କ୍ଷୁଧା ଚିନ୍ତା
ବିଶ୍ୱରେ ଏବେ ୮ ବିଲିୟନ (୮୦୦ କୋଟି) ଲୋକଙ୍କୁ ଖାଦ୍ୟ ଦେବା ପାଇଁ ସଂଘର୍ଷ କରିବାକୁ ପଡ଼ୁଥିବାବେଳେ ୨୦୫୦ ସୁଦ୍ଧା ୧୦ ବିଲିିୟନ (୧,୦୦୦ କୋଟି) ଲୋକଙ୍କୁ ଆମେ କିଭଳି ଖାଦ୍ୟ ଯୋଗାଇ ପାରିବା? ବଢ଼ୁଥିବା ଜନସଂଖ୍ୟାର ପୌଷ୍ଟିକ ଆବଶ୍ୟକତା ପୂରଣ…
ଏଇ ଭାରତରେ
ମହାରାଷ୍ଟ୍ର ବିଦର୍ଭ ଅଞ୍ଚଳ ଅତ୍ୟନ୍ତ ମରୁଡ଼ିପ୍ରବଣ। ଏହି ଅଞ୍ଚଳରେ କୃଷି କ୍ଷତିଗ୍ରସ୍ତ ହେଉଥିବାରୁ କୃଷକ ଆତ୍ମହତ୍ୟା ହାର ଅଧିକ। ତେବେ ନିଜ ଗାଁ ଓ ତା’ ଆଖପାଖର ୬ଟି ଗାଁରେ ଜଳାଭାବ ଦୂର କରି କୃଷିକୁ ସହଜ କରିପାରିଛନ୍ତି ଅମୋଲ ଲାଙ୍ଗୋଟେ।…
ଶାଶୁଘର
ଶାଶୁଘର କାହିଁ ? ଏ ପ୍ରଶ୍ନଟି ହୁଏତ ଚମକ ସୃଷ୍ଟି କରିପାରେ, କିନ୍ତୁ ଏହା ଅନେକାଂଶରେ ସତ। ଦିନେ ମହିଳାଙ୍କ ପାଇଁ ଆଜୀବନ କର୍ମଭୂମି ବୋଲାଉଥିବା ଏହି ଶବ୍ଦଟି ତା’ର ଚିରାଚରିତ ଗୌରବ ହରେଇ ଏବେ ଏକ ପ୍ରଶ୍ନବାଚୀ ସ୍ତରକୁ ଚାଲି…
ସାମ୍ପ୍ରତିକ ରାଜନୀତି ଓ ଯୁବପିଢ଼ି
ସାମ୍ପ୍ରତିକ ରାଜନୀତିରେ ଦୁଇ ପ୍ରକାର ଯୁବଗୋଷ୍ଠୀଙ୍କୁ ଦେଖିବାକୁ ମିଳେ। ଗୋଟିଏ ହେଲେ ସୌଖୀନ ନେତା ଓ ଅନ୍ୟଟି ହେଲେ ଅପରାଧ ଘଟାଇବା ପାଇଁ ପ୍ରାୟୋଜିତ ନେତା। ପ୍ରଥମ ଗୋଷ୍ଠୀ ରାଜନୈତିକ ପରିବାରରୁ ଆସିଥିବା ବେଳେ ଦ୍ୱିତୀୟ ଗୋଷ୍ଠୀ କିଛି ଛାତ୍ରନେତା ଏବଂ…
ଅଖାଡୁଆ ବ୍ୟକ୍ତି
ବିଶ୍ୱର ସର୍ବବୃହତ୍ ଦ୍ୱୀପ ଗ୍ରୀନ୍ଲାଣ୍ଡ ଡେନ୍ମାର୍କ ଭିତରେ ଏକ ସ୍ବୟଂଶାସିତ ଅଞ୍ଚଳ ଭାବେ ରହିଛି। ଏହା ମାତୃଦେଶ ଡେନ୍ମାର୍କଠାରୁ ପ୍ରାୟ ୩ ହଜାର କିଲୋମିଟର ଦୂରରେ ଅବସ୍ଥିତ। ଗ୍ରୀନ୍ଲାଣ୍ଡର ଇତିହାସ ଦେଖିଲେ ଜଣାପଡ଼େ ଯେ, ୧୯୫୩ ମସିହାରେ ତାହା ଡେନ୍ମାର୍କର ଏକ…
ଏଇ ଭାରତରେ
ନାଗା ଯୋଦ୍ଧା ଛାକେସାଙ୍କ ଜନଜାତି ଲୋକେ ଶିକାର ଛାଡ଼ିଦେଇ ପରିବେଶ ଓ ପ୍ରାଣୀଙ୍କ ସୁରକ୍ଷା ପାଇଁ ଏବେ କାମ କରୁଛନ୍ତି। ସେମାନେ ଇଣ୍ଡୋ-ବର୍ମା ବାୟୋଡାଇଭର୍ସିଟି ହଟ୍ସ୍ପଟରେ ଥିବା ଜେସାମି ଗାଁରେ ରହୁଛନ୍ତି। ଏହି ଜନଜାତିର ଲୋକ ଶିକାର କୌଶଳ ପାଇଁ ଜଣାଶୁଣା।…
ଗଣତନ୍ତ୍ରରେ ନୈତିକ ମୂଲ୍ୟବୋଧ
ଗଣତନ୍ତ୍ର ଗଣଙ୍କର ଶାସନ। ଗଣତନ୍ତ୍ରରେ ସତ୍ତାଧାରୀଙ୍କର କାର୍ଯ୍ୟାବଳୀର ମୂଲ୍ୟାୟନ ଜନତାଙ୍କ ମାଧ୍ୟମରେ ପ୍ରତି ପାଞ୍ଚବର୍ଷରେ ଥରେ ହୁଏ। ତେଣୁ ଚଷା ହୁଡ଼ିଲେ ବରଷେ ପରି ଭୋଟର ହୁଡ଼ିଲେ ପାଞ୍ଚ ବରଷ ପର୍ଯ୍ୟନ୍ତ ଅପେକ୍ଷା କରିବାକୁ ପଡ଼େ। ସତ୍ତା ଦେଶାନୁକୂଳ ଥିଲେ ଗଣ…
ଆମେରିକାର ସାମ୍ରାଜ୍ୟବାଦ
ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ଙ୍କଠାରେ ଏବେ ବ୍ୟବସାୟିକ, ଭୂରାଜନୈତିକ ତଥା ବୈଶ୍ୱିକ ଅର୍ଥ ବ୍ୟବସ୍ଥାରେ ପ୍ରଭୁତ୍ୱ ବିସ୍ତାର କରିବାର ପାଗଳାମି ପ୍ରକାଶ ପାଇଛି ଏବଂ ଏହା ପଛରେ ଏକ ରଣନୀତି ରହିଛି। ତାଙ୍କ ପ୍ରଶାସନ ଭେନେଜୁଆଲା ରାଷ୍ଟ୍ରପତି ନିକୋଲାସ୍ ମାଦୁରୋଙ୍କୁ ଅପହରଣ…
ଏଇ ଭାରତରେ
ତ୍ରିପୁରା ସେପାହିଜାଲା ଜିଲାରେ ଅତ୍ୟଧିକ ବାଲ୍ୟବିବାହ ହୋଇଥାଏ। ଏବେ କିନ୍ତୁ ତାହା ବହୁ ପରିମାଣରେ କମିଯାଇଛି। ସେପାହିଜାଲା ଜିଲାପାଳ ସିଦ୍ଧାର୍ଥ ଜୟସ୍ବାଲଙ୍କ ଦ୍ୱାରା ଏହା ସମ୍ଭବ ହୋଇପାରିଛି। ସେ ଜିଲାର ବିଭିନ୍ନ ଗାଁରୁ ୧୦୦ ପିଲାଙ୍କୁ ବାଲ୍ୟବିବାହ ପଞ୍ଝାରୁ ମୁକୁଳାଇ ସାରିଲେଣି।…
ଭାରତର ସାଗରକେନ୍ଦ୍ର
ସାମଗ୍ରିକ ଭାବେ ମହାକାଶ ଏବଂ ବିଶେଷକରି ଚନ୍ଦ୍ର ଓ ମଙ୍ଗଳ ଉପରେ ବିଗତ ବର୍ଷ ବର୍ଷ ଧରି ଚାଲିଛି ବିବିଧ ଗବେଷଣା। ଏବେ ସେଠାରେ ନିୟମିତ ଭାବେ ମହାକାଶଯାନ ଅବତରଣ କରାଇ ସେଗୁଡ଼ିକର ପୃଷ୍ଠଦେଶଗୁଡ଼ିକରୁ ପୁଙ୍ଖାନୁପୁଙ୍ଖ ପରୀକ୍ଷାନିରୀକ୍ଷା କରାଯାଉଛି । ସେଠାରେ…
ସତରେ ଆମେ କ’ଣ ମଣିଷ
ତପଡ଼ାରୁ ପୁରୀ ଫେରିବା ବାଟରେ ଏକ ଅଜବ ତଥା ଭାରାକ୍ରାନ୍ତ ଅନୁଭୂତି ନେଇ ଘରକୁ ଫେରିଲି। ବିଶେଷକରି ସାତପଡ଼ାରୁ ବ୍ରହ୍ମଗିରି ମୁଖ୍ୟ ରାସ୍ତାରେ ପଲପଲ ଗାଈ, ବାଛୁରୀ, ଷଣ୍ଢ ଇତ୍ୟାଦି ଛିଡ଼ା ହୋଇଥାଆନ୍ତି। ଉଭୟ ପଟରୁ ଆସୁଥିବା ଦୁଇଚକିଆ, ଚାରିଚକିଆ ଯାନଗୁଡ଼ିକର…
ଓଟ ଉପରେ ବରଫ
ଓଟକୁ ମରୁଭୂମିର ଜାହାଜ ବୋଲି କୁହାଯାଏ। ବିସ୍ତୀର୍ଣ୍ଣ ବାଲୁକା ଉପରେ ଏହି ପ୍ରାଣୀ ମାଇଲ ମାଇଲ ଯାଉଥିବାର ଦୃଶ୍ୟ ଆଖିରେ ଯେଉଁମାନେ ଦେଖି ନ ଥିବେ ସେମାନେ ନିଶ୍ଚୟ ଛବି ହେଉ ବା ୟୁଟ୍ୟୁବ ମାଧ୍ୟମରେ ସନ୍ଦର୍ଶନ କରିଥିବେ। ଏବେ ଓଟ…
Archives


