Tag Archives: Dharitri Editorial

ଓଡ଼ିଶାରେ ଦୋଳଯାତ୍ରା

ଡ. ଭାଗ୍ୟଲିପି ମଲ୍ଲ ଶୀତ ସରି ସରି ଆସୁଛି। ଖରା ଧରାକୁ ମୁହାଁଇଛି। ସନ୍ଧି ସମୟ। କାଳପ୍ରବାହରେ ମଧୁମାସ। ବସନ୍ତ। ଚାରିଆଡ଼େ ଫୁଲ ଆଉ ଫୁଲ। ଗଛଗଛରେ ନୂଆପତ୍ର, ନୂଆଫୁଲର କଢ଼ି। ପବନରେ ହାଲୁକା ତାତି। ନୂଆ ପ୍ରକୃତିର ଛୁଆଁ ଦେହ…

ଏଇ ଭାରତରେ

ଆହତ ପ୍ରାଣୀମାନଙ୍କୁ ଉଦ୍ଧାର କରି ସେମାନଙ୍କୁ ସୁରକ୍ଷିତ ଭାବେ ରଖିବାରେ ସମୟ କାଟୁଥିବା ମୁମ୍ବାଇର ଜଣେ ମହିଳା ହେଉଛନ୍ତି ଫିଜା ଶାହା। ତାଙ୍କୁ ବର୍ତ୍ତମାନ ବୟସ ୫୪। ସେ ଆହତ କିମ୍ବା ରାସ୍ତାରେ ବୁଲୁଥିବା, ପରିତ୍ୟକ୍ତ ତଥା ରୋଗଗ୍ରସ୍ତ ପ୍ରାଣୀଙ୍କୁ ଉଦ୍ଧାର…

ଟ୍ରମ୍ପଙ୍କ ଗସ୍ତ

ଆକାର ପଟେଲ ଆମେରିକା ରାଷ୍ଟ୍ରପତି ଡୋନାଲ୍‌ଡ ଟ୍ରମ୍ପ ଭାରତ ଗସ୍ତରେ ଆସି ସୋମବାର ଓ ମଙ୍ଗଳବାର ଅହମଦାବାଦ, ଆଗ୍ରା ଓ ଦିଲ୍ଲୀ ଯିବେ। ସେ ୨୦ଟି ଦେଶ ବୁଲିଛନ୍ତି, ଯେଉଁଗୁଡ଼ିକ ମଧ୍ୟରୁ ଅଧିକାଂଶ ହେଉଛି ୟୁରୋପୀୟ ଦେଶ। ସେ ଫ୍ରାନ୍ସ ଚାରିଥର…

ପ୍ରତିମୂର୍ତ୍ତି ଓ ପ୍ରେରଣା

ଡ. ପ୍ରଫୁଲ୍ଲ କୁମାର ସାହୁ ପ୍ରତିମୂର୍ତ୍ତି ପ୍ରେରଣାର ଆଧାର। ଏକ ନିର୍ଦ୍ଦିଷ୍ଟ ଆଦର୍ଶ ଓ ଦର୍ଶନର ପ୍ରତିଫଳନ। ନିଜର ଅସାଧାରଣ ବ୍ୟକ୍ତିତ୍ୱ ବଳରେ ସମାଜ ଜୀବନକୁ ଗଭୀର ଭାବରେ ପ୍ରଭାବିତ କରି ଯାଇଥିବା ପ୍ରଣମ୍ୟ ପୁରୁଷମାନଙ୍କ ସ୍ମୃତିକୁ ଉଜ୍ଜୀବିତ କରି ରଖିବା…

ବିଚାରର ଦୁଇଟି ମାର୍ଗ

ଡ. ବାସୁଦେବ ମିଶ୍ର ପ୍ରବୃତ୍ତି ଆଉ ନିବୃତ୍ତି: ବିଚାରର ମାର୍ଗ ଦୁଇଟି- ଜୀବନକୁ ସୁନ୍ଦର ସୁଠାମ କରି ଗଢି ତୋଳିବା ପାଇଁ। ମନୁଷ୍ୟତାର ମହକକୁ ଚତୁର୍ଦ୍ଦିଗରେ ପ୍ରସାରିତ କରିବା ପାଇଁ। ତା’ର ଉଚ୍ଚତା ଓ ମହନୀୟତାକୁ ଅନୁଭବରେ ଆଣିବା ନିମନ୍ତେ। ମନୁଷ୍ୟର…

ଏଇ ଭାରତରେ

ମାନବିକତା ଏକ ଶବ୍ଦ, କିନ୍ତୁ ଏହାର ଗଭୀରତା ଏତେ ଅଧିକ ଯେ ତାହାକୁ ଶବ୍ଦରେ ବ୍ୟାଖ୍ୟା କରାଯାଇପାରେନା। ଏଭଳି ମାନବିକତାର ଛବି ଦେଖିତ୍ବାକୁ ମିଳିଛି ପଞ୍ଜାବର ମାଲେରକୋଟ୍‌ଲାରେ। ଏହି ସହରର ପୁରୁଣା କିଲ୍ଲା ବସ୍ତିର ଜଣେ ଶିଖ୍‌ ମହିଳାଙ୍କ ମୃତ୍ୟୁ ହେବା…

ସୃଷ୍ଟିକର୍ତ୍ତା ଭାବି ବସିଲେଣି

କିଛି ବର୍ଷ ତଳେ ଦିଲ୍ଲୀର ବିଭିନ୍ନ ସ୍ଥାନରେ ପୋଲିସ ତରଫରୁ ସୂଚନାଫଳକ ଜରିଆରେ ଜଣାଇ ଦିଆଯାଇଥିଲା ଯେ, ‘ଅଜଣା ବସ୍ତୁ ଦେଖିବାମାତ୍ରେ ସେଗୁଡ଼ିକୁ ଛୁଅନ୍ତୁ ନାହିଁ, ଯାହା ବୋମା ହୋଇଥାଇପାରେ’। ଭାରତ ସରକାର ଏବେ ସେଭଳି କାର୍ଯ୍ୟ କରୁଥିବା ପରି ମନେହେଉଛି।…

ଗାନ୍ଧିଜୀ ଓ ମଦମୁକ୍ତ ସମାଜର ସ୍ବପ୍ନ

ଡ. ପ୍ରଫୁଲ୍ଲ କୁମାର ସାହୁ ମହାତ୍ମା ଗାନ୍ଧୀ କେବଳ ଭାରତୀୟ ମୁକ୍ତି ସଂଗ୍ରାମର ମହାନାୟକ ନୁହନ୍ତି, ଅଧିକନ୍ତୁ ସେ ଥିଲେ ଜଣେ ଶ୍ରେଷ୍ଠ ସଂସ୍କାରକ ଓ ଦିଗ୍‌ଦର୍ଶକ। ଜାତୀୟ ଜୀବନରେ ସ୍ବଚ୍ଛତା ଆଣିବା ପାଇଁ ନିଶାମୁକ୍ତ ଭାରତବର୍ଷ ଗଠନ ଥିଲା ତାଙ୍କର…

ବଦଳାଇବାକୁ ହେବ ସ୍ବାସ୍ଥ୍ୟସେବାର ଚିତ୍ର

ଅରୁଣ ଦାସ ସେଦିନ ମାଉସୀଙ୍କୁ ଭୀଷଣ ଜ୍ୱର ହୋଇଥିବାରୁ ଚିକିତ୍ସା ପାଇଁ କ୍ୟାପିଟାଲ ହସ୍ପିଟାଲରେ ପହଞ୍ଚିଲୁ। ଡାକ୍ତର କିଛି ଔଷଧ ଲେଖିଦେବା ସହ ରକ୍ତ ଓ ପରିସ୍ରା ପରୀକ୍ଷା ପାଇଁ କହିଲେ। ସେତେବେଳେ ସନ୍ଧ୍ୟା ହୋଇ ସାରିଥିବାରୁ ଆମେ ଘରକୁ ଫେରି…

ଏଇ ଭାରତରେ

କିଛି ନିଆରା କରିବାର ଆଗ୍ରହ ଆଗକୁ ବାଟ କଢାଇନିଏ, ଯାହା ଘଟିଛି କେରଳର ଯସ୍ମିନ୍‌ ଅରିମ୍ବ୍ରାଙ୍କ ଜୀବନରେ। ଅରିମ୍ବ୍ରା ରହନ୍ତି ମାଲାପ୍ପୁରମ୍‌ ଜିଲା ଥେନ୍ନଲା ପଞ୍ଚାୟତରେ। ତାଙ୍କୁ ଏବେ ବୟସ ୩୫ ବର୍ଷ। ୯ମ ପରେ ପାଠ ଛାଡି ପିତାଙ୍କ ସହ…

କିଏ ବା କହିବ

ତେଲଙ୍ଗାନାର ମହିଳା ପ୍ରାଣୀ ଚିକିତ୍ସକ ଗଣବଳାତ୍କାର ଓ ହତ୍ୟା ଘଟଣାର ୪ ଅଭିଯୁକ୍ତଙ୍କୁ ପୋଲିସ ଏନ୍‌କାଉଣ୍ଟର କରି ୬ ଡିସେମ୍ବରରେ ମାରିଦେବା ବିଷୟ ପ୍ରଘଟ ହେବା ପରେ ଦେଶବ୍ୟାପୀ ଏକ ଉତ୍ସବ ପାଲଟି ଯାଇଥିଲା। ଏ ବିଷୟ ପ୍ରାୟ ସବୁ ଗଣମାଧ୍ୟମରେ…

ଯଶୋଧାରାଙ୍କ ତ୍ୟାଗ

ଡ. ଛାୟାକାନ୍ତ ଷଡ଼ଙ୍ଗୀ ରାଜପୁତ୍ର ଗୌତମ ସତ୍ୟର ସନ୍ଧାନ କରିବା ପାଇଁ କପିଳବାସ୍ତୁ ରାଜପ୍ରାସାଦର ବିଳାସବ୍ୟସନ, ସୁଖସ୍ବାଚ୍ଛନ୍ଦ୍ୟ, ସ୍ତ୍ରୀ ଯଶୋଧାରାଙ୍କ ଅନାବିଳ ପ୍ରେମ ଓ ସୁକୁମାର ଶିଶୁପୁତ୍ର ରାହୁଳକୁ ତ୍ୟାଗ କରି ରାତ୍ରିର ଘନ ଅନ୍ଧକାର ମଧ୍ୟରେ ରାଜ୍ୟ ଛାଡି ଚାଲିଗଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?