ଏଇ ଭାରତରେ
ନିନ୍ଦା, ଟାହିଟାପରା କରିବା ଲୋକେ ତ ସମାଜରେ ଅନେକ ମିଳନ୍ତି, କିନ୍ତୁ ଲୋକନିନ୍ଦାକୁ ନିଜର ସାମର୍ଥ୍ୟ କରି ଗଢ଼ି ତୋଳନ୍ତି କ୍ୱଚିତ୍। ଏମିତି ଜଣେ ବ୍ୟକ୍ତିତ୍ୱ ହେଉଛନ୍ତି ବିହାର ରାଜ୍ୟ ମୁଜାଫରପୁରର ସଞ୍ଜୟ କୁମାର। ୨୫ ବର୍ଷ ହେଲା ସେ ଦିବ୍ୟାଙ୍ଗମାନଙ୍କୁ…
ବୁଦ୍ଧିଜୀବୀ ବନାମ ରାଜନେତା
ନସାଧାରଣଙ୍କ ପୁଞ୍ଜିରେ ନିର୍ମିତ ବିଭିନ୍ନ ପ୍ରକାର ଲୋକାର୍ପଣ ଉତ୍ସବଗୁଡ଼ିକରେ ଫିତାକଟା ସମୟରେ ଅତିଥି ଭାବରେ ଉପସ୍ଥିତ ବ୍ୟକ୍ତିମାନଙ୍କ ମଧ୍ୟରେ ମୁଖ୍ୟତଃ ରାଜନେତାଙ୍କର ଫଟୋ ଦେଖିବାକୁ ମିଳୁଛି। ଡାକ୍ତର ହିସାବରେ ବିଗତ ୫୦ ବର୍ଷ ଧରି ଦେଖିଆସୁଛି ଯେ ଚିକିତ୍ସାଳୟରେ କୌଣସି ଲୋକାର୍ପଣ…
ମଣିଷ ଦର
ମଗ୍ରିକ ଭାବେ ବିଚାରକଲେ ଦର ହେଉଛି ଏକ ମୂଲ୍ୟ ନିରୂପଣର ମାଧ୍ୟମ। ତେବେ ବସ୍ତୁ, ସାମଗ୍ରୀ ଆଦି ଯଥାର୍ଥରେ ମୂଲ୍ୟ ନିରୂପଣ ଯୋଗ୍ୟ ବା କରିବା ବିଧେୟ, ଯେଉଁଥିରେ ନିହିତ ଥାଏ ଆବଶ୍ୟକତା। ମାତ୍ର ମଣିଷର ଦର କଥା ଆଲୋଚନାକଲେ ସ୍ବତଃ…
ଭାଷା ଭେଳିକି
ସାଧାରଣରେ କୁହାଯାଇଥାଏ ଆମେ ଭାରତୀୟ ଜାତି, ଧର୍ମ, ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ସମାନ। ସମ୍ବିଧାନରେ ସବୁ ପ୍ରକାର ନିରପେକ୍ଷତା ଉପରେ ଗୁରୁତ୍ୱ ଦିଆଯାଇଛି। କିନ୍ତୁ ବାସ୍ତବରେ ଦେଖିଲେ ଏଠାରେ ତା’ର ଓଲଟା ପ୍ରତିଫଳନ ହେଉଛି। ଜାତିଗତ ବିଭେଦ, ଉଚ୍ଚ ନୀଚ ପ୍ରଭେଦ,…
ହିନ୍ଦୀରେ ଇଂଲିଶ୍ ନାମ
ଚଳିତ ଶିକ୍ଷାବର୍ଷ ଆରମ୍ଭରୁ ଜାତୀୟ ଶୈକ୍ଷିକ ଗବେଷଣା ଓ ପ୍ରଶିକ୍ଷଣ ପରିଷଦ (ଏନ୍ସିଇଆର୍ଟି) ଇଂଲିଶ୍-ମାଧ୍ୟମ ସ୍କୁଲଗୁଡ଼ିକରେ ପ୍ରଚଳିତ ନୂଆ ପାଠ୍ୟ ପୁସ୍ତକର ହିନ୍ଦୀ ନାମକରଣ କରିଛି, ଯାହାକୁ ନେଇ ବିବାଦ ଉପୁଜିଛି। ଉଲ୍ଲେଖନୀୟ ଯେ, କେନ୍ଦ୍ର ସରକାରଙ୍କ ଅଧୀନ ଏନ୍ସିଇଆର୍ଟି ସେଣ୍ଟ୍ରାଲ…
ପିଲା ଚୋରି ଓ ପୋଲିସ
ଭୁବନେଶ୍ୱର ରାମମନ୍ଦିର ନିକଟରେ ଭିକ୍ଷା ମାଗି ଚଳୁଥିବା ଜୟନ୍ତୀ ମଲ୍ଲିକ ନାମ୍ନୀ ଦୃଷ୍ଟିବାଧିତ ମହିଳାଙ୍କ ଦେଢ଼ବର୍ଷର ଶିଶୁପୁତ୍ର ଚୋରି ହେବା ରାଜଧାନୀରେ ପିଲା ଚୋର ର଼୍ୟାକେଟ୍ର ସକ୍ରିୟତାକୁ ଦର୍ଶାଇଛି। ଏପ୍ରିଲ ୧୨ ବିଳମ୍ବିତ ରାତିରେ ଏହି ଘଟଣା ଘଟିଥିଲା । ଜୟନ୍ତୀ…
ପୁରୁଷ ଆଇନ କେତେ ଜରୁରୀ
ପୁରୁଷଙ୍କ ପାଇଁ ସ୍ବତନ୍ତ୍ର କମିଶନ ଗଠନ କରିବାର ନିଷ୍ପତ୍ତି ନେବା ଏକ ଜଟିଳ ପ୍ରସଙ୍ଗ। କାରଣ ସମାଜର ଗୋଟିଏ ବର୍ଗ ଏହାର ଆବଶ୍ୟକତା ଥିବାର କହୁଥିବାବେଳେ ଅନ୍ୟ ଏକ ବର୍ଗ ଏହା ଆଦୌ ଗ୍ରହଣୀୟ ନୁହେଁ ବୋଲି ଦର୍ଶାଉଛନ୍ତି। ତେବେ ପୁରୁଷ…
ନୀତିଭ୍ରଷ୍ଟ ଶିକ୍ଷା ଓ ଛାତ୍ରୀଛାତ୍ର
ନିକଟ ଅତୀତରେ ସାମାଜିକ ଗଣମାଧ୍ୟମରେ ଘୂରି ବୁଲୁଥିବା ଦୁଇଟି ଭିଡିଓ ବେଶ୍ ହୃଦୟସ୍ପର୍ଶୀ। ପ୍ରଥମଟି ଆନ୍ଧ୍ରପ୍ରଦେଶର ଗୋଟିଏ ସ୍କୁଲରେ ପ୍ରାର୍ଥନା ଚାଲିଥିବାବେଳେ ପ୍ରଧାନଶିକ୍ଷକ ନିଜେ କାନ ଧରି ଉଠ୍ବସ୍ ହେବା ପରେ ପିଲାଙ୍କ ସାମ୍ନାରେ ସାଷ୍ଟାଙ୍ଗ ପ୍ରଣିପାତ କରୁଥିଲେ। ଘଟଣାଟି ଅସଙ୍ଗତ…
ଭୁଲିବାନି ଯଶଓ୍ବନ୍ତଙ୍କୁ
ଗଣତନ୍ତ୍ରର ୩ ମୁଖ୍ୟ ସ୍ତମ୍ଭ ବିଧାନପାଳିକା, ନ୍ୟାୟପାଳିକା ଓ କାର୍ଯ୍ୟପାଳିକାର ସାମ୍ବିଧାନିକ କର୍ତ୍ତବ୍ୟ ପାଳନକୁ ନେଇ ସାଧାରଣରେ ଆଲୋଚନା ହୋଇଥାଏ। ଭାରତରେ ମଧ୍ୟ ସେହି ସ୍ଥିତି ଜୋର୍ ଧରିଛି। ଯେହେତୁ ପ୍ରତିଟି ଖମ୍ବ ନିଜ ଗୁଣରେ ଗରୀୟାନ ସେହେତୁ ସେମାନେ ନିଜକୁ…
ବଦଳୁ ବ୍ୟବସ୍ଥା
ରାଜ୍ୟପାଳ ହେଉଛନ୍ତି ରାଜ୍ୟର ସାମ୍ବିଧାନିକ ମୁଖ୍ୟ ଓ ରାଷ୍ଟ୍ରପତିଙ୍କ ପ୍ରତିନିଧି ଭାବେ କାମ କରିିଥାନ୍ତି। ରାଜ୍ୟରେ ନିର୍ବାଚିତ ସଂଖ୍ୟାଗରିଷ୍ଠ ଦଳର ମୁଖ୍ୟଙ୍କୁ ମୁଖ୍ୟମନ୍ତ୍ରୀ ଭାବେ ନିଯୁକ୍ତ କରିଥାନ୍ତି। ଏଣୁ ରାଜ୍ୟରେ ନିର୍ବାଚିତ ସରକାର ଓ ରାଜ୍ୟପାଳଙ୍କ ମଧ୍ୟରେ ସମନ୍ବୟ ଓ ସୁସମ୍ପର୍କ…
ଅଜ୍ଞାନତା ଦୁଃଖର କାରଣ
ଶିକ୍ଷା ମଣିଷକୁ ପଶୁତ୍ୱରୁ ମାନବତ୍ୱକୁ ଉନ୍ନୀତ କରେ। ଆମେରିକାର ଦାର୍ଶନିକ ଜନ୍ ଡୁୱେ କହିଲେ, ”ଶିକ୍ଷା ଜୀବନର ପ୍ରସ୍ତୁତି ନୁହେଁ, ଶିକ୍ଷା ହେଉଛି ଜୀବନ।“ ଶିକ୍ଷାର ଯେତିକି ବିକାଶ ଘଟିଛି ସେହି ଅନୁପାତରେ ହିଁ ମାନବତ୍ୱର କ୍ରମବିକାଶ ଘଟିଛି ଏବଂ ଘଟୁଥିବ…
ଆମ ଦୃଷ୍ଟିକୋଣ ଆମ ଜୀବନ
ଆଖି ରୂପବାନକୁ ଦେଖିଲାବେଳେ ମନ ରୂପହୀନକୁ ଦେଖିଥାଏ। ବୁଦ୍ଧି ଅରୂପ ବିଷୟରେ ବିଚାର କରିଥାଏ। ଦୃଷ୍ଟିକୋଣ ହେଉଛି ”ଏକ ସୁଶିକ୍ଷିତ ପ୍ରବୃତ୍ତି, ଯାହା ଏକ ନିର୍ଦ୍ଦିଷ୍ଟ ମାର୍ଗରେ; ମଣିଷ, ଘଟଣା, ପ୍ରସଙ୍ଗ, ପଦାର୍ଥ, ସଂଗଠନ, ନୀତି ଆଦିକୁ ଦେଖେ ଓ ମତ,…
Archives


