥାଏ ଆବଶ୍ୟକତା। ମାତ୍ର ମଣିଷର ଦର କଥା ଆଲୋଚନାକଲେ ସ୍ବତଃ…

ଭାଷା ଭେଳିକି

ସାଧାରଣରେ କୁହାଯାଇଥାଏ ଆମେ ଭାରତୀୟ ଜାତି, ଧର୍ମ, ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ସମାନ। ସମ୍ବିଧାନରେ ସବୁ ପ୍ରକାର ନିରପେକ୍ଷତା ଉପରେ ଗୁରୁତ୍ୱ ଦିଆଯାଇଛି। କିନ୍ତୁ ବାସ୍ତବରେ ଦେଖିଲେ ଏଠାରେ ତା’ର ଓଲଟା ପ୍ରତିଫଳନ ହେଉଛି। ଜାତିଗତ ବିଭେଦ, ଉଚ୍ଚ ନୀଚ ପ୍ରଭେଦ,…

ହିନ୍ଦୀରେ ଇଂଲିଶ୍‌ ନାମ

ଚଳିତ ଶିକ୍ଷାବର୍ଷ ଆରମ୍ଭରୁ ଜାତୀୟ ଶୈକ୍ଷିକ ଗବେଷଣା ଓ ପ୍ରଶିକ୍ଷଣ ପରିଷଦ (ଏନ୍‌ସିଇଆର୍‌ଟି) ଇଂଲିଶ୍‌-ମାଧ୍ୟମ ସ୍କୁଲଗୁଡ଼ିକରେ ପ୍ରଚଳିତ ନୂଆ ପାଠ୍ୟ ପୁସ୍ତକର ହିନ୍ଦୀ ନାମକରଣ କରିଛି, ଯାହାକୁ ନେଇ ବିବାଦ ଉପୁଜିଛି। ଉଲ୍ଲେଖନୀୟ ଯେ, କେନ୍ଦ୍ର ସରକାରଙ୍କ ଅଧୀନ ଏନ୍‌ସିଇଆର୍‌ଟି ସେଣ୍ଟ୍ରାଲ…

ପିଲା ଚୋରି ଓ ପୋଲିସ

ଭୁବନେଶ୍ୱର ରାମମନ୍ଦିର ନିକଟରେ ଭିକ୍ଷା ମାଗି ଚଳୁଥିବା ଜୟନ୍ତୀ ମଲ୍ଲିକ ନାମ୍ନୀ ଦୃଷ୍ଟିବାଧିତ ମହିଳାଙ୍କ ଦେଢ଼ବର୍ଷର ଶିଶୁପୁତ୍ର ଚୋରି ହେବା ରାଜଧାନୀରେ ପିଲା ଚୋର ର଼୍ୟାକେଟ୍‌ର ସକ୍ରିୟତାକୁ ଦର୍ଶାଇଛି। ଏପ୍ରିଲ ୧୨ ବିଳମ୍ବିତ ରାତିରେ ଏହି ଘଟଣା ଘଟିଥିଲା । ଜୟନ୍ତୀ…

ପୁରୁଷ ଆଇନ କେତେ ଜରୁରୀ

ପୁରୁଷଙ୍କ ପାଇଁ ସ୍ବତନ୍ତ୍ର କମିଶନ ଗଠନ କରିବାର ନିଷ୍ପତ୍ତି ନେବା ଏକ ଜଟିଳ ପ୍ରସଙ୍ଗ। କାରଣ ସମାଜର ଗୋଟିଏ ବର୍ଗ ଏହାର ଆବଶ୍ୟକତା ଥିବାର କହୁଥିବାବେଳେ ଅନ୍ୟ ଏକ ବର୍ଗ ଏହା ଆଦୌ ଗ୍ରହଣୀୟ ନୁହେଁ ବୋଲି ଦର୍ଶାଉଛନ୍ତି। ତେବେ ପୁରୁଷ…

ନୀତିଭ୍ରଷ୍ଟ ଶିକ୍ଷା ଓ ଛାତ୍ରୀଛାତ୍ର

ନିକଟ ଅତୀତରେ ସାମାଜିକ ଗଣମାଧ୍ୟମରେ ଘୂରି ବୁଲୁଥିବା ଦୁଇଟି ଭିଡିଓ ବେଶ୍‌ ହୃଦୟସ୍ପର୍ଶୀ। ପ୍ରଥମଟି ଆନ୍ଧ୍ରପ୍ରଦେଶର ଗୋଟିଏ ସ୍କୁଲରେ ପ୍ରାର୍ଥନା ଚାଲିଥିବାବେଳେ ପ୍ରଧାନଶିକ୍ଷକ ନିଜେ କାନ ଧରି ଉଠ୍‌ବସ୍‌ ହେବା ପରେ ପିଲାଙ୍କ ସାମ୍‌ନାରେ ସାଷ୍ଟାଙ୍ଗ ପ୍ରଣିପାତ କରୁଥିଲେ। ଘଟଣାଟି ଅସଙ୍ଗତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri