Tag Archives: Dharitri Editorial

ନିତି ନୀତି ପରିବର୍ତ୍ତନ

ଦେଶରେ ତୃତୀୟ ପର୍ଯ୍ୟାୟ ଲକ୍‌ଡାଉନ୍‌ର ଅବଧି ୪ ମେ’ରୁ ୧୭ ମେ’ ଯାଏ ରଖାଯାଇଛି। ମାର୍ଚ୍ଚ ୨୪ରୁ ଆରମ୍ଭ ହୋଇଥିବା ତାଲାବନ୍ଦ ଯୋଗୁ ଭାରତସାରା ଦେଖାଦେଇଥିବା ଶ୍ରମିକ ଅଶାନ୍ତି ଥମୁ ନାହିଁ। ଦେଶର ବିଭିନ୍ନ ପ୍ରାନ୍ତରେ ଥିବା ପ୍ରବାସୀମାନେ ସେମାନଙ୍କ ନିଜ…

ଲକ୍‌ଡାଉନରେ ବୁଲାପ୍ରାଣୀଙ୍କ ଯତ୍ନ

ମାନେକା ଗାନ୍ଧୀ ପ୍ରଥମ ପର୍ଯ୍ୟାୟ କୋଭିଡ୍‌ ଲକ୍‌ଡାଉନ ସମୟରେ ଘଟିଥିବା ଲକ୍ଷଲକ୍ଷ ଘଟଣାରୁ ମୁଁ କେତୋଟି ଅନୁଭବ କରିଛି। ମାର୍ଚ୍ଚ ୨୪ରେ ଲାକ୍‌ଡାଉନ ଘୋଷଣା ହେବାବେଳେ ସାରା ଦେଶରେ କାର୍ଯ୍ୟରତ ପ୍ରାଣୀ ସ୍ବେଚ୍ଛାସେବୀମାନଙ୍କୁ ମୋ ଫୋନ୍‌ ନମ୍ବର ଦେଇଥିଲି। ଯଦି ସାହାଯ୍ୟ…

ଅତୀତ ନୁହେଁ, ଆଗକୁ ଭାବ

ତଥାଗତ ସତପଥୀ କରୋନା ଭୂତାଣୁକୁ ପ୍ରତିହତ କରିବା ଲାଗି ଓଡ଼ିଶା ସମେତ ଅଳ୍ପ କେତେକ ରାଜ୍ୟ ଦ୍ୱିତୀୟ ପର୍ଯ୍ୟାୟରେ ଏପ୍ରିଲ ୩୦ ଯାଏ ଲକ୍‌ଡାଉନ୍‌ ଘୋଷଣା କରିସାରିଛନ୍ତି। ଅନ୍ୟପକ୍ଷରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କେନ୍ଦ୍ର ମନ୍ତ୍ରୀମାନଙ୍କୁ ସୋମବାର, ୧୩ ଏପ୍ରିଲଠାରୁ କାମରେ…

କୌତୂହଳ ପାଲଟୁଛି

ତଥାଗତ ସତପଥୀ କରୋନା ଭାଇରସ୍‌କୁ ରୋକିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ବାନକ୍ରମେ ଭାରତବ୍ୟାପୀ ୨୨ ମାର୍ଚ୍ଚରେ ‘ଜନତା କର୍ଫ୍ୟୁ’ ପାଳନ କରାଯାଇଛି। ଜନସାଧାରଣ ନିଜକୁ ଘରେ ଆବଦ୍ଧ କରି ରଖିଥିଲେ। ରାସ୍ତାଘାଟ ଶୂନଶାନ୍‌ ରହିଥିଲା। ତେବେ ଅପରାହ୍ନ ୫ଟାରେ ପ୍ରଧାନମନ୍ତ୍ରୀଙ୍କ…

ଆଜି ‘ୟେସ୍‌’ କାଲି ‘ନୋ’

କିଛିବର୍ଷ ଧରି ଭାରତର ନେତୃତ୍ୱ କେବଳ ପରାମର୍ଶ ନୁହେଁ, ବିମୁଦ୍ରୀକରଣ ଭଳି ପଦକ୍ଷେପ ନେଇ ଦେଶବାସୀଙ୍କୁ ବାଧ୍ୟ କରୁଛନ୍ତି ବ୍ୟାଙ୍କ ମାଧ୍ୟମରେ ସବୁ ସାନବଡ଼ ଆର୍ଥିକ କାରବାର କରିବା ପାଇଁ। ଡିଜିଟାଲକୁ ଭଗବାନ ଭାବରେ ଦର୍ଶାଉଥିବା ବେଳେ ନଗଦ ଟଙ୍କାକୁ ସଇତାନ୍‌ର…

କୃଷି କ୍ଷେତ୍ରରେ ଜୀବିକାର ସନ୍ଧାନ

ଶକ୍ତି ପ୍ରସାଦ ଦାସ ଗତ ତିନି ଦଶନ୍ଧି ମଧ୍ୟରେ ଗ୍ରାମ୍ୟ କୃଷିବଳର ବେଶ୍‌ କିଛି ବଡ ଅଂଶ କୃଷି କ୍ଷେତ୍ର ଛାଡି ନିର୍ମାଣ ତଥା ଅନ୍ୟାନ୍ୟ କ୍ଷେତ୍ରକୁ ମୁହାଇଁଛନ୍ତି। ଏହା ଦର୍ଶାଉଛି କି କୃଷିକ୍ଷେତ୍ରରେ ଉତ୍ପାଦକତା ଓ ଆୟ ବଢୁନାହିଁ। ତଥ୍ୟ…

ଓଡ଼ିଶାରେ ଦୋଳଯାତ୍ରା

ଡ. ଭାଗ୍ୟଲିପି ମଲ୍ଲ ଶୀତ ସରି ସରି ଆସୁଛି। ଖରା ଧରାକୁ ମୁହାଁଇଛି। ସନ୍ଧି ସମୟ। କାଳପ୍ରବାହରେ ମଧୁମାସ। ବସନ୍ତ। ଚାରିଆଡ଼େ ଫୁଲ ଆଉ ଫୁଲ। ଗଛଗଛରେ ନୂଆପତ୍ର, ନୂଆଫୁଲର କଢ଼ି। ପବନରେ ହାଲୁକା ତାତି। ନୂଆ ପ୍ରକୃତିର ଛୁଆଁ ଦେହ…

ଏଇ ଭାରତରେ

ଆହତ ପ୍ରାଣୀମାନଙ୍କୁ ଉଦ୍ଧାର କରି ସେମାନଙ୍କୁ ସୁରକ୍ଷିତ ଭାବେ ରଖିବାରେ ସମୟ କାଟୁଥିବା ମୁମ୍ବାଇର ଜଣେ ମହିଳା ହେଉଛନ୍ତି ଫିଜା ଶାହା। ତାଙ୍କୁ ବର୍ତ୍ତମାନ ବୟସ ୫୪। ସେ ଆହତ କିମ୍ବା ରାସ୍ତାରେ ବୁଲୁଥିବା, ପରିତ୍ୟକ୍ତ ତଥା ରୋଗଗ୍ରସ୍ତ ପ୍ରାଣୀଙ୍କୁ ଉଦ୍ଧାର…

ଟ୍ରମ୍ପଙ୍କ ଗସ୍ତ

ଆକାର ପଟେଲ ଆମେରିକା ରାଷ୍ଟ୍ରପତି ଡୋନାଲ୍‌ଡ ଟ୍ରମ୍ପ ଭାରତ ଗସ୍ତରେ ଆସି ସୋମବାର ଓ ମଙ୍ଗଳବାର ଅହମଦାବାଦ, ଆଗ୍ରା ଓ ଦିଲ୍ଲୀ ଯିବେ। ସେ ୨୦ଟି ଦେଶ ବୁଲିଛନ୍ତି, ଯେଉଁଗୁଡ଼ିକ ମଧ୍ୟରୁ ଅଧିକାଂଶ ହେଉଛି ୟୁରୋପୀୟ ଦେଶ। ସେ ଫ୍ରାନ୍ସ ଚାରିଥର…

ପ୍ରତିମୂର୍ତ୍ତି ଓ ପ୍ରେରଣା

ଡ. ପ୍ରଫୁଲ୍ଲ କୁମାର ସାହୁ ପ୍ରତିମୂର୍ତ୍ତି ପ୍ରେରଣାର ଆଧାର। ଏକ ନିର୍ଦ୍ଦିଷ୍ଟ ଆଦର୍ଶ ଓ ଦର୍ଶନର ପ୍ରତିଫଳନ। ନିଜର ଅସାଧାରଣ ବ୍ୟକ୍ତିତ୍ୱ ବଳରେ ସମାଜ ଜୀବନକୁ ଗଭୀର ଭାବରେ ପ୍ରଭାବିତ କରି ଯାଇଥିବା ପ୍ରଣମ୍ୟ ପୁରୁଷମାନଙ୍କ ସ୍ମୃତିକୁ ଉଜ୍ଜୀବିତ କରି ରଖିବା…

ବିଚାରର ଦୁଇଟି ମାର୍ଗ

ଡ. ବାସୁଦେବ ମିଶ୍ର ପ୍ରବୃତ୍ତି ଆଉ ନିବୃତ୍ତି: ବିଚାରର ମାର୍ଗ ଦୁଇଟି- ଜୀବନକୁ ସୁନ୍ଦର ସୁଠାମ କରି ଗଢି ତୋଳିବା ପାଇଁ। ମନୁଷ୍ୟତାର ମହକକୁ ଚତୁର୍ଦ୍ଦିଗରେ ପ୍ରସାରିତ କରିବା ପାଇଁ। ତା’ର ଉଚ୍ଚତା ଓ ମହନୀୟତାକୁ ଅନୁଭବରେ ଆଣିବା ନିମନ୍ତେ। ମନୁଷ୍ୟର…

ଏଇ ଭାରତରେ

ମାନବିକତା ଏକ ଶବ୍ଦ, କିନ୍ତୁ ଏହାର ଗଭୀରତା ଏତେ ଅଧିକ ଯେ ତାହାକୁ ଶବ୍ଦରେ ବ୍ୟାଖ୍ୟା କରାଯାଇପାରେନା। ଏଭଳି ମାନବିକତାର ଛବି ଦେଖିତ୍ବାକୁ ମିଳିଛି ପଞ୍ଜାବର ମାଲେରକୋଟ୍‌ଲାରେ। ଏହି ସହରର ପୁରୁଣା କିଲ୍ଲା ବସ୍ତିର ଜଣେ ଶିଖ୍‌ ମହିଳାଙ୍କ ମୃତ୍ୟୁ ହେବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri