Tag Archives: Dharitri Editorial

ଭୁଲିବାନି ଯଶଓ୍ବନ୍ତଙ୍କୁ

ଗଣତନ୍ତ୍ରର ୩ ମୁଖ୍ୟ ସ୍ତମ୍ଭ ବିଧାନପାଳିକା, ନ୍ୟାୟପାଳିକା ଓ କାର୍ଯ୍ୟପାଳିକାର ସାମ୍ବିଧାନିକ କର୍ତ୍ତବ୍ୟ ପାଳନକୁ ନେଇ ସାଧାରଣରେ ଆଲୋଚନା ହୋଇଥାଏ। ଭାରତରେ ମଧ୍ୟ ସେହି ସ୍ଥିତି ଜୋର୍‌ ଧରିଛି। ଯେହେତୁ ପ୍ରତିଟି ଖମ୍ବ ନିଜ ଗୁଣରେ ଗରୀୟାନ ସେହେତୁ ସେମାନେ ନିଜକୁ…

ବଦଳୁ ବ୍ୟବସ୍ଥା

ରାଜ୍ୟପାଳ ହେଉଛନ୍ତି ରାଜ୍ୟର ସାମ୍ବିଧାନିକ ମୁଖ୍ୟ ଓ ରାଷ୍ଟ୍ରପତିଙ୍କ ପ୍ରତିନିଧି ଭାବେ କାମ କରିିଥାନ୍ତି। ରାଜ୍ୟରେ ନିର୍ବାଚିତ ସଂଖ୍ୟାଗରିଷ୍ଠ ଦଳର ମୁଖ୍ୟଙ୍କୁ ମୁଖ୍ୟମନ୍ତ୍ରୀ ଭାବେ ନିଯୁକ୍ତ କରିଥାନ୍ତି। ଏଣୁ ରାଜ୍ୟରେ ନିର୍ବାଚିତ ସରକାର ଓ ରାଜ୍ୟପାଳଙ୍କ ମଧ୍ୟରେ ସମନ୍ବୟ ଓ ସୁସମ୍ପର୍କ…

ଅଜ୍ଞାନତା ଦୁଃଖର କାରଣ

ଶିକ୍ଷା ମଣିଷକୁ ପଶୁତ୍ୱରୁ ମାନବତ୍ୱକୁ ଉନ୍ନୀତ କରେ। ଆମେରିକାର ଦାର୍ଶନିକ ଜନ୍‌ ଡୁୱେ କହିଲେ, ”ଶିକ୍ଷା ଜୀବନର ପ୍ରସ୍ତୁତି ନୁହେଁ, ଶିକ୍ଷା ହେଉଛି ଜୀବନ।“ ଶିକ୍ଷାର ଯେତିକି ବିକାଶ ଘଟିଛି ସେହି ଅନୁପାତରେ ହିଁ ମାନବତ୍ୱର କ୍ରମବିକାଶ ଘଟିଛି ଏବଂ ଘଟୁଥିବ…

ଆମ ଦୃଷ୍ଟିକୋଣ ଆମ ଜୀବନ

ଆଖି ରୂପବାନକୁ ଦେଖିଲାବେଳେ ମନ ରୂପହୀନକୁ ଦେଖିଥାଏ। ବୁଦ୍ଧି ଅରୂପ ବିଷୟରେ ବିଚାର କରିଥାଏ। ଦୃଷ୍ଟିକୋଣ ହେଉଛି ”ଏକ ସୁଶିକ୍ଷିତ ପ୍ରବୃତ୍ତି, ଯାହା ଏକ ନିର୍ଦ୍ଦିଷ୍ଟ ମାର୍ଗରେ; ମଣିଷ, ଘଟଣା, ପ୍ରସଙ୍ଗ, ପଦାର୍ଥ, ସଂଗଠନ, ନୀତି ଆଦିକୁ ଦେଖେ ଓ ମତ,…

ଏଟିଏମ୍‌ ଯିବ

ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ) ଅଟୋମେଟେଡ୍‌ ଟେଲର ମେଶିନ (ଏଟିଏମ୍‌)ରୁ ଅର୍ଥ ଉଠାଣ ଉପରେ ଆସନ୍ତା ମେ’ ପହିଲାରୁ ଫି’ ବୃଦ୍ଧି ହେବା ନେଇ ଘୋଷଣା କରିଛି। ଏଣିକି ଗ୍ରାହକମାନେ ଖାତା ଥିବା ନିଜ ବ୍ୟାଙ୍କରୁ ମାସକୁ ମାଗଣାରେ ୫ ଥର…

ବିଶ୍ୱାସର କଣ୍ଠରୋଧ

କୌଣସି ବ୍ୟକ୍ତି, ବସ୍ତୁ, ବିଷୟ ଓ ବ୍ୟବସ୍ଥା ପ୍ରତି ଆମର ଆସ୍ଥା ଓ ଭରସାକୁ ବିଶ୍ୱାସ କୁହାଯାଏ। ଏସବୁର ସତ୍ୟତାକୁ ସନ୍ଦେହ କରିବା ହେଉଛି ଅବିଶ୍ୱାସ। ଅନ୍ଧବିଶ୍ୱାସ ହେଉଛି, ଯେତେବେଳେ ପ୍ରଚଳିତ ବ୍ୟବସ୍ଥା ପଛରେ କିଛି ସତ୍ୟତା ନ ଥାଏ କିନ୍ତୁ…

ଆର ପଟେ ଚାଇନା

ନେପାଳରେ ମାର୍ଚ୍ଚ ୨୮ରେ ଦେଖାଇଥିବା ରାଜତନ୍ତ୍ର ସପକ୍ଷବାଦୀ ବିକ୍ଷୋଭରେ ଏବେ ସୁଦ୍ଧା ୩ ଜଣଙ୍କର ମୃତ୍ୟୁ ଘଟିବା ସହ ୧୧୦ ଜଣ ଗିରଫ ହୋଇଛନ୍ତି। ନେପାଳରେ ରାଜତନ୍ତ୍ରଠାରୁ ଆରମ୍ଭକରି ଗଣତାନ୍ତ୍ରିକ ସରକାର ପର୍ଯ୍ୟନ୍ତ ଏକ ସୁଦୀର୍ଘ ଇତିହାସ ରହିଛି। ନେପାଳ ରାଜତନ୍ତ୍ରରେ…

ବୈବାହିକ ସମ୍ପର୍କରେ ତିକ୍ତତା

ବାହାଘରର କିଛି ମାସ ପରେ ଆମେ ଶୁଣୁଛୁ ସ୍ବାମୀ-ସ୍ତ୍ରୀ ଭିତରେ ଝଗଡା ହେଉଛି ଓ ସେମାନେ ଡିଭୋର୍ସ ଫାଇଲ କରିଛନ୍ତି। ଏଭଳି ପରିସ୍ଥିତି ଉଭୟ ଲଭ ମ୍ୟାରେଜ ଓ ଆରେଞ୍ଜ ମ୍ୟାରେଜରେ ଦେଖାଦେଉଛି। ଆଗରୁ ଆରେଞ୍ଜ ମ୍ୟାରେଜରେ ସ୍ବାମୀ-ସ୍ତ୍ରୀ ଭିତରେ ପଡୁ…

ଧନୀ କିଏ ନା ଦରିଦ୍ର କିଏ

ବିଶ୍ୱର ସର୍ବଶ୍ରେଷ୍ଠ ଧନୀମାନଙ୍କର ତାଲିକା ସମୟ ସମୟରେ ଗଣମାଧ୍ୟମରେ ପ୍ରକାଶିତ ହେବା ଆମ ଆଖିରେ ପଡେ। ସେହିପରି ସବୁଠାରୁ ଧନୀ ଦେଶ ହିସାବରେ କୌଣସି ଭୂଖଣ୍ଡ ଆମ ଆଲୋଚନାର ପରିସରଭୁକ୍ତ ହୋଇଯାଏ। ଗାଅଁାରେ କୌଣସି ସ୍ଥାନରେ ଦୁଇ ଚାରିଜଣ ଏକାଠି ହେଲେ…

ସମାବର୍ତ୍ତନ ଉତ୍ସବ- ସେଦିନ ଓ ଆଜି

ତ୍ରୀଛାତ୍ରମାନଙ୍କ ବିଶ୍ୱବିଦ୍ୟାଳୟରୁ ଶିକ୍ଷା ସମାପ୍ତି ପରେ ସ୍ବଗୃହ ପ୍ରତ୍ୟାବର୍ତ୍ତନକୁ ସମାବର୍ତ୍ତନ କୁହାଯାଏ। ଏହି ଉପଲକ୍ଷେ ଯେଉଁ ଉତ୍ସବ ଆୟୋଜିତ ହୁଏ ତାହା ସମାବର୍ତ୍ତନ ଉତ୍ସବ । ଏହା ସାଧାରଣତଃ ଗ୍ରାଜୁଏଟ୍‌, ପୋଷ୍ଟ ଗ୍ରାଜୁଏଟ୍‌ ଡକ୍ଟରେଟ୍‌ ଡିଗ୍ରୀଧାରୀମାନଙ୍କ ପାଇଁ ଉଦ୍ଦିଷ୍ଟ ଥାଏ। ଏହାପରେ…

ଡିଜିଟାଲ ଠକେଇ

ଚଳିତ ବର୍ଷ ଓଡ଼ିଶାରେ ଘଟିଥିବା ଦୁଇଟି ଡିଜିଟାଲ ଠକେଇ ଅତ୍ୟନ୍ତ ଚିନ୍ତାଜନକ। ୨୦୨୫ ଫେବୃଆରୀରେ ସେକ୍ସଟର୍ସନର ଶିକାର ହୋଇ କଟକର ୩୫ ବର୍ଷୀୟା ଜଣେ ମହିଳା ଡାକ୍ତର ଆତ୍ମହତ୍ୟା କରିଥିଲେ। ଉଲ୍ଲେଖନୀୟ ଯେ, ଏହି ମହିଳା ବିବାହ ପରେ ଛାଡ଼ପତ୍ର ଦେଇ…

ହଜିବାରେ ଆନନ୍ଦ

ରୁକୁଳରେ ଶିକ୍ଷା ସମାପ୍ତ ପରେ ଶିକ୍ଷ୍ୟର ଜ୍ଞାନ ପରୀକ୍ଷା ନିମନ୍ତେ ଗୁରୁ ତାଙ୍କ ଶିଷ୍ୟକୁ ପ୍ରଶ୍ନ ପଚାରିଲେ; ୧ରେ ୧ ଯୁକ୍ତ କଲେ ଉତ୍ତର କ’ଣ ହେବ? ଶିଷ୍ୟ କହିଲେ, ‘୧’ ହେବ ା ଗୁରୁ ପୁଣି ପଚାରିଲେ ତା’ହେଲେ ୧ରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri