Tag Archives: Dharitri Editorial

ଏଇ ଭାରତରେ

ରଶ୍ମି ଦୁର୍ବେଙ୍କ ପ୍ରାରମ୍ଭିକ ବିବାହିତ ଜୀବନ ଅତ୍ୟନ୍ତ ସଂଘର୍ଷପୂର୍ଣ୍ଣ ରହିଥିଲା। ତାହାକୁ ମୁକାବିଲା କରି ଏହି ମହିଳାଜଣକ ଏବେ କୃଷିରେ ସଫଳତା ପାଇବା ସହ ୨୦୦୦ କୃଷକଙ୍କୁ ମାର୍ଗଦର୍ଶନ କରୁଛନ୍ତି। ମଧ୍ୟପ୍ରଦେଶର ସେନଗୁଡା ଗାଁରେ ରହୁଛନ୍ତି ରଶ୍ମି। ୧୮ ବର୍ଷ ବୟସରେ…

ଦେବତ୍ୱର ସନ୍ଧାନ

ପୃଥିବୀରେ ଯେତେ ପ୍ରାଣୀ ଅଛନ୍ତି ସବୁଠାରୁ ଅସହାୟ, ଅସନ୍ତୁଷ୍ଟ ଓ ବିଷାଦଗ୍ରସ୍ତ ପ୍ରାଣୀ ହେଉଛି ମଣିଷ, ଯିଏ ନିଜେ ପାଇଥିବା ସମସ୍ତ ଐଶ୍ୱର୍ଯ୍ୟରେ ଖୁସି ନ ହୋଇ ଆହୁରି କିଛି ପାଇବା ପାଇଁ ଲାଳାୟିତ ହୁଏ। ସେହି ମଣିଷ ନିଜର ଆରାମପ୍ରଦ…

ଟ୍ରମ୍ପ୍‌ଙ୍କ ଶାସନ

ଜନ୍ମଗତ ଅଧିକାର ଓ ଆଶୀର୍ବାଦକୁ ନେଇ ରାଜାମାନେ ଶାସନ କରିଥାଆନ୍ତି। ସେମାନେ ମଧ୍ୟ ଭୟ ପ୍ରଦର୍ଶନ କରି ଶାସନ କରନ୍ତି। ଚଳିତ ମାସରେ ଅନେକ ଲକ୍ଷ ଆନ୍ଦୋଳନକାରୀ ଯେତେବେଳେ ରାଜରାସ୍ତାକୁ ଆସି ‘ନୋ କିଙ୍ଗ୍‌ସ ବା କେହି ରାଜା ନୁହନ୍ତି’ ବୋଲି…

ମୃତ୍ୟୁ, ଧନ, କ୍ଷମତା

ସିଭିଲ୍‌ ସର୍ଭିସ ବୃତ୍ତିର ମୋହ ଅଧିକାଂଶ ଭାରତୀୟଙ୍କୁ ଏମିତି ଘାରିଛି ଯେ, ପିଲା ଟିକେ ଭଲ ମାର୍କ ରଖିଲେ ମାତାପିତା, ଅଭିଭାବକ ଓ ଶିକ୍ଷୟିତ୍ରୀଶିକ୍ଷକ ସେମାନଙ୍କୁ ଏଭଳି ମାର୍କାଦିଆ ପଦବୀ ପାଆନ୍ତୁ ବୋଲି ଆଶା କରୁଛନ୍ତି। ଜୀବନରେ ସ୍ବପ୍ନ ପୂରଣ କରିପାରି…

ଲାସ୍‌ ଭେଗାସ୍‌ର ନୂଆ ସଙ୍କେତ

ଲାସ୍‌ ଭେଗାସ୍‌ ଆମେରିକାର ନେଭେଡା ରାଜ୍ୟର ଏକ ଜନବହୁଳ ନଗର। ଜୁଆଖେଳ, ଶପିଂ, ମନୋରଞ୍ଜନ ଓ ନାଇଟ୍‌ ଲାଇଫ୍‌ ଭଳି ଅସରନ୍ତି ଆନନ୍ଦର ଏକ ଭୂଖଣ୍ଡ ଭାବେ ଏହା ପରିଚିତି ହାସଲ କରିଆସିଛି। ହେଲେ ଚଳିତବର୍ଷ ପ୍ରଥମାର୍ଦ୍ଧରୁ ସେଠାରେ ପର୍ଯ୍ୟଟକଙ୍କ ସଂଖ୍ୟା…

ଏଇ ଭାରତରେ

ଭାରତୀୟ ସେନାରେ ୩୦ ବର୍ଷ କାର୍ଯ୍ୟ କରିବା ପରେ କଲୋନେଲ ଦିବ୍ୟ ଠାକୁର ମନାଲି ନିକଟସ୍ଥ ଏକ ଗାଁରେ ଆପଲ ଚାଷ କରୁଛନ୍ତି। ଜୈବିକ ପଦ୍ଧତିରେ ସେ ଏହି ଚାଷ କରି ସଫଳ ହୋଇଛନ୍ତି। ବଡ଼ କଥା ହେଉଛି ଜୁଲାଇ ୨୦୨୫ରେ…

ଗୁଣାତ୍ମକ ଶିକ୍ଷାର ପୃଷ୍ଠଭୂମି

ଭାରତୀୟ ସଂସ୍କୃତିରେ ଶିକ୍ଷାର ଲକ୍ଷ୍ୟ ହେଉଛି ଚରିତ୍ର ଗଠନ ଓ ପବିତ୍ରତା। ମହାତ୍ମା ଗାନ୍ଧୀଙ୍କ ଚିନ୍ତାଧାରାରେ ଛାତ୍ର ଜୀବନରେ ଖଦିବସ୍ତ୍ର ପରିଧାନ, ସୂତାକାଟିବା କାର୍ଯ୍ୟ ଛାତ୍ରମାନଙ୍କୁ ସ୍ବାବଲମ୍ବୀ ହେବାକୁ ଅନୁପ୍ରେରିତ କରିବା ସହ ବଳକା ସମୟର ସଦୁପଯୋଗ ପାଇଁ କର୍ମତତ୍ପର କରିଥାଏ।…

ଚନ୍ଦ୍ରକୁ ଛୁଉଁଥିବା ବାମନର ହାତ

୨୯ ଡିସେମ୍ବର ୧୯୫୯ ଘଟଣା। ଆମେରିକାନ୍‌ ଫିଜିକାଲ ସୋସାଇଟି ଆନୁକୂଲ୍ୟରେ ପାସାଡେନା (କାର୍ଲିଫର୍ନିଆ)ସ୍ଥିତ କାଲ୍‌ଟେକ (କାଲିଫର୍ନିଆ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି)ଠାରେ ଅନୁଷ୍ଠିତ ବାର୍ଷିକ ସମ୍ମିଳନୀ ପାଇଁ ପ୍ରସଙ୍ଗ ରଖାଯାଇଥିଲା ”ତଳସ୍ତରରେ ଯଥେଷ୍ଟ ଜାଗା ଅଛି“ (ଦେର୍‌ ଇଜ୍‌ ପ୍ଲେଣ୍ଟି ଅଫ୍‌ ରୁମ୍‌…

ସମସ୍ତେ ଜଲ୍‌ଦିରେ

ଆନ୍ଧ୍ରପ୍ରଦେଶ ଶ୍ରୀକାକୁଲମ୍‌ ଜିଲା କାସିବୁଗା ସହରରେ ଥିବା ଭେଙ୍କେଟେଶ୍ୱର ସ୍ବାମୀ ମନ୍ଦିରରେ ୧ ନଭେମ୍ବରରେ ଦଳାଚକଟା ଘଟିବାରୁ ଜଣେ ନାବାଳକଙ୍କ ସମେତ ୯ ଜଣଙ୍କ ପ୍ରାଣହାନି ଘଟିଛି। ଏହା ଏକ ଘରୋଇ ମନ୍ଦିର। ମିନି ତିରୁପତି ନାମରେ ପରିଚିତ ନବନିର୍ମିତ ମନ୍ଦିରଟି…

ଏଇ ଭାରତରେ

ପ୍ରଦୂଷିତ ପରିବେଶ, ଖାଦ୍ୟ ଓ ବାସସ୍ଥାନ ଅଭାବରୁ ବନ୍ୟଜନ୍ତୁଙ୍କ ସଂଖ୍ୟା କମିବାରେ ଲାଗିଛି। ଏହା ସହ ବେଆଇନ ଶିକାର ଯୋଗୁ ବହୁ ପ୍ରାଣୀଙ୍କ ଜୀବନ ଯାଉଛି। ଅନେକେ ମଧ୍ୟ କୌଣସି କାରଣରୁ ଆହତ ହୋଇ ମୃତ୍ୟୁମୁଖରେ ପଡ଼ୁଛନ୍ତି। ତେବେ ଶିକାରୀଙ୍କୁ ରୋକିବା…

ଅରାଜକତା ବନାମ ମାନବାଧିକାର

ଶ୍ରୀଲଙ୍କା, ବାଂଲାଦେଶ ଓ ନେପାଳରେ ଘଟିଥିବା ଅରାଜକତାକୁ ରାଜନୈତିକ ଦୃଷ୍ଟିକୋଣରୁ ଚିନ୍ତା କଲେ ତାହା ଭାରତ ପାଇଁ ଅନୁକୂଳ ନ ଥିଲା। ପ୍ରତିଟି ଦେଶରେ ଚାଇନା ତା’ର ବିସ୍ତାରବାଦୀ ରଣକୌଶଳର ପ୍ରୟୋଗ କରି ସଫଳ ହୋଇଛି। ଚାଇନା ପ୍ରଥମରୁ ପାକିସ୍ତାନ ସହ…

ଜୀବର ସ୍ବରୂପ

ପତଞ୍ଜଳି ଯୋଗ ଦର୍ଶନର ଦ୍ୱିତୀୟ ପାଦ ସୂତ୍ର ସଂଖ୍ୟା ୨୦ରେ କୁହାଯାଇଛି ”ଦ୍ରଷ୍ଟା ଦୃଷ୍ଟିମାତ୍ରଃ ଶୁଦ୍ଧୋପି ପ୍ରତ୍ୟୟାନୁପଶ୍ୟ।“ ଏହାର ଅର୍ଥ ଚେତନ ପୁରୁଷ ବା ଜୀବାତ୍ମା ଶୁଦ୍ଧ, ନିର୍ମଳ ଓ ନିର୍ବିକାର ହେଲେ ମଧ୍ୟ ତ୍ରିଗୁଣାତ୍ମକ ବୁଦ୍ଧି ସାହାଯ୍ୟରେ ଜ୍ଞାନପ୍ରାପ୍ତ ହୋଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri