Tag Archives: Dharitri Editorial

ତଥ୍ୟ ଅପେକ୍ଷାରେ

କେନ୍ଦ୍ର ସରକାର କହନ୍ତି, ଭାରତର ଜନଗଣନା ହେଉଛି ବିଭିନ୍ନ ପରିସଂଖ୍ୟାନ ତଥ୍ୟର ସବୁଠୁ ବଡ଼ ଉତ୍ସ। ଏହି ତଥ୍ୟ ଭାରତୀୟଙ୍କ ବିଭିନ୍ନ ବିଶେଷତା ଉପରେ ଆଧାରିତ। ୧୩୦ ବର୍ଷରୁ ଊର୍ଦ୍ଧ୍ୱ ଇତିହାସ ଥିବା ଏହି ଭରସାଯୋଗ୍ୟ ଜନଗଣନା ପ୍ରତି ୧୦ ବର୍ଷରେ…

ବ୍ୟବସାୟରେ ଧର୍ମ

ନିଜକୁ ଆତ୍ମଘୋଷିତ ଈଶ୍ୱର ଓ ବାବା ବୋଲି ଘୋଷଣା କରିବା ଏକ ପ୍ରକାର ବାଚାଳତା ଓ ସମଗ୍ର ସମାଜ, ମାନବ ଜଗତକୁ ତଥା ଈଶ୍ୱରଙ୍କର ସୃଷ୍ଟିକୁ ହେୟଜ୍ଞାନ କରିବା ସହିତ ସମାନ। ଆଧୁନିକ ସମାଜରେ ଏମିତି କିଛି ଗୋଷ୍ଠୀ ଅଛନ୍ତି ଏମାନେ…

ସଦ୍‌ଗୁରୁ ଓ ସତ୍‌ନାମ

ଆମର ଗୋଟାଏ ଦୋଷ ଯେ, କିଛି ନ ବୁଝି, ମହାପୁରୁଷଙ୍କ ଉପରେ ମୂଳରୁ ଭରଷା କରୁ। ଭଗବତ୍‌ ଶକ୍ତିରେ ଅଲୌକିକ ଭାବରେ ସବୁ ସେ କରିଦେବେ – ଏଇ ଆଶାରେ ନିଶ୍ଚିନ୍ତ ହୋଇ ବସିଯାଉ। ଏହାଠାରୁ ବଡ଼ ଭୁଲ୍‌ ଆଉ କିଛି…

ବିଷମୁକ୍ତ ହେବ କି ଭାତହାଣ୍ଡି

ମ୍ପ୍ରତିକ ସମୟକୁ ଲକ୍ଷ୍ୟକଲେ କୃଷି ହିଁ ଆମ ଭବିଷ୍ୟତ ବୋଲି କୁହାଯାଇପାରେ। ଏହି କୃଷି ଆମ ଅର୍ଥନୀତିର ସଂସ୍କାରକ। ଆମ ରାଜ୍ୟରେ ସତୁରି ଭାଗରୁ ଅଧିକ ଲୋକ ଚାଷ ଉପରେ ନିର୍ଭରଶୀଳ। ତେବେ ଯବେ ସାର, ବିଷର ଦୁନିଆ ନ ଥିଲା,…

ଟ୍ରମ୍ପ୍‌ ଓ କପ୍‌ ସମ୍ମିଳନୀ

ଆମେରିକାର ରାଷ୍ଟ୍ରପତି ନିର୍ବାଚନରେ ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ବିଜୟ ବକୁରେ ଅନୁଷ୍ଠିତ ମିଳିତ ଜାତିସଂଘର ଜଳବାୟୁ ପରିବର୍ତ୍ତନ ସମ୍ମିଳନୀ (କପ୍‌୨୯) ଉପରେ କଳାବାଦଲ ଛାଇ ଦେଇଛି। ଏକଥା ସ୍ପଷ୍ଟ ଯେ, ଜଳବାୟୁ ପରିବର୍ତ୍ତନ ଏକ ପ୍ରତାରଣା ବୋଲି ଟ୍ରମ୍ପ୍‌ ବିଶ୍ୱାସ କରନ୍ତି ଏବଂ…

ଆଲୋକ ପ୍ରଦୂଷଣ

ଭ୍ୟତାର ବିକାଶ କ୍ରମରେ ଏକଦା ବିଜୁଳି ମାଡରେ ଜଳୁଥିବା ବଣ ମଧ୍ୟରୁ ମନୁଷ୍ୟ ପ୍ରଥମେ ନିଆଁକୁ ଆବିଷ୍କାର କରିଥିଲା। ନିଆଁ ଆବିଷ୍କାର ପରେ ମଣିଷ ମଶାଲ ଜାଳି ଆଲୋକ ପାଇଲା। ଗୁମ୍ଫା ମୁହଁରେ ନିଆଁ ଜାଳି ହିଂସ୍ରଜନ୍ତୁଙ୍କ କବଳରୁ ରକ୍ଷା ପାଇଲା।…

କେହି ନୁହେଁ କାହାର

ଗଣତନ୍ତ୍ରରେ ସରକାର ବଦଳିବା ଏକ ସ୍ବାଭାବିକ ପ୍ରକ୍ରିୟା। ମାତ୍ର ଏଇ ସ୍ବାଭାବିକ ପ୍ରକ୍ରିୟାଟି ଅନେକ ଅସ୍ବାଭାବିକ ପ୍ରକ୍ରିୟାକୁ ସାଙ୍ଗରେ ଧରି ଆସିଥାଏ। ଗୋଟେ ସରକାର ପତନ ହୋଇ ଯେତେବେଳେ ନୂଆ ସରକାର ଆସନ୍ତି ସେମାନେ ପୁରୁଣା ସରକାରଙ୍କର ଅନେକ ବ୍ୟବସ୍ଥାକୁ ବଦଳାଇ…

ଉବର ଚୁକ୍ତି

ଭାରତର ସୁରକ୍ଷା ପ୍ରତି ପଡ଼ୋଶୀ ଚାଇନା ଓ ପାକିସ୍ତାନ ଆହ୍ବାନ ସୃଷ୍ଟି କରିଛନ୍ତି। ଏହାର ମୁକାବିଲା ପାଇଁ ସେନା ନୂତନ ସ୍ଥିତି ସହିତ ଖାପ ଖୁଆଇ ଆଗକୁ ବଢ଼ୁଛି। ପ୍ରଯୁକ୍ତି ବିକାଶ ସେନାକୁ ସଶକ୍ତ ଓ ଦକ୍ଷ କରୁଥିଲେ ମଧ୍ୟ ଅନ୍‌ଲାଇନରେ…

କେବେ ଆୟତ୍ତ ନ ଥିଲା

ଦୀର୍ଘ ୧୦ ବର୍ଷ ପରେ ଜମ୍ମୁ ଓ କଶ୍ମୀରରେ ନିର୍ବାଚନ ଅନୁଷ୍ଠିତ ହୋଇ ଏବେ ସେଠାରେ ଗଣତାନ୍ତ୍ରିକ ଉପାୟରେ ସରକାର ଗଠନ ହୋଇଛି। ନୂଆ ସରକାର ୧୬ ଅକ୍ଟୋବରରେ ଆସିବା ପରେ ଏହି କେନ୍ଦ୍ରଶାସିତ ଅଞ୍ଚଳରେ ପ୍ରାୟ ୪ଟି ଛୋଟବଡ଼ ଆତଙ୍କବାଦୀ…

କୋଲକାତା ଟ୍ରେନି ମହିଳା ଡାକ୍ତରଙ୍କ ପିତାଙ୍କୁ ପ୍ରଥମେ ଆସିଥିଲା ୩ କଲ୍‌, ସାମ୍ନାକୁ ଆସିଲା ଏହି ଅଡିଓ କ୍ଲିପ୍‌

କୋଲକାତା,୩୦ା୮: କୋଲକାତାର ଆର୍‌ଜି କର ମେଡିକାଲ କଲେଜର ଜଣେ ଟ୍ରେନି ମହିଳା ଡାକ୍ତରଙ୍କୁ ବଳାତ୍କାର ପରେ ହତ୍ୟା କରାଯିବା ମାମଲାରେ ଦିନକୁ ଦିନ ନୂଆ କଥା ସବୁ ସାମ୍ନାକୁ ଆସୁଛି। ଏବେ ଏକ ଅଡିଓ କ୍ଲିପ୍‌ ମଧ୍ୟ ସାମ୍ନାକୁ ଆସିଛି। ଯେଉଁଥିରେ…

ସବୁରି ଉପରେ ମଣିଷ ସତ୍ୟ (ନନ୍ଦିନୀ ଶତପଥୀଙ୍କ ଜୀବନଦୃଷ୍ଟି)

ମର-ଜଗତରେ ଯାହା କିଛି ଦୃଶ୍ୟମାନ, ତାହା ସବୁ କ୍ଷୟଶୀଳ। ଗଛଲତା, ପଶୁପକ୍ଷୀଙ୍କ ପରି ମଣିଷ ଜନ୍ମ ହେଲେ ମରେ। ଏହି ମୃତ୍ୟୁଶୀଳତା ଭିତରେ କିନ୍ତୁ ଏପରି କୌଣସି କୌଣସି ବ୍ୟକ୍ତିଙ୍କର ଆବିର୍ଭାବ ଘଟେ, ଯାହାଙ୍କର ଜୀବନାବସାନ ପରେ ବି ତାଙ୍କ ବିଚାରବୋଧର…

ମୁକ୍ତସ୍ବରର ପ୍ରଭାବ

‘ପ୍ରଚାର’(ପ୍ରୋପାଗଣ୍ଡା) ଶବ୍ଦର ଅର୍ଥକୁ ଅଭିଧାନ ‘ସୂଚନା’ ବୋଲି ବ୍ୟାଖ୍ୟାକରେ। ଏହା ରାଜନୈତିକ ଉଦ୍ଦେଶ୍ୟ ବା ଦୃଷ୍ଟିକୋଣକୁ ପ୍ରୋତ୍ସାହିତ କରିବା ପାଇଁ ବ୍ୟବହୃତ ହୋଇଆସୁଛି। ଅତୀତରେ ଦୂରଦର୍ଶନକୁ ନିୟନ୍ତ୍ରଣ କରାଯାଇ ପ୍ରଚାର କରାଯାଉଥିଲା କିମ୍ବା ଅନ୍ତତଃ ପକ୍ଷେ ତାହାକୁ ହିଁ ରାଜନୈତିକ ଦଳ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri