Tag Archives: Dharitri Editorial

 ଲକ୍ଷ୍ମଣରେଖା

ଲକ୍ଷ୍ମଣରେଖା ଏକ ବହୁପ୍ରଚଳିତ ପୁରାଣ ବର୍ଣ୍ଣିତ ଶବ୍ଦ। ରାମାୟଣରେ ରାବଣର ନିର୍ଦ୍ଦେଶରେ ମାରିଚ ମାୟା ସୁବର୍ଣ୍ଣ ମୃଗ ହୋଇ ଶ୍ରୀରାମଙ୍କୁ ଭ୍ରମିତ କରାଇ ଘନ ଅରଣ୍ୟକୁ ନେଇଗଲା। ଶ୍ରୀରାମଙ୍କ ଦ୍ୱାରା ଶରବିଦ୍ଧ ହୋଇ ମୃତ୍ୟୁ ପୂର୍ବରୁ ତ୍ରାହି ଲକ୍ଷ୍ମଣ ବୋଲି ଉଚ୍ଚ…

ରଣନୀତିକ ବିପଦ

ପହଲଗାମ୍‌ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ଓ ପାକିସ୍ତାନ ମଧ୍ୟରେ ଅସ୍ବାଭାବିକ ସ୍ଥିତି ଲାଗିରହିଛି। ପାକିସ୍ତାନକୁ ଭାରତୀୟମାନେ ପରମ ଶତ୍ରୁ ଭାବେ ଦେଖୁଛନ୍ତି। କିନ୍ତୁ କୂଟନୈତିକ ଓ ରଣନୀତିକ ସ୍ତରରେ ଚାଇନା ଯେଭଳି ବ୍ୟବହାର ପ୍ରଦର୍ଶନ କରୁଛି, ସେ ଭାରତର ପ୍ରଧାନ…

ଏ କ’ଣ ଦୁର୍ଘଟଣା

ଜ୍ରପାତ ନେଲା ଛଅ ଜୀବନ, ବାଇକ ଦୁର୍ଘଟଣାରେ କାକା ପୁତୁରା ମୃତ, ମୁକୁଳା ଡ୍ରେନ୍‌ରେ ପଡ଼ି ଜଣେ ମୃତ, ଏସବୁ ହେଉଛି ଗତ ସପ୍ତାହର ଏକ ନିର୍ଦ୍ଦିଷ୍ଟ ଦିନରେ ଆମ ରାଜ୍ୟର ଭିନ୍ନଭିନ୍ନ ଅଞ୍ଚଳରେ ଘଟିଥିବା କିଛି ଘଟଣା ଯାହା ଦୁର୍ଘଟଣା…

ଦେଇଥିଲେ ପାଇ

ଦି ଜଣେ ଚାଷୀ ଗହମ ଅମଳ କରିବାକୁ ଚାହେଁ, ତେବେ ସେ ତା’ କ୍ଷେତରେ ଗହମ ବୁଣେ। ଯଦି ଧାନ ଅମଳ କରିବାକୁ ଚାହେଁ, ତେବେ ସେ ଧାନ ବୁଣେ। ଯଦି ସେ ଗହମ ବୁଣି ଧାନ ଅମଳ କରିବାକୁ ଆଶା…

ଜଙ୍ଗଲ ଚିନ୍ତା

ଜଙ୍ଗଲ ପୃଥିବୀର ଅନ୍ୟତମ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ପରିବେଶ ବ୍ୟବସ୍ଥା। ସବୁ ଭୂମିଗତ ଉଦ୍ଭିଦ, କୀଟପତଙ୍ଗ ଓ ପ୍ରାଣୀଙ୍କ ୮୦ ପ୍ରତିଶତ ବାସସ୍ଥାନ ହେଉଛି ଜଙ୍ଗଲ। ବିଶ୍ୱର ପାଖାପାଖି ଏକ ତୃତୀୟାଂଶ ଲୋକ ସେମାନଙ୍କ ଜୀବିକା ପାଇଁ ସିଧାସଳଖ ଏହା ଉପରେ ନିର୍ଭରଶୀଳ।…

ରାମଚନ୍ଦ୍ର, ସକ୍ରେଟିସ୍‌ ଓ ଗଣତନ୍ତ୍ର

ରାମାୟଣରେ ବର୍ଣ୍ଣିତ ମର୍ଯ୍ୟାଦାପୁରୁଷ ରାମଚନ୍ଦ୍ରଙ୍କୁ ଆମେ ଗଣତାନ୍ତ୍ରିକ ମୂଲ୍ୟବୋଧର ପ୍ରତିନିଧି ଭାବରେ ବ୍ୟାଖ୍ୟା କରୁ। ଉତ୍ତରାକାଣ୍ଡର ବର୍ଣ୍ଣନା ଅନୁସାରେ ନଗର ଭ୍ରମଣ କରିସାରି ଗୁପ୍ତଚର ଭଦ୍ର ରାମଙ୍କୁ କହିଛି, ”ହେ ରାଜନ, ପୁରବାସୀ ଆପଣଙ୍କ ବିଷୟରେ ରାସ୍ତାରେ, ବଜାରରେ, ବନ ଉପବନରେ…

ମନ୍ଥର ପ୍ରକ୍ରିୟା

ଉତ୍ତରପ୍ରଦେଶ ପୋଲିସ ମହାନିର୍ଦ୍ଦେଶକ (ଡିଜିପି)ପ୍ରଶାନ୍ତ କୁମାର ମେ ୩୧ରେ ଅବସର ନେବାକୁ ଯାଉଛନ୍ତି। ଏଣୁ ରାଜ୍ୟର ପୋଲିସ ମୁଖ୍ୟ ଲାଗି ଦୌଡ଼ ଆରମ୍ଭ ହୋଇଯାଇଛି। କିନ୍ତୁ ଏଯାବତ୍‌ କେବଳ ଗୁଞ୍ଜରଣ ସୃଷ୍ଟି ହେଉଛି, କ’ଣ ସତ୍ୟ ତାହା ପଦାକୁ ଆସୁନାହିଁ। ରାଜ୍ୟ…

ଏଇ ଭାରତରେ

ମହାରାଷ୍ଟ୍ର ଠାଣେର ହେନିକ ଗାଲା ଓ ଶ୍ରେୟାସ ଜଲାପୁର ସ୍କୁଲରେ ପଢ଼ିବାବେଳେ ଜଣେ କବାଡିବାଲାଙ୍କ କାର୍ଯ୍ୟକୁ ଦେଖୁଥିଲେ। ଏହି ଦୁଇ ବନ୍ଧୁ ସ୍କୁଲ ଶିକ୍ଷା ଶେଷ କରି ଉଚ୍ଚଶିକ୍ଷା ଲାଭ କରିବା ପରେ କବାଡିବାଲାଙ୍କ କାମର ଗୁରୁତ୍ୱକୁ ଉପଲବ୍ଧି କରି ବର୍ଜ୍ୟ…

ଗୋଷ୍ଠୀଭିତ୍ତିକ ବିହନ ସଂରକ୍ଷଣ

ସାଧାରଣତଃ ମାଣ୍ଡିଆ ଏକ କ୍ଷୁଦ୍ର ଦାନାଯୁକ୍ତ, ଗରମ ଦିନିଆ ଫସଲ। ଏଥିରେ ଅଧିକ ପରିମାଣରେ ପ୍ରୋଟିନ୍‌, ଫାଇବର, ନିଆସିନ୍‌, ଥାଏମିନ୍‌, ରାଇବୋଫ୍ଲାବିନ୍‌, ମିଥିଓନାଇନ, ଲେସିଥିନ୍‌ ଓ ଭିଟାମିନ -ଇ ଥାଏ। ଏହା ବିଭିନ୍ନ ପ୍ରକାର ଖଣିଜ ଲବଣ ଯଥା ଆଇରନ୍‌, ମାଗ୍ନେସିୟମ,…

ଜଳସଙ୍କଟର ସମାଧାନ

ଳ ହେଉଛି ଜୀବନର ମୂଳାଧାର, କିନ୍ତୁ ଭାରତରେ ଜଳସଙ୍କଟ ଏକ ଗମ୍ଭୀର ଚ୍ୟାଲେଞ୍ଜ ଭାବେ ଉଭାହୋଇଛି। ନୀତି ଆୟୋଗର ୨୦୧୮ ରିପୋର୍ଟ ଅନୁସାରେ ଭାରତର ୬୦୦ ନିୟୁତ (୪୫% ଜନସଂଖ୍ୟା) ଲୋକ ଅତି ଗମ୍ଭୀର ଜଳସଙ୍କଟର ସମ୍ମୁଖୀନ ହେଉଛନ୍ତି। ୨୦୩୦ ସୁଦ୍ଧା…

ଶାନ୍ତି ଚୁକ୍ତିରେ ମହିଳାଙ୍କ ଭୂମିକା

ବିଶ୍ୱରେ ଲିଙ୍ଗଗତ ସମାନତା ପାଇଁ ସବୁ ପ୍ରକାର ଅଗ୍ରଗତି ହୋଇଥିଲେ ମଧ୍ୟ ଅନେକେ ଅଦ୍ୟାବଧି ସଶସ୍ତ୍ର ସଂଘର୍ଷକୁ ମୁଖ୍ୟତଃ ପୁରୁଷ ପ୍ରାଧାନ୍ୟ ଭାବେ ଦେଖିବାକୁ ଅଧିକ ଉତ୍ସାହିତ ହେଉଛନ୍ତି। ବାସ୍ତବରେ ମହିଳାମାନେ ବହୁ ସମୟରେ ଯୁଦ୍ଧ, ଅଣଯୁଦ୍ଧ ଓ ନେତୃତ୍ୱ ଭୂମିକାରେ…

ସହରୀ ବନ୍ୟା

କର୍ନାଟକରେ ୧୮ ମେ’ରୁ ହୋଇଥିବା ପ୍ରବଳ ବର୍ଷାରେ ୫ ଜଣଙ୍କ ମୃତ୍ୟୁ ଘଟିଲାଣି। ଏହାର ରାଜଧାନୀ ବେଙ୍ଗାଲୁରୁରେ ଜଣେ ନାବାଳକଙ୍କ ସମେତ ୩ ଜଣ ସହରୀ ବନ୍ୟାରେ ପ୍ରାଣ ହରାଇଲେଣି। ସହରୀ ବନ୍ୟା ନାମକରଣର ଯଥାର୍ଥତା ହେଲା ଯେ, ଅଚାନକ ହେଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?