ଏଇ ଭାରତରେ
ଚାକିରି ଛାଡ଼ି ଛତିଶଗଡ଼ର ଚାଷୀ ସମୀକ୍ଷା ଚନ୍ଦ୍ରକର ଟମାଟୋ ଓ ଅନ୍ୟାନ୍ୟ ପରିବା ଚାଷକରି ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଛନ୍ତି। ସମୀକ୍ଷା ଏମ୍ବିଏ ପାସ୍ କରିବା ପରେ ପୁଣେର ଏକ କମ୍ପାନୀରେ ଚାକିରି କରିଥିଲେ। ୨୦୨୧ରେ ସେ ଚାକିରି ଛାଡ଼ି ଛତିଶଗଡ଼…
ଜୀବନର ଧାଁ ଦଉଡ଼
ବହୁତ ତରତର ବା ବ୍ୟସ୍ତ ଥିବା ମଣିଷକୁ ଦେଖି ମନରେ ଉଙ୍କିମାରେ ପ୍ରଶ୍ନଟିଏ, ଇଏ ଏତେ ବ୍ୟସ୍ତ କାହିଁକି? କାମଟି ଧୀରେ ଧୀରେ କଲେ କ’ଣ ଚଳନ୍ତାନି! ବ୍ୟସ୍ତ ହେବାର ଆବଶ୍ୟକତା କାହିଁକି। କିନ୍ତୁ ବ୍ୟସ୍ତ ଥିବା ମଣିଷଟି ମଧ୍ୟରେ ନିଜକୁ…
ଟଙ୍କାଖିଆ ମଣିଷ
ପିଲାବେଳର କଥା ମନେପଡ଼େ। ସେତେବେଳେ (ଆଜକୁ ଚାଳିଶ ବର୍ଷ ପୂର୍ବେ) ବିଶେଷକରି ଗାଁ ଲୋକେ ଚାକିରି କରିବା କିମ୍ବା ବାହାର ରାଜ୍ୟକୁ ଯାଇ ଦାଦନ ଖଟିବାକୁ ପସନ୍ଦ କରୁ ନ ଥିଲେ। ହୁଏତ ଆପଣମାନେ କହିପାରନ୍ତି କି ବେଶି ପାଠ ପଢ଼ାପଢ଼ି…
ଦୁଇ ଦେଶ ଲୁଟୁଛନ୍ତି
ସମ୍ଭବତଃ ୨୦୨୫ ବର୍ଷଟି ସମସ୍ତଙ୍କର ମନେ ରହିବ, କାରଣ ଆମେରିକାର ରାଷ୍ଟ୍ରପତି ଏହି ବର୍ଷ ବୈଶ୍ୱିକ ବାଣିଜ୍ୟ ବ୍ୟବସ୍ଥାକୁ ଶେଷ କରିଦେଇଛନ୍ତି। କନ୍ତୁ ସତ କଥା ହେଉଛି, ବିଶ୍ୱରେ ଉଭୟ ଆମେରିକା ଓ ଚାଇନାର ଆଧିପତ୍ୟ ଅତ୍ୟନ୍ତ କ୍ଷତିକାରକ ହୋଇଛି। ଆମେରିକାର…
ଏଇ ଭାରତରେ
ମହାରାଷ୍ଟ୍ରର ୨୦୪ଟି ମରୁଡ଼ିପ୍ରବଣ ଗାଁରେ ଜଳ ସଙ୍କଟ ଦୂର କରିବାକୁ ପ୍ରୟାସ ଜାରି ରଖିଛନ୍ତି ପୂର୍ବତନ ଭାରତୀୟ ରାଜସ୍ବ ଅଧିକାରୀ (ଆଇଆର୍ଏସ୍) ଉଜ୍ଜ୍ୱଳ କୁମାର ଚଭନ। ବିଶେଷକରି ମରାଠାଓ୍ବାଡା ଓ ଖଣ୍ଡେଶ ଅଞ୍ଚଳରେ ସେ ଜଳାଶୟ ଏବଂ ଚେକ୍ ଡ୍ୟାମ୍ ନିର୍ମାଣ…
ମୋବାଇଲ ସ୍କ୍ରିନ୍ ଆସକ୍ତି
କାଳେ ନିଦରୁ ଉଠିବାରୁ ଆରମ୍ଭ କରି ରାତିରେ ଶୋଇବା ପର୍ଯ୍ୟନ୍ତ, ଆଖି ସବୁଠାରୁ ଅଧିକ ଯେଉଁ ବସ୍ତୁଟିକୁ ଦେଖୁଛି, ତାହା ହେଉଛି ଆମ ମୋବାଇଲ୍ ସ୍କ୍ରିନ୍। ଏହି ଆସକ୍ତିର ଭୟାବହତା ଏତିକି ଯେ, ଆମେ ଶାରୀରିକ ଭାବରେ ଘରର ଚାରିକାନ୍ଥ ଭିତରେ…
ଗଣତନ୍ତ୍ର କାହିଁକି ଦୋଷୀ ହେବ
ସନ ପଦ୍ଧତି ମଧ୍ୟରୁ ଗଣତନ୍ତ୍ର ହିଁ ସର୍ବୋତ୍କୃଷ୍ଟ। ଗଣତନ୍ତ୍ର ଶାସନର ଅର୍ଥ ଗଣଙ୍କର ଶାସନ, ନିଜକୁ ଶାସନ କରିବା। ହେଲେ ଏଥିରେ ଜନତାର ଶାସନ ପ୍ରତ୍ୟକ୍ଷ ନ ହୋଇ ପରୋକ୍ଷ ହୋଇଥାଏ। ସିଧାସଳଖ ଭାବରେ ଶାସନକର୍ତ୍ତା ହୁଅନ୍ତି ଜନତାର ପ୍ରତିନିଧି। ଯାହାଙ୍କୁ…
ବାଂଲାଦେଶ ପରେ ବର୍ମା
ପ୍ରାୟ ଦେଢ଼ ବର୍ଷ ପରେ ପୁଣି ବାଂଲାଦେଶ ଅଶାନ୍ତ ହୋଇପଡ଼ିଛି। ଏବର ଅସ୍ବାଭାବିକ ସ୍ଥିତି ସେଠାକାର ଉଗ୍ର ଯୁବ ନେତା ଶରିଫ୍ ଓସ୍ମାନ ହାଦିଙ୍କୁ ଅଚିହ୍ନା ମୁଖାପିନ୍ଧା ବ୍ୟକ୍ତି ଗୁଳି କରି ହତ୍ୟା କରିବାରୁ ଉତ୍ପନ୍ନ ହୋଇଛି। ଆସନ୍ତା ବର୍ଷ ଫେବୃଆରୀ…
ଏଇ ଭାରତରେ
ଦୃଢ଼ ଇଚ୍ଛାଶକ୍ତି ଥିବା ମଣିଷ ଲକ୍ଷ୍ୟ ହାସଲ ନ ହେବା ଯାଏ ଥକିଯାଏ ନାହିଁ। ସବୁ ବାଧା ଏପରିକି ସୁଯୋଗକୁ ମଧ୍ୟ ପଛକରି ସେଠାରେ ପହଞ୍ଚିଯାଆନ୍ତି ସେମାନେ। ଏମିତି ଜଣେ ମହିଳା ହେଉଛନ୍ତି ତୃପ୍ତି ଭଟ୍ଟ। ସେ ଭାରତୀୟ ପୋଲିସ ସେବା(…
ଡଙ୍ଗରୁଣୀର ବାଟରେ ପ୍ରାଥମିକ ଶିକ୍ଷା
ଆମ୍ବଗଛ ଭିତରୁ ଧୀରେ ଧୀରେ ଶୀତୁଆ ଖରା ପିଲାଙ୍କ ଉପରେ ଅଣେଇହୋଇ ଆସୁଥାଏ। ରାୟଗଡ଼ା ଜିଲା ବିଷମକଟକ ବ୍ଲକ୍ର ନିର୍ଗୁଣ୍ଡି ଗାଆଁ। ଗାଆଁ ଭିତରୁ ପବନ କାନ୍ଦୁଲ ବାଡ଼ ଆଡ଼କୁ ମାଡ଼ି ଆସୁଥାଏ। ଦେହକୁ ଥଣ୍ଡା ଆଉ ଥଣ୍ଡା ଆଉଜି ପଡୁଥାଏ।…
ଜିଜ୍ଞାସାର ମହାଯଜ୍ଞ
ସ୍ତକଟିଏ ପ୍ରକାଶ ପାଇଲେ ପୁସ୍ତକର ସ୍ରଷ୍ଟା ଚାହେଁ ତା’ର ବହୁଳ ପ୍ରସାରଣ। କାରଣ ବହି ଖାଲି ଲେଖିଦେଲେ ହେବନି, ତାହା ପଢ଼ାଯିବା ଦରକାର। ପଢ଼ିବା ପାଇଁଁ ପ୍ରସାରଣ ଜରୁରୀ। ପୁସ୍ତକର ବିପଣନ ତଥା ପୁସ୍ତକ ପଠନ ପ୍ରତି ଆଗ୍ରହ ସୃଷ୍ଟି କରିବାର…
ବଣ୍ଡାଇ
ଅଷ୍ଟ୍ରେଲିଆର ବେଳାଭୂମିରେ ୧୪ ଡିସେମ୍ବରରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୧୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୯ ଜଣ ଆହତ ହୋଇଛନ୍ତି। ଗୁଳି ଚଳାଇଥିବା ତିନି ବନ୍ଧୁକଧାରୀଙ୍କ ବିରୋଧରେ ପୋଲିସ କାର୍ଯ୍ୟାନୁଷ୍ଠାନ ନେବାରୁ ଦୁଇ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ…
Archives


