Tag Archives: Dharitri Editorial

ପକ୍ଷପାତ ବିଚାର

ଆପଣ ଯଦି ଜଣେ ସାଧାରଣ ବ୍ୟକ୍ତି, ତେବେ ଯେକୌଣସି ଦଳକୁ ସମର୍ଥନ କରିପାରିବେ ଏବଂ ଭୋଟ ଦେଇପାରିବେ। ଡିଏମ୍‌କେ, ଏଡିଏମ୍‌କେ, ଟିଡିପି, ଏନ୍‌ସିପି, ପିଡିପି, ଟିଏମ୍‌ସି, ଆଇଏନ୍‌ସି, ଜେଡି (ଏସ୍‌) ଏବଂ ଜେଡି (ୟୁ), ଏନ୍‌ସିପି, ଟିଆର୍‌ଏସ୍‌, ନୂଆ ଦଳ ଟିଭିକେ…

ୟଲ୍‌ଦା ଓ ଡିପ୍‌ଫେକ୍‌

ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ସର୍ବତ୍ର ଉପଲବ୍ଧ ହେଲାଣି। ମଣିଷର ଜୀବନଯାତ୍ରାକୁ ସହଜ ଓ ସୁବିଧାଜନକ କରିଦେଉଥିବାରୁ ତାହାର ଆଦର ବଢ଼ିବାରେ ଲାଗିଛି। କିନ୍ତୁ ଏହାର ଦୁର୍ବ୍ୟବହାର ଅସ୍ବାଭାବିକ ସ୍ଥିତି ସୃଷ୍ଟି କରୁଛି। ଏଆଇ ଆଧାରିତ ହ୍ୟୁମାନ୍‌ ଇମେଜ୍‌ ସିନ୍ଥେସିସ୍‌ କୌଶଳ ଭାବେ…

ଯୁଗେ ଯୁଗେ ଇଚ୍ଛାମୃତ୍ୟୁ

ଣସି କାରଣରୁ ବ୍ୟକ୍ତି ଇଚ୍ଛାକରି ମୃତ୍ୟୁକୁ ଆଦରି ନେବା ହେଉଛି ଇଚ୍ଛାମୃତ୍ୟୁ, ଯାହା ପୁରାଣ ପୃଷ୍ଠା ମଣ୍ଡନକରି ପାଠକର ମନ ହୃଦୟକୁ ଆନ୍ଦୋଳିତ କରେ। ରାମାୟଣ ଯୁଦ୍ଧର ଅବସାନ ପରେ ଶ୍ରୀରାମ ସୀତାଙ୍କୁ ଲଙ୍କାରୁ ଉଦ୍ଧାର କରି ଆଣିଲେ ସତ; କିନ୍ତୁ…

ଓଡ଼ିଶାରେ ଗଛର ବିବିଧତା

ପ୍ରକୃତି ଓଡ଼ିଶାକୁ ଗଛର ବିବିଧତାରେ ଭରିଦେଇଛି । ଓଡ଼ିଶାର ଆର୍ଥିକ, ସାମାଜିକ ଓ ସାଂସ୍କୃତିକ ବିକାଶ ପାଇଁ ଗଛର ବିବିଧତାର ସୁରକ୍ଷା ଏବଂ ବିକାଶ ଆବଶ୍ୟକ। ଭାରତୀୟ ସଂସ୍କୃତିରେ ଗଛକୁ ଅଧିକ ଆଦର ଓ ସମ୍ମାନ ଦିଆଯାଉଥିଲା। ମୁନିଋଷିମାନେ ପ୍ରତ୍ୟେକ ଗଛର…

ଶାକାହାରୀ ଦୟାଳୁ କି

ନାଥୁରାମ ଗଡ୍‌ସେ ମହାତ୍ମା ଗାନ୍ଧୀଙ୍କୁ ହତ୍ୟା କରିଥିଲେ। ସେ କ’ଣ ଶାକାହାରୀ ଥିଲେ କି? ହିନ୍ଦୁ ପୁରାଣ ଅନୁଯାୟୀ, ପର୍ଶୁରାମ ଅନେକ ପିଢ଼ିର କ୍ଷତ୍ରିୟଙ୍କୁ ହତ୍ୟା କରିଥିଲେ। ସେ କ’ଣ ଶାକାହାରୀ ଥିଲେ? ଜୈନ ପୁରାଣ ଅନୁଯାୟୀ, ଆକବର ଓ ଓରଙ୍ଗଜେବ…

ଅଭିବୃଦ୍ଧି ଅଙ୍କ

ଆମେରିକୀୟ ଡଲାର ତୁଳନାରେ ଭାରତୀୟ ମୁଦ୍ରା ୨୧ ଏପ୍ରିଲରେ ୩୨ ପଇସା କମି ୯୩.୪୮ ଟଙ୍କାକୁ ଛୁଇଁଛି। ପଶ୍ଚିମ ଏସିଆ ସଙ୍କଟଜନିତ ଆର୍ଥିକ ଅନିଶ୍ଚିତତା ଲାଗି ରହୁଥିବାରୁ ଭାରତୀୟ ପୁଞ୍ଜିବଜାର ଅସ୍ବାଭାବିକ ସ୍ଥିତିରେ ରହିଛି। ଅସ୍ଥିର ବଜାରକୁ ଦେଖି କେବଳ ବିଦେଶୀ…

ଏଇ ଭାରତରେ

ପିଲାବେଳେ ରାସ୍ତା ଦୁର୍ଘଟଣାର ଶିକାର ହୋଇ ସୂର୍ଯ୍ୟ ଉତ୍କର୍ଷ ଅନେକ ଦିନର ଚିକିତ୍ସା ପରେ ଏକ ନୂଆ ଜୀବନ ପାଇଥିଲେ। ପରେ ସେ ତାଙ୍କ ଜୀବନକୁ ସାମାଜିକ ସେବାରେ କଟାଇବା ଲାଗି ନିଷ୍ପତ୍ତି ନେଇଛନ୍ତି। ସୂର୍ଯ୍ୟ ବେଙ୍ଗାଲୁରୁରେ ମାର୍ଚ୍ଚ ୨୦୨୪ରୁ ‘ଦି…

କ୍ୟୁବା ଉପରେ ନଜର

ଜର୍ମାନୀର ନାଜି ଶାସକ ଆଡ୍‌ଲଫ୍‌ ହିଟ୍‌ଲର। ଦ୍ବିତୀୟ ବିଶ୍ବଯୁଦ୍ଧ ସମୟରେ ବିଶ୍ବ ଦେଖିଥିଲା ଏହି ନାଜି ଏକଚ୍ଛତ୍ରବାଦୀଙ୍କ ଶାସନର କ୍ରୂରତା। ହିଟ୍‌ଲରଙ୍କ କୁଖ୍ୟାତି ଇତିହାସରେ ଲିପିବଦ୍ଧ ହୋଇ ରହିଛି। ତେବେ ଏବେ ବିଶ୍ବରେ ଉଭାହୋଇଛନ୍ତି ଆଉ ଜଣେ ହିଟ୍‌ଲର। ସେ ହେଉଛନ୍ତି…

ପେସା ଆଇନକୁ ପେଷି ଦିଆଯାଉଛି

ଭାରତବର୍ଷର ଯେଉଁ କେତୋଟି ଆଇନ ଆଦିବାସୀମାନଙ୍କୁ ପ୍ରକୃତ ସଶକ୍ତୀକରଣ କରିବାରେ ସାହାଯ୍ୟ କରେ, ସେଥିମଧ୍ୟରୁ ପଞ୍ଚାୟତ(ଏକ୍ସଟେନସନ ଟୁ ଦି ସିଡ୍ୟୁଲଡ ଏରିୟାଜ) ଆକ୍ଟ ବା ପେସା ଆଇନ (ଅନୁସୂଚିତ ଅଞ୍ଚଳରେ ପଞ୍ଚାୟତ ଆଇନର ସମ୍ପ୍ରସାରଣ) ଅନ୍ୟତମ। ୧୯୯୬ରେ କେନ୍ଦ୍ର ସରକାର ଏହି…

ବନ୍ଧୁ ନୁହେଁ

ଇରାନ୍‌ର ହର୍ମୁଜ ଜଳପଥ ଖୋଲାଯିବାର ଦିନକ ପରେ ପୁଣି ଏହାକୁ ବନ୍ଦ କରିଦିଆଗଲା। ଏପରିକି ଭାରତର ଦୁଇଟି ଜାହାଜ ଉପରେ ଇରାନ୍‌ ନୌସେନାର ଗୁଳିବର୍ଷଣ ଭାରତ ସରକାରଙ୍କୁ ଏକ ଝଟକା ଭାବେ ଲାଗିବା କଥା। ଦେଶ ଭିତରେ ଗଣମାଧ୍ୟମ ଦ୍ୱାରା ଅସତ୍ୟ…

ଏଇ ଭାରତରେ

ପଶ୍ଚିମବଙ୍ଗ ସୁନ୍ଦରବନର ବହୁ ଅଞ୍ଚଳର ଜମିକୁ ଲୁଣାପାଣି ଚାଷ ଅନୁପଯୋଗୀ କରିଦେଇଥିଲା। ହେଲେ ଏବେ ସେଠାରେ ୧୫୦୦ କୃଷକ ସେହି ଜମିରେ ୧୯୨ କିସମର ଧାନ ଚାଷକରି ସଫଳ ହୋଇଛନ୍ତି। ଉଲ୍ଲେଖନୀୟ କଥା ହେଉଛି, ସେମାନେ କେବଳ ପାରମ୍ପରିକ ଦେଶୀ ଧାନ…

ରାତ୍ରିଭୋଜନ ଓ ସଂଘର୍ଷ

ମ୍ପ୍ରତିକ ପରିସ୍ଥିତିରେ ଅନେକ ସମୟରେ ଦେଖାଯାଏ ରାତ୍ରିଭୋଜନ ଟେବୁଲଗୁଡ଼ିକ ପ୍ରାୟତଃ ଅଭିଭାବକଙ୍କ ଅପ୍ରତ୍ୟାଶିତ ଶ୍ରେଣୀଗୃହ ହୋଇଯାଏ। ପ୍ରାୟତଃ ପରିବାରରେ ଥିବା ପିଲାଟିର ଦିନସାରାର କାର୍ଯ୍ୟ ମୂଲ୍ୟାୟନ ମାତାପିତାମାନେ ଏହିଠାରେ କରିଥାନ୍ତି। ଫଳରେ ଖାଦ୍ୟପେୟର ଏକ ସୁନ୍ଦର ପରିବେଶ ମାତାପିତା ଏବଂ ଶିଶୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?