ମୁମ୍ବାଇର ପ୍ରଥମ ମୁକାବିଲା ଖେଳିବେ ନାହିଁ ହାର୍ଦ୍ଦିକ, ସାମ୍ନାକୁ ଆସିଲା ବଡ଼ କାରଣ; ଜାଣନ୍ତୁ କିଏ ନେବ ନେତୃତ୍ୱ… ନୂଆଦିଲ୍ଲୀ,୨୧।୧୧: ଆଇପିଏଲ୍ ୨୦୨୫ ଲାଗି ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ରିଟେନ୍ କରିଛି ମୁମ୍ବାଇ ଇଣ୍ଡିଆନ୍ସ। ହେଲେ ସେ ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍ ଖେଳିବେ ନାହିଁ। ଆପଣ ଭାବୁଥିବେ କାହିଁକି। ସ୍ଲୋ ଓଭର୍ ରେଟ୍କୁ ନେଇ ହାର୍ଦ୍ଦିକଙ୍କ ଉପରେ ପ୍ରତିବନ୍ଧକ(ବ୍ୟାନ୍) ଲଗାଯାଇଛି। ଆଇପିଏଲ୍ ୨୦୨୪ରେ…