Tag Archives: Dharitri Editorial

ସମୟାନୁବର୍ତ୍ତିତାର ମୂଲ୍ୟବୋଧ

ଘଣ୍ଟା ସମୟ ନିର୍ଦ୍ଧାରଣର ଏକ ମାନକ ଯାହା ହାତଠାରୁ କାନ୍ଥ ପର୍ଯ୍ୟନ୍ତ ସର୍ବତ୍ର ବିରାଜିତ। କିନ୍ତୁ ଅବସୋସ ଏହି ଯେ ଘଣ୍ଟା କେବଳ ଏକ ଶୋଭାବର୍ଦ୍ଧକ ସାମଗ୍ରୀ ରୂପେ ବିବେଚିତ ହୋଇଛି। ମୂଲ୍ୟବାନ ଘଣ୍ଟା ଥାଇ ମଧ୍ୟ ଆମେ ସମୟାନୁବର୍ତ୍ତିତାକୁ ଉପେକ୍ଷା…

ଅଧିକାରୀ ଅଭାବ

ତ୍ରିପୁରାରୁ ଏକ ଡଜନରୁ ଊର୍ଦ୍ଧ୍ୱ ଆଇଏଏସ୍‌ ଅଧିକାରୀ ଛାଡ଼ି ଚାଲିଯିବା ଫଳରେ ରାଜ୍ୟରେ ସେମାନଙ୍କ ସଂଖ୍ୟା କମିଚାଲିଛି। ୨୦୧୯ରୁ ୨୦୨୩ ମଧ୍ୟରେ ୨୦୧୯, ୨୦୨୦, ୨୦୨୧ ଓ ୨୦୨୨ ଆଇଏଏସ୍‌ ବ୍ୟାଚର ଯୁବ ଅଧିକାରୀମାନେ ବାହାର ରାଜ୍ୟ ଯଥା ରାଜସ୍ଥାନ, ବିହାର,…

ଏଇ ଭାରତରେ

ମହାରାଷ୍ଟ୍ରର ସୁନୀଲ କୋଲ୍‌ପେ ୧୬ଟି ମଇଁଷି କିଣି ଏକ ସ୍ମାର୍ଟ ଡାଇରି ଫାର୍ମ କରିଛନ୍ତି । ସୁନୀଲଙ୍କ ବୟସ ଏବେ ୪୩ ଓ ମହାରାଷ୍ଟ୍ର ଯୁବତମଲ ଜିଲାର ଛୋଟ ସହର ମହାଗାଓଁରେ ରହୁଛନ୍ତି ଏବଂ ଏହାଠାରୁ ତାଙ୍କ ଫାର୍ମ ୧୩ କିଲୋମିଟର…

ମାତୃଭାଷା ବନାମ ବିଶ୍ବଭାଷା

ଗୋଟିଏ ଜାତିର ପରିଚୟ ହେଉଛି ଭାଷା। ପ୍ରତ୍ୟେକ ଭାଷାର ଏକ ନିର୍ଦ୍ଦିଷ୍ଟ ଇତିହାସ ରହିଛି। ଯଦି ଭାଷାଟିଏ ମରିଯାଏ ତେବେ ଅନେକ କଥା ମରିଯିବାକୁ ହୁଏ। ସେଥିରେ ଥିବା ସାହିତ୍ୟ, ଦର୍ଶନ ନିଶ୍ଚୟ ବଳିପଡିବ ଏବଂ ସେ ଭାଷାର ଶବ୍ଦମାନ ମଧ୍ୟ…

ଦାରୁ ଓ ଦିଘା

ଦିଘାରେ ଶ୍ରୀମନ୍ଦିର ନିର୍ମାଣ ହେଲା। ଦଇତା ଥିଲେ ଏହାର ମୁଖ୍ୟ ପୁରୋଧା। ମନ୍ଦିରରେ ଦାରୁବ୍ରହ୍ମ ପ୍ରତିଷ୍ଠା ହେଲେ। ପ୍ରତିଷ୍ଠା ସରୁ ନ ସରୁଣୁ ଦିଘା ହୋଇଗଲା ‘ପୁରୁଷୋତ୍ତମ ଧାମ’। ଶ୍ରୀଜଗନ୍ନାଥ ମନ୍ଦିର ନିର୍ମାଣ ତ ସାରା ପୃଥିବୀରେ ଚାଲିଛି, ମାତ୍ର ଜଗନ୍ନାଥଧାମ…

ବାହ୍ୟ ଆକ୍ରମଣ ଓ ବିଦ୍ରୋହ

ଗତ ମାସରେ ଇରାନ୍‌ର ଆଣବିକ କେନ୍ଦ୍ର ଉପରେ ଆମେରିକା ଆକାଶମାର୍ଗରୁ ବୋମା ବର୍ଷଣ କରିଥିଲା ଏବଂ ଏଥିରେ କେତେ କ୍ଷତି ହୋଇଛି, ତାହା ଏବେ ସୁଦ୍ଧା ଆମେ ଜାଣିନୁ। ଜୁନ୍‌ରେ ଅନୁଷ୍ଠିତ ନାଟୋ ସମ୍ମିଳନୀରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଗର୍ବର…

ଏଇ ଭାରତରେ

ଲୋକଙ୍କ ଟାହିଟାପରା ଶୁଣି ଅନେକେ ଭାଙ୍ଗିପଡ଼ନ୍ତି, ହେଲେ ଆଉ କେତେକ ଏହାକୁ ନିଜର ସାମର୍ଥ୍ୟ କରିଦିଅନ୍ତି। ତା’ପରେ ସଫଳତା ଆପେ ଆପେ ମିଳିଯାଏ। ଠିକ୍‌ ଏମିତି କିଛି ଘଟିଛି ହର୍ଷ ଗୁପ୍ତାଙ୍କ ସହିତ। ମହାରାଷ୍ଟ୍ରର ଏହି ଯୁବକ ଏବେ ଆଇଆଇଟିର ଛାତ୍ର।…

କୃଷି କ୍ଷେତ୍ରରେ ଆତଙ୍କବାଦ

ବର୍ତ୍ତମାନର ଦୁନିଆରେ ମଣିଷ ଜାତିର ଅନ୍ୟତମ ପ୍ରଧାନ ଶତ୍ରୁ ହେଲା ଆତଙ୍କବାଦ। ଅଧିକାଂଶସ୍ଥଳେ ଏହା ମୂଳରେ ଥାଏ ଜାତିଧର୍ମ, ରାଜନୈତିକ, ଆଦର୍ଶଗତ ତଥା ଅନ୍ୟାନ୍ୟ ବିଦ୍ୱେଷ। ୨୦୦୧ ସେପ୍ଟେମ୍ବର ୧୧ ତାରିଖ ଦିନ ଇସ୍‌ଲାମୀୟ ଆତଙ୍କବାଦୀମାନେ ଆମେରିକାରେ, ୨୦୦୮ ଏବଂ ୨୦୧୧ରେ…

କାବ୍ୟ ଚେତନାରେ ଅରଣ୍ୟ

ମହାପ୍ରଭୁ ଶ୍ରୀଜଗନ୍ନାଥ ଓଡ଼ିଆଙ୍କ ବିଶ୍ୱାସ ବା ପ୍ରତ୍ୟୟର ପ୍ରାଣକେନ୍ଦ୍ର। ଜଗନ୍ନାଥଙ୍କୁ କେନ୍ଦ୍ରକରି ଏଠି ଗଢ଼ି ଉଠିଛି ନୂତନ ଦର୍ଶନ, ଚିନ୍ତାଧାରା, ସଂସ୍କୃତି ଓ କିମ୍ବଦନ୍ତୀ ଇତ୍ୟାଦି। କେଉଁ ପ୍ରାଚୀନ କାଳରୁ ଜଗନ୍ନାଥ ଚେତନା ଆଧାରରେ ପରିପୁଷ୍ଟ ହୋଇଛି ଉକତ୍ଳର ସାହିତ୍ୟ ଓ…

‘ସରକାରୀ’, ‘ବେସରକାରୀ’ ତଥ୍ୟ

ଜାପାନକୁ ଅତିକ୍ରମ କରି ଭାରତ ବିଶ୍ୱର ୪ର୍ଥ ବୃହତ୍‌ ଅର୍ଥନୀତିରେ ପରିଣତ ହୋଇଛି ବୋଲି ଗତ ମେ’ ୨୪ ତାରିଖରେ ନୀତି ଆୟୋଗର ୧୦ମ ଗଭର୍ନିଂ କାଉନସିଲ ବୈଠକ ପରେ ଗଣମାଧ୍ୟମକୁ ସୂଚନା ଦେବାକୁ ଯାଇ ଏହା କହିଥିଲେ ନୀତି ଆୟୋଗ…

ଏଇ ଭାରତରେ

କୋଲକାତାର ପିଣ୍ଟୁ ପୋହାନ୍‌ ପାନ ଦୋକାନ କରି ପରିବାର ପ୍ରତିପୋଷଣ ସହ ବହି ଲେଖା ଜାରି ରଖିଛନ୍ତି। ଏବେସୁଦ୍ଧା ସେ ୧୨ଟି ବହି ଲେଖିସାରିଲେଣି। ସବୁ ବହି ବେଙ୍ଗଲୀ ଭାଷାରେ ଲେଖିଛନ୍ତି। ସେ ପାନ ବିକିବା ସହ କମ୍ପ୍ୟୁଟର କ୍ଲାସ ଓ…

ମଣିଷସଂଖ୍ୟା କମୁଛି

ମନେପଡୁଛି ପିଲାବେଳର କଥା। ବହିପତ୍ର କିଣିବାଠାରୁ ଆରମ୍ଭ କରି କୌଣସି ବଡ଼ ଧରଣର ବଜାର କାମରେ ବା ଅଫିସ କାମରେ ବ୍ରହ୍ମପୁର ଯିବାକୁ ପଡ଼େ। ସେଥିପାଇଁ ଭଡ଼ା ସାଇକେଲ ଆମ୍ଭମାନଙ୍କ ଭଳି ଗ୍ରାମୀଣ ଦୂରିଆ ଲୋକଙ୍କର ଏକମାତ୍ର ନିର୍ଭରଯୋଗ୍ୟ ସାହାରା ଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?