Tag Archives: Dharitri Editorial

ଐତିହାସିକ ବିସ୍ମୃତିର ନବପର୍ବ

ଗୋଟିଏ ମୂର୍ତ୍ତି। ଅତୀତର ଗର୍ଭରେ ବିଲୀନ ହୋଇଯାଇଥିବା ମହେଞ୍ଜୋଦାରୋ ସଭ୍ୟତାର ସାମାଜିକ ଓ ସାଂସ୍କୃତିକ ଜୀବନଧାରା ସମ୍ପର୍କରେ ଯେଉଁ ଯତ୍‌କିଞ୍ଚତ୍ତ୍‌ ଧାରଣା ଏବେ ଆମେ ପାଇଛେ, ସେଥିରେ ଏଇ କାଂସ୍ୟ ମୂର୍ତ୍ତିଟି, ଯାହାକୁ ‘ନୃତ୍ୟରତା ବାଳିକା’ ଭାବରେ ନାମିତ କରାଯାଇଛି, ତା’ରି…

ସବୁଆଡ଼ୁ ଘେରିଗଲାଣି ଚାଇନା

ଭାରତର ପଶ୍ଚିମରେ ଥିବା ଆରବ ସାଗରକୁ ଚାଇନା ପ୍ରବେଶ କରିବା ପାଇଁ ଚାଇନା-ପାକିସ୍ତାନ ଅର୍ଥନୈତିକ କରିଡର (ସିପିଇସି) ସୃଷ୍ଟି କରାଯାଇଛି। ସେଥିରେ ରାସ୍ତା ନିର୍ମାଣଠାରୁ ଆରମ୍ଭ କରି ଅନେକ ଅର୍ଥନୈତିକ କାର୍ଯ୍ୟର ପରିସର ବୃଦ୍ଧି କରିବା ପାଇଁ ସୁବିଧା କରାଯାଇଛି। ସେହିଭଳି…

ପିଲା ଖୋଜୁଛନ୍ତି ସାର୍‌ଙ୍କୁ

ପ୍ରତି ଶିକ୍ଷା ବର୍ଷ ଆରମ୍ଭରେ ପିଲାମାନେ ସାର୍‌ଙ୍କୁ ଖୋଜନ୍ତି। କାହଁିକିନା ସେମାନଙ୍କର ପାଠପଢ଼ା ଆରମ୍ଭ ହେବ। ସାର୍‌ ନ ଥିଲେ ପାଠପଢ଼ା ସମ୍ଭବ ନୁହେଁ। ଅବଶ୍ୟ ଆଜିକାଲି ଅନେକ ପିଲା ଟିଉଶନ କରି ଟିଉଶନ ସାର୍‌ଙ୍କ ପାଖରୁ ସବୁ ପାଠ ଆଗତୁରା…

କାର୍ଯ୍ୟକାଳ ବୃଦ୍ଧିରେ ଦ୍ୱନ୍ଦ୍ୱ

ହରିୟାଣା ସରକାର ମୁଖ୍ୟ ଶାସନ ସଚିବ ଅନୁରାଗ ରସ୍ତୋଗୀଙ୍କ କାର୍ଯ୍ୟକାଳ ଦ୍ୱିତୀୟ ଥର ୧ ବର୍ଷ ପାଇଁ ବୃଦ୍ଧି କରିବା ସକାଶେ କେନ୍ଦ୍ର ସରକାରଙ୍କୁ ପ୍ରସ୍ତାବ ଦେଇଛନ୍ତି। କେନ୍ଦ୍ର ସରକାର ଯଦି ଏହି ପ୍ରସ୍ତାବକୁ ମଞ୍ଜୁରୀ ଦିଅନ୍ତି, ତେବେ ରସ୍ତୋଗୀ ଜୁନ୍‌…

ଏଇ ଭାରତରେ

ଦିଲ୍ଲୀର ‘ମାଠିଆ ମଣିଷ’ ନଟରାଜନ- ଏଭଳି ସମ୍ବୋଧନ ଅଜବ ଲାଗୁଥିଲେ ବି ଏହା ପଛରେ ରହିଛି ଏକ ବାସ୍ତବ କାହାଣୀ। ନଟରାଜନ ଦିଲ୍ଲୀର ଲୋକଙ୍କୁ ଥଣ୍ଡା ମାଠିଆ ପାଣି ପିଇବାକୁ ଦେଉଥିବାରୁ ତାଙ୍କୁ ଲୋକେ ଶ୍ରଦ୍ଧାରେ ଏଭଳି ଡାକୁଛନ୍ତି। ନଟରାଜନଙ୍କ ବୟସ…

ପୁଞ୍ଜି ବଜାରରେ ଅବିଶ୍ୱାସ

ଞ୍ଜି ବଜାର ଏକ ଦେଶର ଅର୍ଥନୀତିର ଦର୍ପଣ ସଦୃଶ। ଏହା କେବଳ ଶେୟାର ଓ ଅନ୍ୟାନ୍ୟ ଆର୍ଥିକ ସମ୍ପତ୍ତିର କାରବାର ସ୍ଥଳ ନୁହେଁ, ବରଂ ଏହା ସଞ୍ଚୟ ଓ ନିବେଶ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ସେତୁ। ଏହି ବଜାର ମାଧ୍ୟମରେ ସାଧାରଣ…

ସତ୍ୟର ପ୍ରୟୋଗ ବନାମ କାଳର ପ୍ରଭାବ

ବଡ଼ ବଡ଼ ମାଛ ଛୋଟ ଛୋଟ ମାଛକୁ ଖାଇ ସଫା କରିଦେଲା ପରି ବଡ଼ ବଡ଼ ଖବର ଦାଉରେ ଆଜିକାଲି ଛୋଟ ଛୋଟ ଖବର ଆଖିରେ ପଡ଼ୁନାହାନ୍ତି। ମାତ୍ର ଆମ ଚାରିପାଖରେ ଦୈନିକ ଅନେକ ଘଟଣା ଘଟିଯାଉଛି ଏବଂ ତା’ ଭିତରୁ…

ଚାଲିବା କେଉଁଠି

ସୁପ୍ରିମକୋର୍ଟ ୧୯ ଜୁନ୍‌ରେ ଏକ ରାୟରେ କହିଛନ୍ତି, ଚିହ୍ନଟ ହୋଇଥିବା ଫୁଟ୍‌ପାଥ ବା ପାଦଚଲା ପଥରେ ଚାଲିବା ଏକ ମୌଳିକ ଅଧିକାର। ଏହି ଅଧିକାର ସମ୍ବିଧାନର ଅନୁଚ୍ଛେଦ ୧୯(୧)(ଡି)ରେ ଦିଆଯାଇଥିବା ମୁକ୍ତ ଓ ସୁରକ୍ଷିତ ଭାବେ ଚଳପ୍ରଚଳ କରିବା ଏବଂ ଅନୁଚ୍ଛେଦ…

ସ୍ମାର୍ଟ କୂଟନୀତି

ସମ୍ପ୍ରତି ଭାରତୀୟ ବୈଦେଶିକ ସେବା (ଆଇଏଫ୍‌ଏସ୍‌)କୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମାଲୋଚନା ହେଉଛି ଏକ ନିରାଶାର ଅଭିବ୍ୟକ୍ତି। ଏଥିରୁ ଏକ ସ୍ପଷ୍ଟ ସତର୍କ ବାର୍ତ୍ତା ମିଳେ ଯେ, ଭାରତର କୂଟନୈତିକ ବ୍ୟବସ୍ଥାକୁ ଦ୍ରୁତ ପରିବର୍ତ୍ତନଶୀଳ ବୈଶ୍ୱିକ ଭୂ-ରାଜନୈତକ ସ୍ଥିତି ସହ…

ଏଇ ଭାରତରେ

ଚାଇନା ବିଶ୍ୱରେ ଏକ ପ୍ରମୁଖ କାଗଜ ଉତ୍ପାଦନ କେନ୍ଦ୍ର ହେବାର ବହୁ ପୂର୍ବରୁ ଭାରତର ଏକ ଛୋଟ ଗାଁର ହାତତିଆରି କାଗଜର ଆଦୃତି ରହିଥିଲା ଏବଂ ପୂର୍ବ ଏସିଆକୁ ରତ୍ପାନି କରାଯାଉଥିଲା। ଅରୁଣାଚଳପ୍ରଦେଶ ତାଓ୍ବାଙ୍ଗ ଜିଲାର ଏହି ଛୋଟ ଗାଁର ନାମ…

ଶେୟାର ବଜାରରେ ଯୁବପିଢ଼ି

ଭାରତୀୟ ଶେୟାର ବଜାର କେବଳ ଏକ ଆର୍ଥିକ ପ୍ରତିଷ୍ଠାନ ନୁହେଁ, ଏହା ଦେଶର ବିକାଶ, ଶିଳ୍ପାୟନ ଏବଂ ସମୃଦ୍ଧିର ଏକ ପ୍ରମୁଖ ଇଞ୍ଜିନ। ଏହା ହେଉଛି ଏପରି ଏକ ଆର୍ଥିକ ମଞ୍ଚ ଯେଉଁଠାରେ ତାଲିକାଭୁକ୍ତ କମ୍ପାନୀଗୁଡ଼ିକର ଶେୟାର ବା ଅଂଶଧନ କ୍ରୟ…

ସାଧୁ ଓ ଲେଖକ

ଭାଗବତ ବାଣୀ ଅଛି – ‘ସାଧୁ ଯେ ମଳୟ ପବନ, କାଷ୍ଠକୁ କରଇ ଚନ୍ଦନ’। ସାଧୁ ଶବ୍ଦଟି ଅତ୍ୟନ୍ତ ପୂତ ପବିତ୍ର। ସାଧୁ ସତ୍‌ ପୁରୁଷ। ସାଧୁ ବେଶଭୂଷା ଓ ଭାଷାର ଆକର୍ଷଣ ଥାଏ ସର୍ବକାଳୀନ। ସେଇଥି ପାଇଁ ତ ଏହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?