Tag Archives: Dharitri Editorial

ସର୍ଜନଶୀଳ ଓଡ଼ିଶା

ଥିବୀର ଯେକୌଣସି ଗୌରବମୟ ସଂସ୍କୃତି ମଧ୍ୟରେ ଓଡ଼ିଆ ସଂସ୍କୃତି କେବଳ ଅନ୍ୟତମ ନୁହେଁ, ଅନନ୍ୟ। ଓଡ଼ିଆଙ୍କ ଜୀବନ ଦର୍ଶନ, ଚିନ୍ତା ଚେତନା,ଭାବଭାବନା ତଥା ଏ ଜାତିର କାରୁକାର୍ଯ୍ୟ, ପ୍ରଥା ପରମ୍ପରା ଓ ପର୍ବପର୍ବାଣି ଆଦି ସବୁଥିରେ ରହିଛି ସର୍ଜନଶୀଳ ଦୃଷ୍ଟିଭଙ୍ଗୀ। ସ୍ଥାପତ୍ୟ…

ଅନେକ ମେରୁ

ଯେତେବେଳେ ସାଧାରଣ ନାଗରିକ କୌଣସି ଯୁଦ୍ଧରେ ଏକତ୍ରିତ ହୋଇ ଲାଗିପଡ଼ନ୍ତି, ସେହି ଯୁଦ୍ଧ ସମ୍ପୂର୍ଣ୍ଣ ଭିନ୍ନ ରୂପ ନେଇଥାଏ। ତାହା ନାଗରିକଙ୍କ ଯୁଦ୍ଧ ପାଲଟିଯାଇଥାଏ; ଯେତେବେଳେ ନେତୃତ୍ୱ ଉଭାନ ହୋଇଯାଇଥାଏ। ଇରାନ୍‌ ସେହି କଥାକୁ ଏବେ ପ୍ରମାଣିତ କରିଦେଇଛି। ଇସ୍ରାଏଲ ଓ…

ଏଇ ଭାରତରେ

ଅସହାୟ ପିଲାଙ୍କ ଆଶାବାଡ଼ି ପୋର୍ତ୍ତିଆ ପୁଟାଟୁଣ୍ଡା। ସେ ତାଙ୍କ ପିତାଙ୍କ ସ୍ମୃତିରେ ଏକ ଆବାସିକ ସ୍କୁଲ ଖୋଲି ମାଗଣାରେ ପିଲାମାନଙ୍କୁ ପଢାଉଛନ୍ତି। ସେମାନଙ୍କୁ ଖାଦ୍ୟ, ଚିକିତ୍ସା, ପୋଷାକ ମାଗଣାରେ ଯୋଗାଉଛନ୍ତି। ପୋର୍ତ୍ତିକା ଭାରତର ସବୁଠୁ ଉଚ୍ଚ ଗାଁ ହିମାଚଳ ପ୍ରଦେଶର କୋମିକରେ…

ଅଦୃଶ୍ୟ ଈଶ୍ୱରଙ୍କ ଦୃଶ୍ୟ ପ୍ରତିମା

ଭୁ ଯିଶୁଖ୍ରୀଷ୍ଟ ଦୁଇ ହଜାରରୁ ଅଧିକ ବର୍ଷ ତଳେ, ରୋମୀୟ ସାମ୍ରାଜ୍ୟ ସମୟରେ, ନିଜର ପରିଚୟ ଓ ବ୍ୟକ୍ତିତ୍ୱକୁ ଖୋଲାଖୋଲି ଭାବେ ପ୍ରକାଶ କରିଥିଲେ। ତାଙ୍କ ବିରୋଧରେ ରାଜଦ୍ରୋହର ମିଥ୍ୟା ଅଭିଯୋଗ ଆଣି କ୍ରୂଶବିଦ୍ଧ କରାଗଲା। କିନ୍ତୁ ବିଚାରପତିମାନେ ତାଙ୍କଠାରେ କୌଣସି…

ଜନଜାତୀୟ ଖେଳ ପ୍ରତିଭା: ଆମ ଜାତୀୟ ଗୌରବ

ମୁଁ ଦେଖିଛି ଯେ ଆମ ଦେଶର ଗ୍ରାମାଞ୍ଚଳ ଓ ବନାଞ୍ଚଳରେ ପିଲାମାନେ ସେମାନଙ୍କ ଦୈନନ୍ଦିନ ଜୀବନର ଅଧିକାଂଶ ସମୟ ପ୍ରକୃତି କୋଳରେ ଅତିବାହିତ କରିଥା’ନ୍ତି। ସେମାନେ ପ୍ରାକୃତିକ ପରିବେଶରୁ ହିଁ ଖେଳକୁଦର ସହଜ ଉପାୟମାନ ଖୋଜି ନିଅନ୍ତି । ଭୂଇଁରେ ଗାର…

ଆଣବିକ ପ୍ରତିରୋଧ ଓ ମହାଶକ୍ତି

ଆଣବିକ ଅସ୍ତ୍ରଶସ୍ତ୍ର ଯୋଗୁ ମହାଶକ୍ତିଙ୍କ ମଧ୍ୟରେ ଯୁଦ୍ଧର ବିଜୟ ଅସମ୍ଭବ ହୋଇଯାଇଛି। ଅର୍ଥାତ୍‌ ମହାଶକ୍ତିଙ୍କ ନିକଟରେ ଏତେ ଅଣୁ ଅସ୍ତ୍ରଶସ୍ତ୍ର ରହିଛି ଯେ, ଯଦି ସେମାନଙ୍କ ମଧ୍ୟରେ ଯୁଦ୍ଧ ହୁଏ; ତେବେ ବିଜୟ ପରିବର୍ତ୍ତେ ବିନାଶ ସୁନିଶ୍ଚିତ। ତଥାପି ୧୯୪୫ ପରେ…

ଏଇ ଭାରତରେ

ଦନ୍ତ ଚିକିତ୍ସକ ଡ. ଶାନ୍ତି ତୁମ୍ମାଲା ଚାକିରି ଛାଡ଼ି ବେଙ୍ଗାଲୁରୁରେ ବର୍ଜ୍ୟ ସମସ୍ୟାର ସମାଧାନ ପାଇଁ ପଦକ୍ଷେପ ନେଇଛନ୍ତି। ଥରେ ଜଣେ ମହିଳା ଏକ ଅଳିଆଗଦା ନିକଟରେ ଠିଆହୋଇ କିଛି ଜିନିଷ ଖୋଜୁଥିବା ଦୃଶ୍ୟ ସେ ଦେଖିବାକୁ ପାଇଥିଲେ। ସେହି ମହିଳା…

ତଳ ଅଫିସର

ଆଜିର ଦିନରେ ସବୁଠି ଗହଳଚହଳ ଅଧିକ। ହାଟରେ ଯେମିତି ଘୋ ଘୋ, ନାହିଁ ନ ଥିବା ଭିଡ଼, ଠିକ୍‌ ସେମିତି ଭିଡ଼ ଦେଖାଯାଏ ସବୁଠି। ଟ୍ରେନ୍‌ରେ ଯାତ୍ରୀଙ୍କ ଭିଡ଼, ପ୍ଲେନରେ ସେଇ ଯାତ୍ରୀଙ୍କ ଭିଡ଼, ଷ୍ଟେଶନରେ ବି ଯାତ୍ରୀଙ୍କ ଭିଡ଼, ମନ୍ଦିରରେ…

ବିଶ୍ୱ ପାଇଁ ଚେତାବନୀ

ମଣିଷ ବିଜ୍ଞାନ-ସଭ୍ୟତାର ଶୀର୍ଷରେ ପହଞ୍ଚତ୍ଥିଲେ ମଧ୍ୟ ଯୁଦ୍ଧ ଓ ହିଂସାକୁ ଛାଡ଼ିପାରିନାହିଁ। ଏବେ ସମଗ୍ର ବିଶ୍ୱରେ ଯେମିତି ସଂଘର୍ଷ, ହିଂସା, ପ୍ରତିଶୋଧର ବାତାବରଣ ସୃଷ୍ଟି ହୋଇଛି ତାହା ମାନବ ସମାଜକୁ କେବଳ ବ୍ୟଥିତ କରିନାହିଁ,ବରଂ ଏକ ନୂତନ ଚେତନାର ବାଟ ଫିଟାଇ…

ଜୈନଧର୍ମରେ ମହିଳା

ଜୈନଧର୍ମରେ ୨୪ ସନ୍ନ୍ୟାସୀ (ତୀର୍ଥଙ୍କର)ଙ୍କ ପ୍ରଦର୍ଶିତ ପଥ ଜୈନଧର୍ମ ଅନୁସରଣ କରେ। ଜୈନଧର୍ମର ଶ୍ୱେତାମ୍ବର ବିଚାରରେ ପଶ୍ଚିମ ଭାରତରେ ପାର୍ଶ୍ୱନାଥ ଏବଂ ମହାବୀର ଯଥାକ୍ରମେ ୨୩ ଓ ୨୪ତମ ତୀର୍ଥଙ୍କର ହୋଇଥିଲେ ମଧ୍ୟ ସେମାନେ ଏହା ପୂର୍ବରୁ ବିବାହ କରିଥିଲେ। କିନ୍ତୁ…

ସଂଜ୍ଞା ବଦଳିପାରେ

ଧାର୍ଯ୍ୟ ସମୟସୀମାର ଦିନକ ପୂର୍ବରୁ ଅର୍ଥାତ୍‌ ୩୦ ମାର୍ଚ୍ଚରେ ଭାରତ ‘ମାଓବାଦୀ ମୁକ୍ତ’ ବୋଲି ସଂସଦରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଘୋଷଣା କରିଦେଇଛନ୍ତି। ଏହା ନିଶ୍ଚିତ ଭାବେ ସ୍ବାଗତଯୋଗ୍ୟ। ୩୧ ମାର୍ଚ୍ଚ ୨୦୨୬ ସୁଦ୍ଧା ଦେଶରେ କେହି ମାଓବାଦୀ ରହିବେ ନାହିଁ…

ନିର୍ବାଚନ ପରେ

ଭାରତୀୟ ଅର୍ଥନୀତି ଏକ ଖରାପ ସମୟ ଦେଇ ଗତି କରୁଛି। ୩୦ ମାର୍ଚ୍ଚରେ ଭାରତୀୟ ମୁଦ୍ରା ଖୁବ୍‌ ତଳକୁ ଯାଇ ଏକ ଆମେରିକୀୟ ଡଲାର ତୁଳନାରେ ବିନିମୟ ମୂଲ୍ୟ ୯୫ ଟଙ୍କା ୨୧ ପଇସାରେ ପହଞ୍ଚତ୍ଛି। ପଶ୍ଚିମ ଏସିଆରେ ଯୁଦ୍ଧଜନିତ ସଙ୍କଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?