ଏଇ ଭାରତରେ
ତ୍ରିପୁରା ସେପାହିଜାଲା ଜିଲାରେ ଅତ୍ୟଧିକ ବାଲ୍ୟବିବାହ ହୋଇଥାଏ। ଏବେ କିନ୍ତୁ ତାହା ବହୁ ପରିମାଣରେ କମିଯାଇଛି। ସେପାହିଜାଲା ଜିଲାପାଳ ସିଦ୍ଧାର୍ଥ ଜୟସ୍ବାଲଙ୍କ ଦ୍ୱାରା ଏହା ସମ୍ଭବ ହୋଇପାରିଛି। ସେ ଜିଲାର ବିଭିନ୍ନ ଗାଁରୁ ୧୦୦ ପିଲାଙ୍କୁ ବାଲ୍ୟବିବାହ ପଞ୍ଝାରୁ ମୁକୁଳାଇ ସାରିଲେଣି।…
ଭାରତର ସାଗରକେନ୍ଦ୍ର
ସାମଗ୍ରିକ ଭାବେ ମହାକାଶ ଏବଂ ବିଶେଷକରି ଚନ୍ଦ୍ର ଓ ମଙ୍ଗଳ ଉପରେ ବିଗତ ବର୍ଷ ବର୍ଷ ଧରି ଚାଲିଛି ବିବିଧ ଗବେଷଣା। ଏବେ ସେଠାରେ ନିୟମିତ ଭାବେ ମହାକାଶଯାନ ଅବତରଣ କରାଇ ସେଗୁଡ଼ିକର ପୃଷ୍ଠଦେଶଗୁଡ଼ିକରୁ ପୁଙ୍ଖାନୁପୁଙ୍ଖ ପରୀକ୍ଷାନିରୀକ୍ଷା କରାଯାଉଛି । ସେଠାରେ…
ସତରେ ଆମେ କ’ଣ ମଣିଷ
ତପଡ଼ାରୁ ପୁରୀ ଫେରିବା ବାଟରେ ଏକ ଅଜବ ତଥା ଭାରାକ୍ରାନ୍ତ ଅନୁଭୂତି ନେଇ ଘରକୁ ଫେରିଲି। ବିଶେଷକରି ସାତପଡ଼ାରୁ ବ୍ରହ୍ମଗିରି ମୁଖ୍ୟ ରାସ୍ତାରେ ପଲପଲ ଗାଈ, ବାଛୁରୀ, ଷଣ୍ଢ ଇତ୍ୟାଦି ଛିଡ଼ା ହୋଇଥାଆନ୍ତି। ଉଭୟ ପଟରୁ ଆସୁଥିବା ଦୁଇଚକିଆ, ଚାରିଚକିଆ ଯାନଗୁଡ଼ିକର…
ଓଟ ଉପରେ ବରଫ
ଓଟକୁ ମରୁଭୂମିର ଜାହାଜ ବୋଲି କୁହାଯାଏ। ବିସ୍ତୀର୍ଣ୍ଣ ବାଲୁକା ଉପରେ ଏହି ପ୍ରାଣୀ ମାଇଲ ମାଇଲ ଯାଉଥିବାର ଦୃଶ୍ୟ ଆଖିରେ ଯେଉଁମାନେ ଦେଖି ନ ଥିବେ ସେମାନେ ନିଶ୍ଚୟ ଛବି ହେଉ ବା ୟୁଟ୍ୟୁବ ମାଧ୍ୟମରେ ସନ୍ଦର୍ଶନ କରିଥିବେ। ଏବେ ଓଟ…
ଏଇ ଭାରତରେ
ଚାକିରି ଛାଡ଼ି ଛତିଶଗଡ଼ର ଚାଷୀ ସମୀକ୍ଷା ଚନ୍ଦ୍ରକର ଟମାଟୋ ଓ ଅନ୍ୟାନ୍ୟ ପରିବା ଚାଷକରି ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଛନ୍ତି। ସମୀକ୍ଷା ଏମ୍ବିଏ ପାସ୍ କରିବା ପରେ ପୁଣେର ଏକ କମ୍ପାନୀରେ ଚାକିରି କରିଥିଲେ। ୨୦୨୧ରେ ସେ ଚାକିରି ଛାଡ଼ି ଛତିଶଗଡ଼…
ଜୀବନର ଧାଁ ଦଉଡ଼
ବହୁତ ତରତର ବା ବ୍ୟସ୍ତ ଥିବା ମଣିଷକୁ ଦେଖି ମନରେ ଉଙ୍କିମାରେ ପ୍ରଶ୍ନଟିଏ, ଇଏ ଏତେ ବ୍ୟସ୍ତ କାହିଁକି? କାମଟି ଧୀରେ ଧୀରେ କଲେ କ’ଣ ଚଳନ୍ତାନି! ବ୍ୟସ୍ତ ହେବାର ଆବଶ୍ୟକତା କାହିଁକି। କିନ୍ତୁ ବ୍ୟସ୍ତ ଥିବା ମଣିଷଟି ମଧ୍ୟରେ ନିଜକୁ…
ଟଙ୍କାଖିଆ ମଣିଷ
ପିଲାବେଳର କଥା ମନେପଡ଼େ। ସେତେବେଳେ (ଆଜକୁ ଚାଳିଶ ବର୍ଷ ପୂର୍ବେ) ବିଶେଷକରି ଗାଁ ଲୋକେ ଚାକିରି କରିବା କିମ୍ବା ବାହାର ରାଜ୍ୟକୁ ଯାଇ ଦାଦନ ଖଟିବାକୁ ପସନ୍ଦ କରୁ ନ ଥିଲେ। ହୁଏତ ଆପଣମାନେ କହିପାରନ୍ତି କି ବେଶି ପାଠ ପଢ଼ାପଢ଼ି…
ଦୁଇ ଦେଶ ଲୁଟୁଛନ୍ତି
ସମ୍ଭବତଃ ୨୦୨୫ ବର୍ଷଟି ସମସ୍ତଙ୍କର ମନେ ରହିବ, କାରଣ ଆମେରିକାର ରାଷ୍ଟ୍ରପତି ଏହି ବର୍ଷ ବୈଶ୍ୱିକ ବାଣିଜ୍ୟ ବ୍ୟବସ୍ଥାକୁ ଶେଷ କରିଦେଇଛନ୍ତି। କନ୍ତୁ ସତ କଥା ହେଉଛି, ବିଶ୍ୱରେ ଉଭୟ ଆମେରିକା ଓ ଚାଇନାର ଆଧିପତ୍ୟ ଅତ୍ୟନ୍ତ କ୍ଷତିକାରକ ହୋଇଛି। ଆମେରିକାର…
ଏଇ ଭାରତରେ
ମହାରାଷ୍ଟ୍ରର ୨୦୪ଟି ମରୁଡ଼ିପ୍ରବଣ ଗାଁରେ ଜଳ ସଙ୍କଟ ଦୂର କରିବାକୁ ପ୍ରୟାସ ଜାରି ରଖିଛନ୍ତି ପୂର୍ବତନ ଭାରତୀୟ ରାଜସ୍ବ ଅଧିକାରୀ (ଆଇଆର୍ଏସ୍) ଉଜ୍ଜ୍ୱଳ କୁମାର ଚଭନ। ବିଶେଷକରି ମରାଠାଓ୍ବାଡା ଓ ଖଣ୍ଡେଶ ଅଞ୍ଚଳରେ ସେ ଜଳାଶୟ ଏବଂ ଚେକ୍ ଡ୍ୟାମ୍ ନିର୍ମାଣ…
ମୋବାଇଲ ସ୍କ୍ରିନ୍ ଆସକ୍ତି
କାଳେ ନିଦରୁ ଉଠିବାରୁ ଆରମ୍ଭ କରି ରାତିରେ ଶୋଇବା ପର୍ଯ୍ୟନ୍ତ, ଆଖି ସବୁଠାରୁ ଅଧିକ ଯେଉଁ ବସ୍ତୁଟିକୁ ଦେଖୁଛି, ତାହା ହେଉଛି ଆମ ମୋବାଇଲ୍ ସ୍କ୍ରିନ୍। ଏହି ଆସକ୍ତିର ଭୟାବହତା ଏତିକି ଯେ, ଆମେ ଶାରୀରିକ ଭାବରେ ଘରର ଚାରିକାନ୍ଥ ଭିତରେ…
ଗଣତନ୍ତ୍ର କାହିଁକି ଦୋଷୀ ହେବ
ସନ ପଦ୍ଧତି ମଧ୍ୟରୁ ଗଣତନ୍ତ୍ର ହିଁ ସର୍ବୋତ୍କୃଷ୍ଟ। ଗଣତନ୍ତ୍ର ଶାସନର ଅର୍ଥ ଗଣଙ୍କର ଶାସନ, ନିଜକୁ ଶାସନ କରିବା। ହେଲେ ଏଥିରେ ଜନତାର ଶାସନ ପ୍ରତ୍ୟକ୍ଷ ନ ହୋଇ ପରୋକ୍ଷ ହୋଇଥାଏ। ସିଧାସଳଖ ଭାବରେ ଶାସନକର୍ତ୍ତା ହୁଅନ୍ତି ଜନତାର ପ୍ରତିନିଧି। ଯାହାଙ୍କୁ…
ବାଂଲାଦେଶ ପରେ ବର୍ମା
ପ୍ରାୟ ଦେଢ଼ ବର୍ଷ ପରେ ପୁଣି ବାଂଲାଦେଶ ଅଶାନ୍ତ ହୋଇପଡ଼ିଛି। ଏବର ଅସ୍ବାଭାବିକ ସ୍ଥିତି ସେଠାକାର ଉଗ୍ର ଯୁବ ନେତା ଶରିଫ୍ ଓସ୍ମାନ ହାଦିଙ୍କୁ ଅଚିହ୍ନା ମୁଖାପିନ୍ଧା ବ୍ୟକ୍ତି ଗୁଳି କରି ହତ୍ୟା କରିବାରୁ ଉତ୍ପନ୍ନ ହୋଇଛି। ଆସନ୍ତା ବର୍ଷ ଫେବୃଆରୀ…
Archives


