ନୂଆଦିଲ୍ଲୀ,୨୧।୧୧: ଆଇପିଏଲ୍ ୨୦୨୫ ଲାଗି ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ରିଟେନ୍ କରିଛି ମୁମ୍ବାଇ ଇଣ୍ଡିଆନ୍ସ। ହେଲେ ସେ ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍ ଖେଳିବେ ନାହିଁ। ଆପଣ ଭାବୁଥିବେ କାହିଁକି।…