Tag Archives: Dharitri Editorial

ବାସ୍ନାମୟ ସ୍ମୃତି

ଦୃଶ୍ୟ, ଚିତ୍ର, ଅନୁଭବ ପରି ବାସ୍ନା ବି ଏକ ସୁମଧୁର ସ୍ମୃତି ହୋଇପାରେ। ତାହା ପାଇଁ ପ୍ରମାଣ ଦେବାର କୌଣସି ଆବଶ୍ୟକତା ନାହିଁ। କାରଣ ଆମେ ସମସ୍ତେ ଏମିତି କିଛି ନା କିଛି ବାସ୍ନାକୁ ଆମ ସ୍ନାୟୁତନ୍ତ୍ରିରେ ସାଇତି ରଖିଥାନ୍ତି ଯାହା,…

ଶିକ୍ଷକଙ୍କ ଅବଦାନ

ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟରେ ବ୍ରିଟେନ ପ୍ରଧାନମନ୍ତ୍ରୀ ୱିନ୍‌ଷ୍ଟନ ଚର୍ଚ୍ଚିଲଙ୍କ ଶକ୍ତିଶାଳୀ ଭାଷଣ ଓ ନିର୍ଭୀକ ନେତୃତ୍ୱ ସମଗ୍ର ଦେଶକୁ ଆନ୍ଦୋଳିତ କରିଥିଲା ଏବଂ ଶତ୍ରୁଙ୍କ ବିରୋଧରେ ଦୃଢ଼ତାର ସହିତ ଠିଆ ହେବାର ସଙ୍କଳ୍ପ ପ୍ରଦାନ କରିଥିଲା। ବିଜୟ ପରେ ଲୋକମାନେ ଦେଶକୁ…

ଗଣତନ୍ତ୍ରର ବିପ୍ଳବିନୀ

ଶାନ୍ତି, କ୍ଷମତା କିମ୍ବା ପ୍ରଚାର ମାଧ୍ୟମରେ ନୁହେଁ, ବରଂ ତ୍ୟାଗ ଓ ନ୍ୟାୟ ପ୍ରତି ଦୃଢ଼ ପ୍ରତିବଦ୍ଧତା ଜରିଆରେ ଅର୍ଜନ କରାଯାଏ।“ ନରଓ୍ବେଜିଆନ୍‌ ନୋବେଲ କମିଟି ଭେନେଜୁଏଲାର ବିରୋଧୀ ଦଳ ନେତ୍ରୀ ମାରିଆ କୋରିନା ମାଚାଡୋଙ୍କୁ ୨୦୨୫ ପାଇଁ ନୋବେଲ ଶାନ୍ତି…

କାହିଁକି ବଢୁଛି ଆତ୍ମହତ୍ୟା ପ୍ରବଣତା

ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନର ରିପୋର୍ଟ ମୁତାବକ ସାରା ବିଶ୍ୱରେ ପ୍ରତିବର୍ଷ ପ୍ରାୟ ଦଶ ଲକ୍ଷ ଲୋକ ଆତ୍ମହତ୍ୟା କରି ମୃତ୍ୟୁବରଣ କରୁଛନ୍ତି। ଅର୍ଥାତ୍‌ ପ୍ରତି ଦିନ ୩୦୦୦ ଲୋକ ଆତ୍ମହତ୍ୟା କାରଣରୁ ମୃତ୍ୟୁମୁଖରେ ପଡ଼ୁଛନ୍ତି। ଯେତେ ଲୋକ ଆତ୍ମହତ୍ୟା କରି ମୃତ୍ୟୁବରଣ…

ମୋଦୀ ମନ୍ତ୍ର: ଜନସେବା

ସେବାପକ୍ଷ’ର ଗୌରବମୟ ସମୟରେ ଦେଶର ଯଶସ୍ବୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଜୀଙ୍କର ପୁଣି ଓଡ଼ିଶା ଆଗମନ ଆମ ୪.୫କୋଟି ଓଡ଼ିଆଙ୍କ ପାଇଁ ସମ୍ମାନ ଓ ସ୍ବୀକୃତିର ଦିନ। ସାଢ଼େ ଚାରି କୋଟି ଓଡ଼ିଆଙ୍କ ତରଫରୁ ମୁଁ ଏହି ମହାନ୍‌ ବିଭୂତିଙ୍କର ଜନ୍ମଦିନ ଅବସରରେ…

ନେତୃତ୍ୱ ଅପେକ୍ଷାରେ

ଆମେରିକା ସହ ଆରମ୍ଭ ହୋଇଥିବା ଭାରତର ବାଣିଜି୍ୟକ ଆଲୋଚନାର ଦାୟିତ୍ୱରେ ଥିବା ରାଜେଶ ଅଗ୍ରଓ୍ବାଲ ଖୁବ୍‌ ଶୀଘ୍ର ବାଣିଜ୍ୟ ସଚିବ ହେବେ। ୧୯୯୪ ବ୍ୟାଚ୍‌ ଆଇଏଏସ୍‌ ଅଧିକାରୀ ଅନେକ ଜଟିଳ ବୁଝାମଣା ସହ ଓତପ୍ରୋତ ଭାବେ ଜଡ଼ିତ। ବାଣିଜି୍ୟକ ବିକାଶଠାରୁ ଆରମ୍ଭକରି…

ଅପରିବର୍ତ୍ତିତ ଭ୍ରଷ୍ଟାଚାର ସ୍ବର

ଓଡ଼ିଆରେ ଏକ ପ୍ରବାଦ ଅଛି, ‘ଯେତେ ମାଠିବୁ ମାଠେ, ମୁଁ ସେଇ ଦରପୋଡ଼ା କାଠେ।’ ଏହି ପ୍ରବାଦର ଆଉ ଏ ଅନୁରୂପ ପ୍ରବାଦ ଉଲ୍ଲେଖ କରାଯାଇପାରେ ଯଥା – ”ଅଙ୍ଗାର ଶତ ଧୌତେନଂ, ମଳିନଂ ନ ଜାୟତେ“ ଅର୍ଥାତ୍‌ ଅଙ୍ଗାରକୁ ଯେତେ…

ଏ ଭାଗ ସରିବ ତ

ରାପୃଷ୍ଠରେ ମଣିଷ ପ୍ରଥମେ ଯେତେବେଳେ କେବଳ ଖାଦ୍ୟ ଅନ୍ବେଷଣ କରୁଥିଲା, ସେତେବେଳେ କେବଳ ତାହାକୁ ଭାଗ କରୁଥିଲା ଓ ସେଥିରେ ଉପଯୁକ୍ତ ଭାଗ ହୋଇନଥିଲେ ମଧ୍ୟ କାହାର ଆପତ୍ତି ନ ଥିଲା। ମାତ୍ର ସମୟକ୍ରମେ ଯେତେବେଳେ ମଣିଷର କ୍ରମବିକାଶ ହେଲା, ସେତେବେଳେ…

ପଡ଼ୋଶୀରେ ଅସ୍ଥିରତା

ଦକ୍ଷିଣ ଓ ଦକ୍ଷିଣ-ପୂର୍ବ ଏସିଆରେ ଦେଖାଯାଉଥିବା ଅସ୍ଥିରତା ଉଭୟ ଭାରତ ଓ ତାହାର ପଡ଼ୋଶୀ ରାଷ୍ଟ୍ରଗୁଡ଼ିକ ପାଇଁ ଅଧିକ ବିପଜ୍ଜନକ ହୋଇଛି। ନିକଟରେ ନେପାଳର ହିଂସାତ୍ମକ ବିଦ୍ରୋହରେ ଏହା ପ୍ରତିଫଳିତ ହୋଇଛି। ଭାରତର ପୂର୍ବଭାଗରେ ଥିବା ବାଂଲାଦେଶରେ ୨୦୨୪ରେ ମଧ୍ୟ ସମାନ…

ଏଇ ଭାରତରେ

ଝାଡ଼ଖଣ୍ଡର ବରକୁଲି ଗାଁର ମହିଳା ଜ୍ଞାନଲତା ହେମ୍ରମ୍‌ ଜୈବିକ ପଦ୍ଧତିରେ ଚାଷ କରିବା ସହ ୧୦ ଲକ୍ଷ ଟଙ୍କାର ବିଜ୍‌ନେସ ଚଳାଇବାକୁ ସକ୍ଷମ ହୋଇଛନ୍ତି। ୨୦୨୧ରେ ସେ ପ୍ରଫେଶନାଲ ଆସିଟୋନ୍ସ ଫର୍‌ ଡେଭଲପ୍‌ମେଣ୍ଟ ଆକ୍ସନ( ପ୍ରଦାନ) ନାମକ ସଂସ୍ଥା ସହଯୋଗରେ ଜୈବିକ…

ସନ୍ଦେହରେ ଗଣତନ୍ତ୍ରର ମୂଳଦୁଆ

ମ ଦେଶର ଗଣତନ୍ତ୍ରର ସ୍ବଚ୍ଛତା ଉପରେ ପ୍ରଶ୍ନ ଉଠିଛି। ପ୍ରଶ୍ନ ଉଠିଛି ଆମ ନିର୍ବାଚନୀ ବ୍ୟବସ୍ଥା ଉପରେ। ନିର୍ବାଚନ କମିଶନ ପ୍ରସ୍ତୁତ କରୁଥିବା ଭୋଟର ତାଲିକା ଉପରେ, ଯାହାର ଆଧାରରେ ଦେଶର ପ୍ରତ୍ୟେକ ନାଗରିକ ଭୋଟଦେବା ପାଇଁ ଯୋଗ୍ୟ ବା ଅଯୋଗ୍ୟ…

ଦାୟିତ୍ୱ ନିର୍ବାହର ଦାୟବଦ୍ଧତା

ଆମମାନଙ୍କର ବ୍ୟକ୍ତିଗତ, ପାରିବାରିକ ଜୀବନ ହେଉ କି ସାମାଜିକ ଜୀବନ ହେଉ ଆମର କିଛି ନା କିଛି ଦାୟିତ୍ୱ ନିଶ୍ଚିତ ରହିଛି। ସେହିସବୁ ଦାୟିତ୍ୱଗୁଡିକୁ ଠିକ୍‌ ଭାବେ ନିର୍ବାହ କରିବା ହେଉଛି ପ୍ରତ୍ୟେକ ବ୍ୟକ୍ତିଙ୍କର କର୍ତ୍ତବ୍ୟ। ତେବେ ଆମେ ଯେତେବେଳେ ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?