Tag Archives: Dharitri Editorial

ଇସ୍ରାଏଲ ପାଇଁ ସମସ୍ୟା

ଆମେରିକା ଏବଂ ଇରାନ ମଧ୍ୟରେ ପ୍ରାରମ୍ଭିକ ଚୁକ୍ତି ସ୍ବାକ୍ଷରିତ ହୋଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜେ ସୃଷ୍ଟି କରିଥିବା ସଙ୍କଟରୁ ମୁକୁଳିବା ପାଇଁ କେତେ ବ୍ୟାକୁଳ ତାହା ଏଥିରୁ ପ୍ରତିଫଳିତ ହେଉଛି। ଯୁଦ୍ଧ ପ୍ରାରମ୍ଭରୁ ତାଙ୍କ ଲକ୍ଷ୍ୟଗୁଡ଼ିକ ସମ୍ପର୍କରେ ସେ…

ଏଇ ଭାରତରେ

ସବୁଜ ଶକ୍ତି ଜୀବନର ଆଧାର ବୋଲି ଉପଲବ୍ଧି କରିଛନ୍ତି ବ୍ୟାଙ୍କର ରାଜଶ୍ରୀ ନାମ୍ବିୟାର। ସେ ଇକୋଫାଇ ଷ୍ଟାର୍ଟଅପ୍‌ର ସହପ୍ରତିଷ୍ଠାତା ଭାବେ ଦୁଇ କିମ୍ବା ତିନି ଚକିଆ ବିଦ୍ୟୁତ୍‌ଚାଳିତ ଯାନ (ଇଭି)ପାଇଁ ଋଣ ଯୋଗାଇ ଦେଉଛନ୍ତି। ୨୦୨୨ରେ ରାଜଶ୍ରୀ କେତେକ ଫାଇନାନ୍ସିଆଲ ଫାର୍ମରେ…

ଉତ୍ତରଦାୟିତ୍ୱକୁ ଉପେକ୍ଷା

ସବୁଠି ଆଲୋଚନା ହେଉଛି ମଣିଷ ନିକଟରେ ନୈତିକ ମୂଲ୍ୟବୋଧ ଆଉ ଦେଖିବାକୁ ମିଳୁନାହିଁ। କିନ୍ତୁ ବିଚିତ୍ର କଥା ହେଉଛି ନୈତିକତା ସପକ୍ଷରେ ସଭିଏଁ କହୁଛନ୍ତିି, କେହି ଜଣେ ଅନୈତିକ କାର୍ଯ୍ୟ କଲେ ତାକୁ ଅନ୍ୟମାନେ କଠୋର ସମାଲୋଚନା କରୁଛନ୍ତିି, ମାତ୍ର ନିଜ…

ଫାଇଲ ଗାଏବ

ଓଡ଼ିଶାରେ ଗତ ସପ୍ତାହର ଏକ ଖବର ଶୁଣି ସମସ୍ତେ ଆଶ୍ଚର୍ଯ୍ୟ ହେବା କଥା। ଦୁଇଟି ଘଟଣା ଖୋଦ୍‌ ସରକାରଙ୍କ ଦ୍ୱାରା ଲୋକଲୋଚନକୁ ଅଣାଗଲା। ରାଜ୍ୟ ସରକାରଙ୍କ ଗୃହ ବିଭାଗ ତରଫରୁ ଭୁବନେଶ୍ୱର କ୍ୟାପିଟାଲ ପୋଲିସ ଷ୍ଟେଶନଠାରେ ମାମଲା ରୁଜୁ କରାଯାଇଛି। ଏହାର…

ଇଡି ପୁନର୍ଗଠନ

ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)କୁ ବିସ୍ତାର କରିବା ପାଇଁ କେନ୍ଦ୍ର ନିଷ୍ପତ୍ତି ନେଇଛି। ଏହା ଦର୍ଶାଏ ଯେ, ଇଡି ଆଉ ଏକ ସ୍ବତନ୍ତ୍ର ଆର୍ଥିକ ତଦନ୍ତ ସଂସ୍ଥା ନୁହେ,ଁ ବରଂ ଭାରତୀୟ ଶାସନ ବ୍ୟବସ୍ଥାର ସବୁଠୁ ଶକ୍ତିଶାଳୀ ସାଧନ ମଧ୍ୟରୁ ଗୋଟିଏ। ଏଭଳି…

ନୂଆ ସ୍ରୋତରେ ଆନ୍ନାମଲାଇ

DHARତାମିଲନାଡ଼ୁରେ ଗତ ବିଧାନସଭା ନିର୍ବାଚନ ଫଳାଫଳ କେବଳ ସେହି ରାଜ୍ୟ ନୁହେଁ, ସମଗ୍ର ଦେଶରେ ଆଲୋଡ଼ନ ସୃଷ୍ଟି କରିଥିଲା। ପାରମ୍ପରିକ ଦ୍ରାବିଡୀୟ ପାର୍ଟି ଓ ଜାତୀୟ ଦଳ ପରିବର୍ତ୍ତେ ନୂଆକରି ଗଢ଼ି ଉଠିଥିବା ତାମିଲାଗା ଭେଟ୍ରି କାଝାଗମ୍‌ (ଟିଭିକେ) ଉପରେ ଜନସାଧାରଣ…

ଏଇ ଭାରତରେ

ଭୂତଳ ଜଳ ସ୍ତର ନିମ୍ନଗାମୀ ହେଉଥିବାରୁ ବୋରଓ୍ବେଲ ଓ ପୋଖରୀଗୁଡ଼ିକ ଶୁଖିଯାଉଛି। ଫଳରେ ଲୋକେ ପାନୀୟ ଜଳ ପାଉନାହାନ୍ତି ଓ କୃଷିରେ ମଧ୍ୟ ବାଧା ଉପୁଜୁଛି। ତେବେ ଭୂତଳଜଳସ୍ତର ବୃଦ୍ଧି କରିବା ସକାଶେ ଆଇଏଏସ୍‌ ଅଧିକାରୀ ତଥା ତାମିଲନାଡୁ ତିରୁଭାଲ୍ଲାର ଜିଲାର…

ସେ ଅସୁରର ମୃତ୍ୟୁ ନାହିଁ

ସମୁଦ୍ର ମନ୍ଥନରୁ ମିଳିଥିବା ଅମୃତ ଖାଇ ଦେବତାମାନେ ଅମର। ମନ୍ଥନ କାର୍ଯ୍ୟରେ ଅସୁରମାନେ ଭାଗ ନେଇଥିଲେ ବି ସେମାନଙ୍କୁ ତାହା ମିଳି ନ ଥିଲା। ଦେବତାମାନେ ସବୁ ଭଲ ଦରବ ନିଜ ଭିତରେ ବାଣ୍ଟିନେଇ ଅସୁରଙ୍କୁ ଠକି ଦେଇଥିଲେ। ସେଥିପାଇଁ ସୁର-ଅସୁର…

ସମବାୟ ବିକାଶ ଲକ୍ଷ୍ୟ

ଓଡ଼ିଶାର ସାମାଜିକ, ଅର୍ଥନୈତିକ ବିକାଶ କ୍ଷେତ୍ରରେ କୃଷିଋଣ ପ୍ରଦାନ, ଋଣ ଆଦାୟ, କୃଷିଜାତ ପଦାର୍ଥର ବିପଣନ ଏବଂ ଲୋକଙ୍କ ଗ୍ରାମୀଣ ଜୀବିକା ନିର୍ବାହ କ୍ଷେତ୍ରରେ ସମବାୟ ଆନ୍ଦୋଳନ ପ୍ରମୁଖ ଭୂମିକା ଗ୍ରହଣ କରିଆସିଛି। ଯେତେବେଳେ ସମଗ୍ର ଭାରତରେ ସମବାୟ ସମିତିଗୁଡ଼ିକୁ ସମାବେଶୀ…

ହିଂସାରୁ ହିଂସା

ପଶ୍ଚିମବଙ୍ଗ ନିର୍ବାଚନ ଫଳାଫଳ ପ୍ରକାଶ ପାଇବାର ମାତ୍ର ୨୬ ଦିନ ପରେ ସୋନାରପୁରଠାରେ ତୃଣମୂଳ କଂଗ୍ରେସ(ଟିଏମ୍‌ସି)ର ନଂ.୨ କୁହାଯାଉଥିବା ୩ ଥରର ଏମ୍‌ପି ତଥା ମମତା ବାନାର୍ଜୀଙ୍କ ପୁତୁରା ଅଭିଷେକ ବାନାର୍ଜୀଙ୍କୁ ଉତ୍ତ୍ୟକ୍ତ ଜନତା ତାଙ୍କ କଲାର ଧରି ମୋଟର ସାଇକେଲରୁ…

ଏଇ ଭାରତରେ

ପୋଲିସ ଚାକିରି କରି ସମାଜ ସେବାରେ ସମୟ ଦେଉଛନ୍ତି ପି. କାର୍ତ୍ତିକ। ତାମିଲନାଡୁର ଛେଙ୍ଗଲାପେଟ ଟାଉନ ଥାନାର କନ୍‌ଷ୍ଟେବଲ ଭାବେ ଦାୟିତ୍ୱ ନିର୍ବାହ କରିବା ସହ ସେ ଅଜଣା ମୃତଦେହ ଦାହ ସଂସ୍କାର କରୁଛନ୍ତି। ଏବେ ସୁଦ୍ଧା ସେ ୭୦ଟି ଅଜଣା…

ଯୁଦ୍ଧ ଓ ପରିବେଶ

ବର୍ତ୍ତମାନ ପୃଥିବୀରେ ଏକ ପକ୍ଷରେ ଯୁକ୍ତରାଷ୍ଟ୍ର ଆମେରିକା ଓ ଇସ୍ରାଏଲ ଏବଂ ଅନ୍ୟପକ୍ଷରେ ଇରାନ ଯୁଦ୍ଧରେ ବ୍ୟସ୍ତ। ଅନେକ କୋଠା ଧ୍ୱଂସ ପାଉଛି ଏବଂ ଅନେକ ଲୋକ ମୃତାହତ ହେଉଛନ୍ତି। ଯୁଦ୍ଧ ଜାହାଜ ସମେତ ଅନେକ ତୈଳବାହୀ ଜାହାଜ ମଧ୍ୟ ନଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?