Tag Archives: Dharitri Editorial

ଶାସକ, ଶାସନ ଓ ସଭ୍ୟତା

ତ କିଛି ବର୍ଷ ପୂର୍ବେ ‘ମୋଗଲ ତାମସା’ର ଏକ ମଞ୍ଚାଭିନୟ ଦେଖିବାର ସୁଯୋଗ ପାଇଥିଲି, ଯାହାକୁ ପରିଚାଳନା କରୁଥିଲେ ଭଦ୍ରକର ବାଦଲ ସିକଦାର। ନୃତ୍ୟ ଓ ଅଭିନୟର ସମ୍ମିଶ୍ରଣ ସହ ଏକ ମନୋରଞ୍ଜନଧର୍ମୀ ପରିବେଷଣରେ ଥିଲା ମୋଗଲ ଶାସନର ଏକ ଝଲକ।…

ବିଚାରପତି ଭଗବାନ୍‌ ନୁହନ୍ତି

ସାଧାରଣରେ ଲୋକେ କହିଥାଆନ୍ତି, ବିଚାର କୋର୍ଟରେ ହେବ। ଅର୍ଥାତ୍‌ କୌଣସି ବିବାଦ ଦେଖାଦେଲେ ଅଦାଲତ ଉପରେ ଜନସାଧାରଣଙ୍କ ଭରସା ଥିଲା। ଏବେ ଏକ ଭିନ୍ନ ଚିତ୍ର ଦେଖିବାକୁ ମିଳୁଛି। କ୍ଷମତାସୀନ ବ୍ୟକ୍ତିମାନେ କଥାକଥାକେ ବର୍ତ୍ତମାନ ମଧ୍ୟ କହୁଛନ୍ତି ଯେ, ନାଗରିକଙ୍କର ଯଦି…

ଦିଗହରା ଆମେରିକା

ଇରାନ ଉପରେ ୨୮ ଫେବୃଆରୀ ୨୦୨୬ରେ ଆମେରିକା ଓ ଇସ୍ରାଏଲର ମିଳିତ ଆକ୍ରମଣ ପରେ ହୋଇଥିବା ଘମାଘୋଟ ଯୁଦ୍ଧ ବେଳେ ଗତ ୬୦ ଦିନିଆ ଅସ୍ତ୍ରବିରତି ସାମୟିକ ଆଶ୍ୱସ୍ତି ଆଣିଥିଲା। ଅବଶ୍ୟ ଯୁଦ୍ଧବିରତି ଉଲ୍ଲଂଘନ ଦ୍ୱାହି ଦେଇ ଉଭୟ ପକ୍ଷ ମଧ୍ୟରେ…

ତିନି ଧର୍ମର ଦକ୍ଷିଣାଭିମୁଖୀ ପ୍ରସାର

ସାଧାରଣତଃ ଆର୍ଯ୍ୟମାନଙ୍କ ଭୂମି ବା ‘ଆର୍ଯ୍ୟାବର୍ତ୍ତକୁ ହିମାଳୟ, ଗଙ୍ଗା ଏବଂ ଯମୁନା ପରିବେଷ୍ଟିତ ଏକ ତ୍ରିଭୁଜାକାର ଅଞ୍ଚଳ ଭାବେ ଦେଖାଯାଉଥିଲା। ଅଶୋକଙ୍କ ସମୟରେ ରଚିତ ପ୍ରାଚୀନ ଧର୍ମଶାସ୍ତ୍ରଗୁଡ଼ିକରୁ ଆମେ ଏହା ଜାଣିବାକୁ ପାଉ। ଅଶୋକଙ୍କ ଶିଳାଲେଖରେ ସେ ଶାସନ କରୁଥିବା ଅଞ୍ଚଳକୁ…

ହଜିଯାଉଛି ଭୋଟବ୍ୟାଙ୍କ

ଦିଲ୍ଲୀର ଯନ୍ତରମନ୍ତରରେ ହୋଇଥିବା ଛାତ୍ର ପ୍ରତିବାଦଜନିତ ଅସ୍ବାଭାବିକତା ବିଷୟ ଦେଶବାସୀଙ୍କ ମନରେ ତାଜା ଥିବା ବେଳେ ଅନୁରୂପ ଘଟଣା ଝାଡ଼ଖଣ୍ଡରେ ଦେଖାଯାଇଛି। ଯନ୍ତରମନ୍ତର ଆନ୍ଦୋଳନକାରୀମାନେ ‘ଚଲୋ ସଂସଦ’ ସ୍ଲୋଗାନ ଦେଇ ଗଲାବେଳେ ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନର ସମ୍ମୁଖୀନ ହୋଇଥିଲେ। ଅନୁରୂପ ଭାବେ…

ଏଠି କିଛି ବି ହୋଇପାରେ

କିଛିବର୍ଷ ପୂର୍ବେ ଓଡ଼ିଶାର ଏକ ବୃହତ୍‌ ଜନଜାତି ଶିକ୍ଷାନୁଷ୍ଠାନରେ ଅଧ୍ୟାପନା କରୁଥିଲି। ସେସମୟରେ ସେଠାରେ ଆୟୋଜିତ ହୋଇଥିଲା ଏକ ବିଶେଷ କାର୍ଯ୍ୟକ୍ରମ। ସେହି ଅବସରରେ ହିନ୍ଦୀ ଚଳଚ୍ଚିତ୍ର ଜଗତର ପ୍ରଖ୍ୟାତ ଅଭିନେତା ଅନୁପମ ଖେର୍‌ ମୁଖ୍ୟ ଅତିଥି ତଥା ସାଧାରଣ ଜନତାଙ୍କ…

ବୈଦିକ ଶିକ୍ଷା ବ୍ୟବସ୍ଥା

ବୈଦିକ ଯୁଗର ଶିକ୍ଷା ପଦ୍ଧତି ନୈତିକ ମୂଲ୍ୟବୋଧ ଉପରେ ଆଧାରିତ ଥିଲା। ଶିକ୍ଷାର କୌଣସି ବ୍ୟବସାୟୀକରଣ ନ ଥିଲା। ବିଦ୍ୟାର୍ଥୀମାନେ ଆବାସିକ ଗୁରୁକୁଳରେ ରହି ଶିକ୍ଷା ଗ୍ରହଣ କରୁଥିଲେ। ଉପନୟନ ସଂସ୍କାରରେ ଦୀକ୍ଷିତ ହେବା ପରେ କଠୋର ବ୍ରହ୍ମଚର୍ଯ୍ୟ ଅବଲମ୍ବନ ପୂର୍ବକ…

କେବଳ ନଜର ନୁହେଁ

ପଶ୍ଚିମ ଏସିଆରେ ଉତ୍ତେଜନା କମୁନାହିଁ। ଆମେରିକା ଓ ଇସ୍ରାଏଲ ଆଗରେ ଇରାନ୍‌ ନଇଁବାକୁ ନାରାଜ। ବରଂ ମଧ୍ୟପ୍ରାଚ୍ୟରେ ଥିବା ଆମେରିକାର ସାମରିକ ଘାଟି ଉପରେ ତେହରାନ ଆକ୍ରମଣ କରି ନିଜର ପ୍ରଭାବ ଜାହିର କରି ରଖିଛି। ପାକିସ୍ତାନ ମଧ୍ୟସ୍ଥତାରେ ଶାନ୍ତି ଆଲୋଚନାରେ…

ଏଇ ଭାରତରେ

ଅନେକ ସମୟରେ ଜଣେ ମହିଳା ପରିବାର ପ୍ରତିପୋଷଣର ଦାୟିତ୍ୱ ବହନ କରିବା ଲାଗି ଏକ ପୁରୁଷକୈନ୍ଦ୍ରିକ ପେସାକୁ ଆଦରିନେବାକୁ ବାଧ୍ୟ ହୋଇଥାନ୍ତି, ଯାହା ଘଟିଛି ଜାନ୍‌ସୀ ବି.ଭି.ଙ୍କ ଜୀବନରେ। ସେ ଅଟୋ ଚଳାଉଛନ୍ତି। ଉଲ୍ଲେଖନୀୟ ବିଷୟ ହେଉଛି, ସେ ଅଟୋ ଚଳାଇବା…

ଏଇ ଭାରତରେ

ଗଙ୍ଗାନଦୀକୁ ସଫା କରିବା ପାଇଁ ୨୦୧୪ରେ କେନ୍ଦ୍ର ସରକାର ନମାମୀ ଗଙ୍ଗେ ଯୋଜନା ଆରମ୍ଭ କରିଥିଲେ ମଧ୍ୟ ବ୍ୟକ୍ତିଗତ ସ୍ତରରେ ଉତ୍ତରପ୍ରଦେଶ ରାମପୁରର ପଟଓ୍ବାଇ ଗାଁର ୨୩ ବର୍ଷୀୟ ଆକାଶ ଯାଦବ ଓ ତାଙ୍କ ସାଙ୍ଗମାନେ ଗଙ୍ଗାନଦୀର ଘାଟଗୁଡ଼ିକୁ ସଫା କରିବାରେ…

ଶବ୍ଦ ପଛର ସତ୍ୟ

ଆମେ ସାଧାରଣତଃ ଧରିନେଉ ଯେ ଲୋକେ ଯାହା କହନ୍ତି, ସେହି ଅର୍ଥରେ ହିଁ କହନ୍ତି। କିନ୍ତୁ ବାସ୍ତବ ଜୀବନରେ ଅନେକ ସମୟରେ ଶବ୍ଦ ଓ ଉଦ୍ଦେଶ୍ୟ ମଧ୍ୟରେ ଫାଙ୍କ ରହିଥାଏ। ଏହି ଫାଙ୍କ ହିଁ ଭୁଲ ବୁଝାମଣା, ଅବିଶ୍ୱାସ ଓ ସମ୍ପର୍କର…

ନକଲ ପାଇଁ ଅକଲ ଦରକାର

ମଣିଷ ଏକ ସାମାଜିକ ପ୍ରାଣୀ ଏବଂ ଅନୁକରଣ କରିବା ତା’ର ଜନ୍ମଗତ ପ୍ରବୃତ୍ତି। ଶିଶୁଟିଏ ଜନ୍ମ ହେବା ପରେ ନିଜ ପରିବାର ଓ ଆଖପାଖର ଲୋକଙ୍କୁ ଦେଖି ଚାଲିବା, କହିବା ଓ ଅନ୍ୟାନ୍ୟ କାର୍ଯ୍ୟ ଶିଖିଥାଏ। ଏହି ଅନୁକରଣ ବା ନକଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?